ତାଇୱାନ ବିରୋଧରେ ଚୀନର ଯୁଦ୍ଧାଭ୍ୟାସକୁ ସମର୍ଥନ କଲା ରୁଷ

ନୂଆଦିଲ୍ଲୀ: ଚୀନ ତାଇୱାନକୁ ଚାରିପଟୁ ଘେରି ଯୁଦ୍ଧାଭ୍ୟାସ ଆରମ୍ଭ କରିଛି। ସୋମବାର ଚୀନର ପିପୁଲ୍ସ ଲିବରେସନ ଆର୍ମି(ପିଏଲଏ) ‘ଜଷ୍ଟିସ ମିଶନ ୨୦୨୫’ ନାମରେ ବଡ଼ ଧରଣର ସୈନ୍ୟ ଅଭ୍ୟାସ ଆରମ୍ଭ କରିଥିବାବେଳେ ଏଥିରେ ସ୍ଥଳସେନା, ନୌସେନା, ବାୟୁସେନାକୁ ତାଇୱାନର ଚତୁର୍ଦିଗରେ ମୁତୟନ … Read More

ଟ୍ରେନ୍ ଲାଇନଚ୍ୟୁତ: ୧୩ ଯାତ୍ରୀ ମୃତ

ନୂଆଦିଲ୍ଲୀ : ମେକ୍ସିକୋର ଦକ୍ଷିଣ-ପୂର୍ବ ଓଆକ୍ସାକା ଅଞ୍ଚଳରେ ଏକ ଟ୍ରେନ୍ ଲାଇନଚ୍ୟୁତ ହୋଇଛି। ଏଥିରେ ୧୩ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ପ୍ରାୟ ୧୦୦ ଜଣ ଆହତ ହୋଇଥିବା ସୂଚନା ମିଳିଛି। ମେକ୍ସିକୋ ଉପସାଗର ଏବଂ ପ୍ରଶାନ୍ତ ମହାସାଗର ମଧ୍ୟରେ ଯାତ୍ରା କରୁଥିବା … Read More

ଅଶାନ୍ତ ବାଂଲାଦେଶ: ଜାଳି ଦେଲେ ହିନ୍ଦୁଙ୍କ ଘର

ନୂଆଦିଲ୍ଲୀ:ବାଂଲାଦେଶରେ ସଂଖ୍ୟାଲଘୁଙ୍କ ବିରୁଦ୍ଧରେ ହିଂସା କ୍ରମାଗତ ଭାବରେ ବୃଦ୍ଧି ପାଉଛି। ଛାତ୍ର ନେତା ଉସମାନ ସରିଫ ହାଦିଙ୍କ ମୃତ୍ୟୁ ପରଠାରୁ ଦେଶ ଅଶାନ୍ତ ହୋଇପଡ଼ିଛି। ଏହି ସମୟରେ, ଜଣେ ହିନ୍ଦୁ ଯୁବକ ଦୀପୁ ଚନ୍ଦ୍ର ଦାସଙ୍କୁ  ପିଟି ପିଟି ହତ୍ୟା କରଯାଇଥିଲା। … Read More

କୁଳଦୀପ ସେନଗରଙ୍କୁ ଶକ୍ତ ଝଟ୍‌କା: ଜାମିନ ନିଷ୍ପତ୍ତି ଉପରେ ରୋକ୍‌ ଲଗାଇଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ଉନ୍ନାଓ ଦୁଷ୍କର୍ମ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା କୁଲଦୀପ ସିଂହ ସେନଗରଙ୍କୁ ସୁପ୍ରିମକୋର୍ଟରୁ ଏକ ବଡ଼ ଝଟକା ଲାଗିଛି। ସୁପ୍ରିମକୋର୍ଟ ପରବର୍ତ୍ତୀ ଶୁଣାଣି ପର୍ଯ୍ୟନ୍ତ ଦିଲ୍ଲୀ ହାଇକୋର୍ଟଙ୍କ ନିଷ୍ପତ୍ତି ଉପରେ ରହିତା ଦର୍ଶାଇଛନ୍ତି। ସୁପ୍ରିମକୋର୍ଟ ସେନଗରଙ୍କୁ ଏକ ନୋଟିସ ମଧ୍ୟ … Read More

ବାପା ଆଇଫୋନ୍ ନ ଦେବାରୁ ଜୀବନ ହାରିଲା ଝିଅ

ଉତ୍ତରପ୍ରଦେଶ : ଆଇଫୋନ୍ ପାଇଁ ଜୀବନ ହାରିଲା ୧୮ ବର୍ଷୀୟ ଝିଅ । ଯାହା ଫଳରେ ପରିବାର ଲୋକେ ଦୁଃଖରେ ଭାଙ୍ଗି ପଡିଛନ୍ତି । ଏଥିସହ ସ୍ଥାନୀୟ ଅଞ୍ଚଳରେ ଶୋକର ବାତାବରଣ ମଧ୍ୟ ଖେଳିଯାଇଛି । ଏପରି ଘଟଣା ଉତ୍ତରପ୍ରଦେଶର ଡାକୋର ପୋଲିସ … Read More

ଜାନୁଆରୀ ୫ ଯାଏଁ ବୃନ୍ଦାବନ ବାଙ୍କେ ବିହାରୀ ମନ୍ଦିରରେ ଦର୍ଶନ ମନା !

ମଥୁରା : ନୂଆବର୍ଷ ପାଇଁ ଶ୍ରୀବାଙ୍କେ ବିହାରୀ ମନ୍ଦିର ତରଫରୁ ଶ୍ରଦ୍ଧାଳୁଙ୍କ ପାଇଁ ଆଡଭାଇଜରୀ ଜାରି କରାଯାଇଛି । ମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ଶ୍ରଦ୍ଧାଳୁଙ୍କୁ ଅନୁରୋଧ କରାଯାଇଛି କି, ପାଶ୍ଚାତ୍ୟ ନବବର୍ଷ ଅବସରରେ ମନ୍ଦିରରେ ପ୍ରବଳ ଭିଡ଼ ଯୋଗୁଁ ଦର୍ଶାନାର୍ଥୀଙ୍କ ଭିଡ଼କୁ … Read More

ଆରାବଳୀ ମାମଲା: ନିଜ ରାୟ ଉପରେ ରୋକ୍ ଲଗାଇଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ : ନିଜ ରାୟ ଉପରେ ରୋକ୍ ଲଗାଇଲେ ସୁପ୍ରିମକୋର୍ଟ । ବହୁ ଚର୍ଚ୍ଚିତ ଆରାବଳୀ ଖଣି ଖନନ ମାମଲାରେ କୋର୍ଟ ପୂର୍ବରୁ ଦେଇଥିବା ରାୟରେ ସ୍ଥଗିତାଦେଶ ଜାରି କରିଛନ୍ତି । ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ ଏହି … Read More

ମଝି ଆକାଶରେ ଦୁଇ ହେଲିକପ୍ଟର ଧକ୍କା, ଜଣେ ମୃତ

ଆମେରିକା : ଆମେରିକାର ନ୍ୟୁ ଜର୍ସିରେ ଭୟଙ୍କର ବିମାନ ଦୁର୍ଘଟଣା । ଦୁଇଟି ହେଲିକପ୍ଟର ମଝି ଆକାଶରେ ଧକ୍କା ହେବା ଫଳରେ ଖଣ୍ଡ ଖଣ୍ଡ ହୋଇଯାଇଛି । ଘଟଣାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି ଏବଂ ଅନ୍ୟ ଜଣକ ଗୁରୁତର ଆହତ ହୋଇଛନ୍ତି … Read More

କରିପୁ ଜଙ୍ଗଲରେ ସର୍ଚ୍ଚ ଅପରେସନ, ଟିଫିନ ବୋମା ଓ ବିସ୍ଫୋରକ ଜବତ

ମାଲକାନଗିରି: ମାଲକାନଗିରି ସୀମାନ୍ତ ଛତିଶଗଡ ରାଜ୍ୟ ବିଜାପୁର ଜିଲ୍ଲାର କରିପୁ ଜଙ୍ଗଲରେ ସର୍ଚ୍ଚ ଅପରେସନ ବେଳେ ସୁରକ୍ଷାକର୍ମୀଙ୍କୁ ମିଳିଛି ମାଓ ସାମଗ୍ରୀ। ଯାହା ମଧ୍ୟରେ ରହିଛି ଗୋଟିଏ ଟିଫିନ ବୋମା ଏବଂ ବିପୁଳ ପରିମାଣର ବିସ୍ପୋରକ। ସୁରକ୍ଷା କର୍ମୀଙ୍କୁ କ୍ଷତି ପହଞ୍ଚାଇବା … Read More

ଜିରୋ ନାଇଟ୍‌ରେ ମଦ ପିଇ ଗାଡ଼ି ଚଳାଇଲେ କଠୋର କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ବର: ଜିରୋ ନାଇଟରେ ମଦ ପିଇ ଗାଡ଼ି ଚଳାଇ ଧରାପଡ଼ିଲେ ନିଆଯିବ କାର୍ଯ୍ୟାନୁଷ୍ଠାନ। ଦ୍ଵେତନଗରୀ ପୁଲିସ କମିଶନର ଏସ. ଦେବଦତ୍ତ ସିଂହ ଏପରି ଚେତାବନୀ ଦେଇଛନ୍ତି। ଯଦି କେହି ଅମାନିଆ ହୁଅନ୍ତି, ତେବେ ସେମାନଙ୍କ ଗାଡ଼ି ଜବତ କରାଯିବା ସହିତ କୋର୍ଟ ଚାଲାଣ … Read More