ପ୍ରସାଦ ସେବନ କରି ୫୦ ଗୁରୁତର, ହସ୍ପିଟାଲରେ ଭର୍ତ୍ତି
ରାଜଗଡ: ରାଜଗଡ ଜିଲାରେ ଏକ ଧାର୍ମିକସ୍ଥଳରେ ଆୟୋଜିତ ପ୍ରସାଦ ସେବନ ପରେ ୫୦ରୁ ଅଧିକ ଲୋକ ଗୁରୁତର ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ସୋମବାର ରାତିରେ ରାଜଗଡ ଜିଲା ଖିଲଚିପୁର ଥାନା ଅନ୍ତର୍ଗତ ଗାଦିୟା ଲୁହାର ଗାଁରେ ଆୟୋଜିତ ଏକ ଧାର୍ମିକ … Read More
