ପୂର୍ବତନ କଂଗ୍ରେସ ସାଂସଦ ସଜ୍ଜନ କୁମାର ନିର୍ଦ୍ଦୋଷରେ ଖଲାସ, ଶିଖ ବିରୋଧୀ ହିଂସା ମାମଲାରେ ଥିଲେ ଦୋଷୀ

ନୂଆଦିଲ୍ଲୀ : ଦିଲ୍ଲୀର ରାଉଜ୍ ଆଭେନ୍ୟୁ କୋର୍ଟ ପୂର୍ବତନ କଂଗ୍ରେସ ନେତା ସଜ୍ଜନ କୁମାରଙ୍କୁ ନିର୍ଦ୍ଦୋଷରେ ଖଲାସ୍ କରିଛି । ଜନକପୁରୀ ଓ ବିକାଶପୁରୀ ଅଞ୍ଚଳରେ ହୋଇଥିବା ହିଂସାକାଣ୍ଡ ସହ ଜଡିତ ଏକ ମାମଲାରେ ଦୋଷମୁକ୍ତ କରିଛନ୍ତି । ଏହି ମାମଲାରେ ଦୁଇ … Read More

ଷ୍ଟିଲ ପ୍ଲାଣ୍ଟରେ ବିସ୍ଫୋରଣ, ୭ ଶ୍ରମିକ ମୃତ

ଛତିଶଗଡ଼: ଛତିଶଗଡ଼ ବଲୋଦା ବଜାରରେ ଥିବା ଏକ ଷ୍ଟିଲ ପ୍ଲାଣ୍ଟରେ ଅଘଟଣ । ପ୍ଲାଣ୍ଟର ଡିଏସି କୋଇଲା ଭାଟିରେ ହଠାତ୍ ବିସ୍ଫୋରଣ ହେବା ଯୋଗୁଁ ୭ ଜଣ ଶ୍ରମିକଙ୍କ ଜୀବନ ଚାଲିଯାଇଛି । ବିସ୍ଫୋରଣରେ କିଛି ଶ୍ରମିକ ଆହତ ମଧ୍ୟ ହୋଇଛନ୍ତି । … Read More

ବସ-ଟ୍ରକ ଧକ୍କା ହେବା ଯୋଗୁଁ ଲାଗିଲା ନିଆଁ, ୨ ମୃତ

ଆନ୍ଧ୍ରପ୍ରଦେଶ : ଆନ୍ଧ୍ରପ୍ରଦେଶ ନନ୍ଦାଲ ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଏକ ଘରୋଇ ବସ୍ ଏବଂ କଣ୍ଟେନର ଲରି ଧକ୍କା ହେବା ଯୋଗୁଁ ୨ ଜଣଙ୍କ ଜୀବନ ଚାଲିଯାଇଛି । ଘଟଣାରେ ରାତି ୧.୩୦ ମିନିଟରେ ଘଟିଛି । ଖବର ମୁତାବକ, … Read More

ସୁରକ୍ଷା କଥା ଉଠାଇ ଗ୍ରୀନଲାଣ୍ଡ ଉପରେ ଅଧିକାର ଜାହିର କଲେ ଟ୍ରମ୍ପ

ନୂଆଦିଲ୍ଲୀ  : ପୁଣି ଗ୍ରୀନଲାଣ୍ଡ ଦାବି ଦୋହରାଇଲେ ଟ୍ରମ୍ପ । ସୁରକ୍ଷା କଥା ଉଠାଇ ଗ୍ରୀନଲାଣ୍ଡ ଉପରେ ଅଧିକାର ଜାହିର କରିଛନ୍ତି ଟ୍ରମ୍ପ । ଆମେରିକା କେବଳ ଗ୍ରୀନଲାଣ୍ଡକୁ ସୁରକ୍ଷା ଦେଇପାରିବ ବୋଲି କହିଛନ୍ତି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ । ସ୍ୱିଜରଲାଣ୍ଡର … Read More

ସରଣ୍ଡା ଜଙ୍ଗଲରେ ଏନକାଉଣ୍ଟର, ସୁରକ୍ଷାକର୍ମୀଙ୍କ ଗୁଳିରେ ୧୨ ଦୁର୍ଦ୍ଦାନ୍ତ ମାଓବାଦୀ ମୃତ

ମାଲକାନଗିରି : ଲାଲବାହିନୀକୁ ବଡ଼ ଧକ୍କା ।  ଝାଡ଼ଖଣ୍ଡର ସରଣ୍ଡା ଜଙ୍ଗଲରେ ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ଦୁର୍ଦ୍ଦାନ୍ତ ମାଓବାଦୀ ପତିରାମ ମାଝୀ ସମେତ ୧୨ ମୃତ । ସେଣ୍ଟ୍ରାଲ କ୍ୟାଡର ଶୀର୍ଷ ମାଓ ମାଓ ନେତା ପତିରାମ ମାଝୀ । ତା ମୁଣ୍ଡ ଉପରେ … Read More

ରାଜ୍ୟରେ ବନ୍ଦ ହେଲା ତମାଖୁ ଏବଂ ନିକୋଟିନ୍‌ର ବ୍ୟବହାର, ଅମାନିଆ ହେଲେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର : ରାଜ୍ୟ ସରକାରଙ୍କ ବଡ଼ ପଦକ୍ଷେପ  ।  ରାଜ୍ୟରେ ବନ୍ଦ ହେବ ଗୁଟଖା ବ୍ୟବସାୟ ।  ନା ହେବ ଉତ୍ପାଦନ, ନା ହେବ ବିକ୍ରି ।  ଚଳିତବର୍ଷ ଜାନୁୟାରୀ ୨୧ ତାରିଖରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଜାରି … Read More

ଆସନ୍ତାକାଲି ଓଡ଼ିଶା ଆସିବେ ଉପରାଷ୍ଟ୍ରପତି, ପରାକ୍ରମ ଦିବସ ପାଳନ କାର୍ଯ୍ୟକ୍ରମରେ ଯୋଗଦେବେ

ଭୁବନେଶ୍ୱର: ସଜେଇ ହେଲାଣି ନେତାଜୀଙ୍କ ଜନ୍ମସ୍ଥାନ । ଆସନ୍ତାକାଲି ଜନ୍ମ ଦିବସକୁ ପରାକ୍ରମ ଦିବସ ଭାବେ ପାଳନ କରିବେ ସରକାର। କାଲି ଆସୁଛନ୍ତି ଉପ ରାଷ୍ଟ୍ରପତି । ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୯ତମ ଜନ୍ମ ବାର୍ଷିକୀ ପାଳନ ଅବସରରେ ନେତାଜୀ ଜନ୍ମସ୍ଥାନ … Read More

ନିଖୋଜ ୪ ନାବାଳକ ସ୍କୁଲରୁ ଉଦ୍ଧାର, କ୍ରିକେଟ ଦେଖିବାକୁ ଯାଇ ଘରପୁ ଫେରି ନଥିଲେ

ଦେବଗଡ଼ : ନିଖୋଜ ୪ ନାବାଳକ ସ୍କୁଲରୁ ଉଦ୍ଧାର । କ୍ରିକେଟ ଦେଖିବାକୁ ଯାଇ ଛାତ୍ରମାନେ ନିଖୋଜ ହୋଇଥିଲେ । ଦେବଗଡ଼ ଜିଲ୍ଲା ରିଆମାଳ ଥାନା ଟିଂକବୀର ଗାଁରେ ଆୟୋଜିତ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଦେଖିବାକୁ ଯାଇ ୪ ଜଣ ନାବାଳକ ଆଉ ଘରକୁ … Read More

ଭିନ୍ନ ଭିନ୍ନ ଅଭିଯୋଗକୁ ନେଇ ବିଜେଡ଼ିକୁ ଖୋଲା ଆହ୍ୱାନ ଦେଲେ ଅରବିନ୍ଦ ମହାପାତ୍ର

ଭୁବନେଶ୍ବର: ନିଲମ୍ବନ ପରେ ଦଳର ଅଭିଯୋଗକୁ ଖୋଲା ଆହ୍ୱାନ ଦେଲେ ବିଧାୟକ ଅରବିନ୍ଦ ମହାପାତ୍ର । ଭିନ୍ନ ଭିନ୍ନ ଅଭିଯୋଗକୁ ନେଇ କଲେ ଖୋଲା ଆହ୍ୱାନ କରିବା ସହ ଅତନୁ ସବ୍ୟସାଚୀଙ୍କୁ ନିଶାଣ କଲେ । ଅରବିନ୍ଦ କହିଛନ୍ତି , ମୁଁ … Read More

ଜମାକାରୀଙ୍କ ଟଙ୍କା ଆତ୍ମସାତ ଅଭିଯୋଗ: ଗ୍ରାହକସେବା କେନ୍ଦ୍ର ପରିଚାଳକଙ୍କୁ ମାଡ଼

ବାଲିଆପାଳ : ଜମାକାରୀଙ୍କ ଲକ୍ଷାଧିକ ଟଙ୍କା ଆତ୍ମସାତ ଅଭିଯୋଗରେ ଭାରତୀୟ ଷ୍ଟେଟବ୍ୟାଙ୍କର ଗ୍ରାହକ ସେବା କେନ୍ଦ୍ର ଦାୟିତ୍ୱରେ ଥିବା ପରିଚାଳକ ରଞ୍ଜନ ରଣାଙ୍କୁ ବିଦ୍ୟୁତ ଖୁଣ୍ଟରେ ବାନ୍ଧି ନିର୍ଦ୍ଧୁମ ପିଟିଛନ୍ତି ଉତ୍ୟକ୍ତ ଜମାକାରୀ । ଏଭଳି ଘଟଣା ଦେଖିବାକୁ ମିଳିଛି ବାଲେଶ୍ଵର … Read More