ବରଗଡ଼ ଧନୁଯାତ୍ରାରେ ମୁଖ୍ୟମନ୍ତ୍ରୀ, ହାତୀ ଉପରେ ବସି ରଙ୍ଗମହଲରେ ପହଞ୍ଚିଲେ

ବରଗଡ଼: ବରଗଡ଼ ଧନୁଯାତ୍ରା ଦେଖିବା ପାଇଁ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ହେଲିକପ୍ଟର ଯୋଗେ ବରଗଡ଼ର ବିକାଶ ପଡ଼ିଆରେ ଓହ୍ଲାଇଥିଲେ। ସେଠାରୁ ସେ ରାଜଦରବାର ଯାଇଥିଲେ। ମୁଖ୍ୟମନ୍ତ୍ରୀ ରାଜ ଅତିଥି ଭାବେ ହାତୀ ଉପରେ ବସି ରଙ୍ଗମହଲରେ ପହଞ୍ଚିଥିଲେ। … Read More

ନୂଆବର୍ଷର ଅଭିନନ୍ଦନ ଜଣାଇବାକୁ କାର୍ଯ୍ୟାଳୟକୁ ନ ଆସିବାକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ଭୁବନେଶ୍ବର: ଇଂରାଜୀ ନୂଆବର୍ଷ ୨୦୨୬ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି। ଏହି ଦିନଟି ସରକାରୀ କାର୍ଯ୍ୟ ଦିବସ ରହୁଥିବାରୁ, ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଏକ ସାଧାରଣ କାର୍ଯ୍ୟଦିବସ ଭାବେ ଚାଲିବ। ତେବେ ମୁଖ୍ୟମନ୍ତ୍ରୀଙ୍କୁ କିମ୍ବା ମୁଖ୍ୟମନ୍ତ୍ରୀଙ୍କ … Read More

ଚିକିତ୍ସାରେ ଅବହେଳାରୁ ପ୍ରସୂତିଙ୍କ ମୃତ୍ୟୁ: ଡାକ୍ତରଖାନା ଆଗରେ ଧାରଣା

ଯାଜପୁର: ଯାଜପୁର ମେଡିକାଲ ଛକରେ ଥିବା ଏକ ଘରୋଇ ଡାକ୍ତରଖାନାରେ ଅପରେସନ ପରେ ଗୁରୁତର ଅସୁସ୍ଥ ହୋଇପଡ଼ିଥିବା ପ୍ରସୂତିଙ୍କର କଟକରେ ମୃତ୍ୟୁ ହୋଇଛି। ଏହାକୁ ନେଇ ଉତ୍ତେଜନା ପ୍ରକାଶ ପାଇବା ସହିତ ଚିକିତ୍ସାରେ ଅବହେଳା ଅଭିଯୋଗରେ ପରିବାର ଲୋକେ ଉକ୍ତ ଡାକ୍ତରଖାନା … Read More

ଭୁବନେଶ୍ବର ବିମାନବନ୍ଦରରୁ ୪ କୋଟିର ମାରିଜୁଆନା ଜବତ

ଭୁବନେଶ୍ବର : ନୂଆବର୍ଷ ପୂର୍ବରୁ କଷ୍ଟମ ବିଭାଗକୁ ମିଳିଛି ବଡ଼ ସଫଳତା । ଭୁବନେଶ୍ବର ବିମାନ ବନ୍ଦରରୁ ଚାଲାଣ ସମୟରେ ୪କୋଟି ଟଙ୍କାର ମାରିଜୁଆନା ଜବତ ।ଭୁବନେଶ୍ବର ସହରକୁ ନିଶା ଚାଲାଣ ସମୟରେ ଧରିଲା କଷ୍ଟମ ବିଭାଗ । ବିମାନରେ ଜଣେ … Read More

ପିକନିକ ପାଇଁ ମାର୍ଗଦର୍ଶିକା ଜାରି କଲା ବାଣିଜ୍ୟ ଓ ପରିବହନ ବିଭାଗ

ଭୁବନେଶ୍ୱର :  ପିକନିକ ପାଇଁ ବାଣିଜ୍ୟ ଓ ପରିବହନ ବିଭାଗ ପକ୍ଷରୁ ମାର୍ଗଦର୍ଶିକା ଜାରି ।  ମଦ୍ୟପାନ କରି ଗାଡି ଚାଳନା ଓ ଦୃତ ଗତି ଉପରେ ରହିବ କଡା ନଜର ।  ମାର୍ଗଦର୍ଶିକାର ପାଳନ ପାଇଁ ଆରଟିଓମାନଙ୍କୁ କଡା ନିର୍ଦ୍ଦେଶ ଦିଆଯାଇଛି … Read More

ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ PEOଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

କେନ୍ଦୁଝର: ଭିଜିଲାନ୍ସ ଜାଲରେ କେନ୍ଦୁଝର ଜିଲ୍ଲା ହାଟଡ଼ିହି ବ୍ଲକ୍ PEO। ଆନନ୍ଦପୁର ହାଟଡ଼ିହି ବ୍ଲକ୍ PEO ଜିତେନ୍ଦ୍ର ଜେନାଙ୍କ ବିରୋଧରେ ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ୬ଟି ସ୍ଥାନରେ ଚଢ଼ାଉ କରିଛି ଭିଜିଲାନ୍ସ ଟିମ। ତାଙ୍କ ବାସଭବନ ସମେତ ୬ଟି ସ୍ଥାନରେ … Read More

ଭିଜିଲାନ୍ସ ଜାଲରେ ଅତିରିକ୍ତ ତହସିଲଦାର, ଘରୁ ଜବତ ହେଲା ୭୫ ଲକ୍ଷ ନଗଦ ଟଙ୍କା

ବାରଙ୍ଗ : ବାବୁଙ୍କ ସମ୍ପତ୍ତି ଦେଖି ଭିଜିଲାନ୍ସ ଟେରା । ବାରଙ୍ଗ ଅତିରିକ୍ତ ତହସିଲଦାରଙ୍କ ଅମାପ ସଂପତ୍ତି । ଘରୁ ଜବତ ହେଲାଣି ୭୫ ଲକ୍ଷ ନଗଦ କ୍ୟାସ । ଭିଜିଲାନ୍ସ ଯେତେ ଖୋଳୁଛି ସେତେ ବାହାରୁଛି । ପୁଳାପୁଳା ସୁନା … Read More

ନୂଆବର୍ଷ ଲାଗି ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି: ୩୧ ତାରିଖ ରାତି ୧୧ରେ ପହୁଡ଼, ୨ଟାରେ ଦ୍ବାର ଫିଟା

ପୁରୀ : ନୂଆବର୍ଷ ପାଇଁ ଆସନ୍ତାକାଲି ଶ୍ରୀଜଗନ୍ନାଥଙ୍କର ସ୍ୱତନ୍ତ୍ର ନୀତିକାନ୍ତି ।  ଡିସେମ୍ବର ୩୧ ତାରିଖ ରାତି ୧୧ଟାରେ ହେବ ଶ୍ରୀଜିଉଙ୍କ ପହୁଡ଼ ନୀତି ।  ପରେ ପୁଣି ରାତ୍ର ୨ଟାରେ ହେବ ଦ୍ବାରଫିଟା ନୀତି । ଛତିଶାନିଯୋଗ ଓ ନୀତି ସବକମିଟି … Read More

ଫେବ୍ରୁଆରୀ ୧୮ରୁ ମାର୍ଚ୍ଚ ୨୫ ଯୁକ୍ତ ଦୁଇ ମୁଖ୍ୟ ପରୀକ୍ଷା, ଜାନୁଆରୀ ୨ରୁ ପ୍ରାକ୍ଟିକାଲ୍

ଭୁବନେଶ୍ୱର: ଜାନୁଆରୀ ୨ରୁ ଯୁକ୍ତ ଦୁଇ ପ୍ରାକ୍ଟିକାଲ୍। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍ଇ) ପରିଚାଳିତ ଯୁକ୍ତ ଦୁଇ ପ୍ରାକ୍ଟିକାଲ ପରୀକ୍ଷା ଜାନୁଆରୀ ୨ ତାରିଖରୁ ଆରମ୍ଭ ହେବ। ୧୫ ତାରିଖ ଯାଏ ପରୀକ୍ଷା ହେବ। କଳା, ବିଜ୍ଞାନ, ବାଣିଜ୍ୟ ଓ … Read More

ଆଜି ଠାରୁ ଜାନୁଆରି ୪ ତାରିଖ ପର୍ଯ୍ୟନ୍ତ ପୁରୀର ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

ପୁରୀ:ଆସୁଛି ନୂଆବର୍ଷ ଏଥିପାଇଁ ସମସ୍ତ ପର୍ଯ୍ୟଟନ ସ୍ଥଳୀରେ  ଜମୁଛି ଭିଡ଼ । ଜମୁଛି ଭୋଜି ଭାତର ଆସର ।  ସେଥିମଧ୍ୟରୁ ଜଗନ୍ନାଥ ଧାମ ପୁରୀରେ ମଧ୍ୟ ବଢିଲାଣି ଶ୍ରଦ୍ଧାଳୁଙ୍କ ଭିଡ଼ । ପ୍ରତିଦିନ ଲକ୍ଷ ଲକ୍ଷ ସଂଖ୍ୟାର ଶ୍ରଦ୍ଧାଳୁଙ୍କ ଭିଡ଼ ସେଠି … Read More