ଟ୍ରେନ ଇଂଜିନରେ ଧକ୍କା ହେଲା ଟ୍ରାକ୍ଟର, ଟଳିଲା ବଡ଼ ଦୁର୍ଘଟଣା
ବିହାର : ବିହାର ଭୋଜପୁର ଜିଲ୍ଲାରେ ଅଳ୍ପକେ ଟଳିଲା ବଡ଼ ରେଳ ଦୁର୍ଘଟଣା । ଆରାରୁ ସସାରାମ ଯାଉଥିବା ପାସେଞ୍ଜର ଟ୍ରେନ ଯାଉଥିବା ବେଳେ ଟ୍ରାକରେ ଟ୍ରାକ୍ଟର ସହିତ ଜୋରଦାର ଧକ୍କା ହୋଇଥିଲା । ଧକ୍କା ଏତେ ଭୟଙ୍କର ଥିଲା ଯେ, ଟ୍ରାକ୍ଟରର … Read More
