୧୧ ଟି ନିବେଶ ପ୍ରସ୍ତାବକୁ ମଞ୍ଜୁର, ସୃଷ୍ଟି ହେବ ୭,୪୦୦ରୁ ଅଧିକ ନିଯୁକ୍ତି
ଭୁବନେଶ୍ଵର: ରାଜ୍ୟ ସରକାର ସିଙ୍ଗିଲ ଉଇଣ୍ଡୋ କ୍ଳିଅରାନ୍ସ ଦ୍ୱାରା ୧,୩୩୩ କୋଟି ନିବେଶକୁ ଅନୁମୋଦନ କରିଛନ୍ତି। ଏହା ଦ୍ଵାରା ୭,୪୦୦ ରୁ ଅଧିକ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ | ସାତଟି ଜିଲ୍ଲାକୁ ଅନ୍ତର୍ଭୁକ୍ତ କରି ୧୧ ଟି ନିବେଶ ପ୍ରସ୍ତାବକୁ ମଞ୍ଜୁର … Read More
