୧୦ ଦଫା ଦାବିରେ ଡାକ୍ତରଙ୍କ ୧ ଘଣ୍ଟିଆ ଓପିଡି ବନ୍ଦ ଆନ୍ଦୋଳନ, ରୋଗୀ ସେବା ବ୍ୟାହତ
କଟକ : ଘଣ୍ଟାଏ ଓପିଡି ବନ୍ଦ । ରୋଗୀ ସେବା ବ୍ୟାହତ । ୧୦ ଦଫା ଦାବିରେ ଡାକ୍ତରଙ୍କ ଆନ୍ଦୋଳନ । ସାରା ଓଡ଼ିଶାରେ ଆନ୍ଦୋଳନ କରୁଛନ୍ତି ଡାକ୍ତର । ସକାଳ ୧୦ଟାରୁ ୧୧ଟା ପର୍ଯ୍ୟନ୍ତ ଓପିଡ଼ି ବନ୍ଦ ରଖୁଛନ୍ତି । ଆଜି … Read More
