ଶ୍ରୀମନ୍ଦିରକୁ ବୋମାରେ ଉଡ଼ାଇ ଦେବା ଧମକ ମାମଲାରେ ଅଭିଯୁକ୍ତକୁ ବାନ୍ଧିଲା ପୁଲିସ
ପୁରୀ : ବିଶ୍ୱପ୍ରସିଦ୍ଧ ପୁରୀ ଶ୍ରୀମନ୍ଦିରକୁ ବୋମାରେ ଉଡ଼ାଇ ଦେବାକୁ ଧମକ ଦେବା ଘଟଣାରେ ପୁଲିସକୁ ମିଳିଛି ବଡ଼ ସଫଳତା। ସୋସିଆଲ ମିଡିଆ ମାଧ୍ୟମରେ ଧମକ ଦେଇଥିବା ଅଭିଯୋଗରେ ଅଭିଯୁକ୍ତ ପ୍ରତୀକ୍ ମିଶ୍ରଙ୍କୁ ପୁରୀ ସିଂହଦ୍ୱାର ଥାନା ପୁଲିସ ଗିରଫ କରିଛି। ଏହି ଘଟଣା … Read More
