କେବେ ଦୂର ହେବ ମଣ୍ଡି ସମସ୍ୟା ? ଶୀତ କାକରରେ ସାରା ରାତି ଧାରଣାରେ ବସିଲେ ଚାଷୀ
ଉମରକୋଟ: ସରୁନି ମଣ୍ଡି ସମସ୍ୟା । ପ୍ରବଳ ଥଣ୍ଡାକୁ ଖାତିର ନକରି ହାକ ପାଇଁ ରାଜରାସ୍ତାରେ ଧାରଣା । ଶୀତ କାକରରେ ରାତି ସାରା ଧାରଣାରେ ବସିଛନ୍ତି ଚାଷୀ । ଧାନ ଓ ମକା ଅଭାବୀ ବିକ୍ରିକୁ ନେଇ ନବରଙ୍ଗପୁର ଜିଲ୍ଲାର ୩ଟି … Read More
