ଶ୍ଵଶୁର ଘରୁ ଫେରିବା ବାଟରେ ବିଷ ପିଇଲେ ଦମ୍ପତି, ୫ ବର୍ଷର ପୁଅକୁ ଛାଡ଼ି ଚାଲିଗଲେ ବାପା-ମାଆ

ଅନୁଗୋଳ: ସୀମା ଟପିଗଲା ସ୍ବାମୀ-ସ୍ତ୍ରୀ କଳି। ଶ୍ଵଶୁର ଘରୁ ଫେରିବା ବାଟରେ ବିଷ ପିଇଦେଲେ ଉଭୟେ। ଜଙ୍ଗଲ ଭିତରେ ସାରା ରାତି ଜଗି ରହିଲା ୫ ବର୍ଷର ପୁଅ। ଏଭଳି ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି ଦେବଗଡ଼ ଜିଲା କୁଣ୍ଢେଇଗୋଳା … Read More

ନୂଆବର୍ଷରେ ମଧ୍ୟରାତ୍ରରୁ ଶ୍ରୀମନ୍ଦିର ଖୋଲିବା ନିଷ୍ପତ୍ତିକୁ ବିରୋଧ

ପୁରୀ: ଆସନ୍ତା ଜାନୁୟାରୀ ୧ ନୂଆବର୍ଷ ପାଇଁ ମଧ୍ୟରାତ୍ରରୁ ଶ୍ରୀମନ୍ଦିର ଖୋଲାଯିବ ନିଷ୍ପତ୍ତିକୁ ବିରୋଧ କରାଯାଇଛି। ମହାପ୍ରଭୁଙ୍କୁ କାହିଁକି ଅନିଦ୍ରା ରଖାଯିବ​‌ ବୋଲି ପ୍ରଶ୍ନ କରିଛନ୍ତି ଶ୍ରୀମନ୍ଦିର ପରିଚାଳନା କମିଟି ସଦସ୍ୟ ମହେଶ୍ଵର ସାହୁ। ଏ ନେଇ ସେ ଗଜପତି ମହାରାଜା, … Read More

ରଥଯାତ୍ରା ପୂର୍ବରୁ ସରିବ ରତ୍ନଭଣ୍ଡାର ଗଣତି ମଣତି: ଆଇନ ମନ୍ତ୍ରୀ

ଭୁବନେଶ୍ଵର: ରତ୍ନଭଣ୍ଡାର ଗଣତି ମଣତି ନେଇ ଏସ୍‌ଓପି ନେଇ ପ୍ରତିକ୍ରିୟା ରଖିଛନ୍ତି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ସେ କହିଛନ୍ତି ଗଣତି ମଣତି ନେଇ ଏସ୍‌ଓପି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଉଚ୍ଚସ୍ତରୀୟ କମିଟିରେ ଏନେଇ ଆଲୋଚନା ହୋଇଛି। କମିଟି ଏକ ପୂର୍ଣ୍ଣ୍ରାଙ୍ଗ ଏସ୍‌ଓପି … Read More

ଶିଖରଚଣ୍ଡୀ ପାହଡ଼ରେ ଦୁଇ ଦନ୍ତା, ଫେରିଲେ ପର୍ଯ୍ୟଟକ

ଭୁବନେଶ୍ଵର: ଫିକା ପଡ଼ିଲା ରବିବାର। ଭୁବନେଶ୍ୱର ଶିଖରଚଣ୍ଡୀ ପାହଡ଼ରେ ଦୁଇ ଦନ୍ତା ହାତୀ ଥିବାରୁ ଆଜି ପର୍ଯ୍ୟଟକ ମାନଙ୍କ ପାଇଁ ଶିଖରଚଣ୍ଡୀ ବନ୍ଦ ରହିଛି। ରବିବାର ଥିବାରୁ ବହୁ ସଂଖ୍ୟାରେ ପର୍ଯ୍ୟଟକ ଆସି ଫେରି ଯାଉଛନ୍ତି। ସୂଚନା ମୂତାବକ ଗତ ତିନି … Read More

୩ ଶାବକ ଜନ୍ମ ଦେଲା ବାଘୁଣୀ ଜୟଶ୍ରୀ: ୨ ମୃତ, ଗୋଟିଏ ଜୀବିତ

ବରାଙ୍ଗ:ମା ହେଲା ବାଘୁଣୀ ‘ଜୟଶ୍ରୀ’। ନନ୍ଦନକାନନକୁ ନୂଆବର୍ଷ ଭେଟି। ପ୍ରାଣୀଉଦ୍ୟାନ ନନ୍ଦନକାନନର ବାଘୁଣୀ ଜୟଶ୍ରୀ ଗତକାଲି ୩ ଟି ଶାବକ ଜନ୍ମ ଦେଇଛି । ୨ଟି ଶାବକର ମୃତ୍ୟୁ ଘଟିଥିବାବେଳେ ଜଣେ ଶାବକ ଜୀବିତ ଥିଲା। ହେଲେ ତାକୁ ମାଆ ଗ୍ରହଣ … Read More

ଧଉଳି ପରିଦର୍ଶନ କଲେ ମୁଖ୍ୟ ନିର୍ବାଚନ କମିଶନର

ଭୁବନେଶ୍ୱର : ଧଉଳି ବୁଲି ଦେଖିଲେ ମୁଖ୍ୟ ନିର୍ବାଚନ କମିଶନର ।  ଏହାପୂର୍ବରୁ ପୁରୀ ଜିଲ୍ଲାର ଐତିହ୍ୟ ଗ୍ରାମ ରଘୁରାଜପୁର ପରିଦର୍ଶନ କରିଛନ୍ତି ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର  l  ରଘୁରାଜପୁରରେ ପହଞ୍ଚିବା ପରେ ତାଙ୍କୁ ଗ୍ରାମବାସୀ ଓ ପ୍ରଶାସନ ତରଫରୁ … Read More

ନୂଆବର୍ଷ ପାଇଁ କେନ୍ଦ୍ରାଞ୍ଚଳ ୭ ଜିଲ୍ଲାରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି, ୧୫୦ ପ୍ଲାଟୁନ ଫୋର୍ସ ମୁତୟନ

ଭୁବନେଶ୍ୱର  : କେନ୍ଦ୍ରାଞ୍ଚଳ ୭ ଜିଲ୍ଲାରେ ନୂଆବର୍ଷ ପାଇଁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା । ନୂଆବର୍ଷ ପାଇଁ ମୁତୟନ ହେବେ ୧୫୦ ପ୍ଲାଟୁନ ପୋଲିସ ଫୋର୍ସ। ପୁରୀ, ଖୋର୍ଦ୍ଧା, ନୟାଗଡ଼, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ ଯାଜପୁରରେ ମୁତୟନ ହେବେ ଫୋର୍ସ । … Read More

ମଝି ଦରିଆରେ ଫସିଲା ଲଞ୍ଚ, ଅଳ୍ପକେ ବର୍ତ୍ତିଲେ ୨୩ ପର୍ଯ୍ୟଟକ

ଜଳେଶ୍ୱର :  ମଝି ଦରିଆରେ ଫସିଲା ଲଞ୍ଚ । ଇଞ୍ଜିନ ଖରାପ ହେବାରୁ ମଝି ସମୁଦ୍ରରେ ଫସିଲେ ପର୍ଯ୍ୟଟକ । ପୋଲିସର ସହାୟତା ଯୋଗୁଁ ବଡ଼ ଅଘଟଣରୁ ବର୍ତ୍ତିଗଲେ ୨୩ ପର୍ଯ୍ୟଟକ । ପଶ୍ଚିମବଙ୍ଗ ଦିଘାରେ ଜଗନ୍ନାଥ ଧାମ ଦର୍ଶନକୁ ଯାଉଥିବା ବେଳେ ଲଞ୍ଚର … Read More

ସୁନାବେଡ଼ା-ଦାତୁନାମା ମୁଖ୍ୟରାସ୍ତାରେ ବୁଲୁଛି କଲରାପତରିଆ ବାଘ, ଲୋକେ ଭୟଭୀତ

ନୂଆପଡ଼ା: ବୁଲୁଛି ବାଘ ।  ଭୟଭୀତ ଗ୍ରାମବାସୀ ।  ନୂଆପଡ଼ା ଅଭୟାରଣ୍ୟ ସୁନାବେଡ଼ା-ଦାତୁନାମା ମୁଖ୍ୟରାସ୍ତାରେ ଏକ କଲରାପତରିଆ ବାଘ ବୁଲୁଥିବା ଭିଡ଼ିଓ ଭାଇରାଲ ହେଉଛି ।  ବାଘକୁ ଦେଖି ଭୟଭୀତ ଗ୍ରାମବାସୀ ।  ଗତକାଲି ଛତିଶଗଡ଼ ରାଜ୍ୟ ଗରିଆବନ୍ଦ ଜିଲ୍ଲା ମେନପୁର ଥାନା … Read More

ବଙ୍ଗାଳୀ ଶ୍ରମିକ ହତ୍ୟା ପ୍ରସଙ୍ଗରେ ମମତାଙ୍କ ଅଭିଯୋଗ ଭିତ୍ତିହୀନ: ମନମୋହନ

ଭୁବନେଶ୍ବର: ସମ୍ବଲପୁରରେ ବଙ୍ଗାଳୀ ଶ୍ରମିକଙ୍କୁ ପିଟିପିଟି ମାରିଦେବା ପ୍ରସଙ୍ଗରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବିଜେପି ଶାସିତ ରାଜ୍ୟକୁ ଟାର୍ଗେଟ କରିଛନ୍ତି । ଯାହାର ଜବାବ ରଖିଛନ୍ତି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ । ସେ କହିଛନ୍ତି ଯେ, ଓଡ଼ିଶାରେ … Read More