କୁନି କୁସ୍ତି ଖେଳାଳିଙ୍କୁ ଅଣଦେଖା : ଟିକଟ୍ କନଫର୍ମ ନ ଥିବାରୁ ପାଇଖାନା ପାଖରେ ବସି ରେଳ ଯାତ୍ରା
ଭୁବନେଶ୍ଵର: ରାଜ୍ୟ କୁସ୍ତି ଖେଳାଳିଙ୍କୁ ଅଣଦେଖାର ଭିଡିଓ ଭାଇରାଲ୍ ହେବାରେ ଲାଗିଛି। ଟ୍ରେନ୍ ବଗି ପାଇଖାନା ପାଖରେ ବସି ଶୀତରେ ଥରି ଥରି ୟୁପିରୁ ଆସୁଥିବା ଦେଖିବାକୁ ମିଳିଛି। ଜାତୀୟସ୍ତରୀୟ ସ୍କୁଲ୍ କୁସ୍ତିରେ ଭାଗ ନେବାକୁ କର୍ତ୍ତୃପକ୍ଷ ଏପରି କରିଛନ୍ତି। ମାସକ … Read More
