ଖାଇକୁ ଖସିଲା ଜିପ୍, ୩ ମୃତ, ୧୨ ଆହତ

ଉଦୟପୁର : ରାଜସ୍ଥାନ ଉଦୟପୁର ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଉଦୟପୁର ଜିଲ୍ଲା ଆଦିବାସୀ ଅଞ୍ଚଳ କୋଟଡାର ବିଲବନରୁ ଯାଉଥିବା ଏକ ଜିପ୍ ଅନିୟନ୍ତ୍ରିତ ହୋଇ୬୦ ଫୁଟ ଗଭୀର ଖାଇକୁ ଖସିପଡିଛି । ଫଳରେ ଘଟଣା ସ୍ଥଳରେ ୩ ଜଣଙ୍କ ଜୀବନ … Read More

ଭାରତର ପ୍ରଥମ ଆଣ୍ଟି ସିପ୍ ମିସାଇଲ, ଆଖି ପିଛୁଳାକେ ଟାର୍ଗେଟକୁ କରିବ ଧ୍ବଂସ

ନୂଆଦିଲ୍ଲୀ :  ଭାରତ ପ୍ରତିରକ୍ଷା କ୍ଷେତ୍ରରେ ଦିନକୁ ଦିନ ଆଗକୁ ବଢ଼ିବାରେ ଲାଗିଛି । ନୂଆ ନୂଆ ଜ୍ଞାନକୌଶଳ ସାମିଲ୍ କରୁଛି । ସ୍ଵଦେଶୀ ଜ୍ଞନକୌଶଳକୁ ବଢ଼ାଇବାରେ ଲାଗିଛି ଦେଶ । ପ୍ରତିରକ୍ଷା ଗବେଷଣା ଏବଂ ବିକାଶ ସଂଗଠନ (DRDO) ଦ୍ୱାରା ବିକଶିତ … Read More

ହାଇଦ୍ରାବାଦରେ ପୁଣି ୧୦୦ ବୁଲା କୁକୁରଙ୍କୁ ହତ୍ୟା

ହାଇଦ୍ରାବାଦ : ହାଇଦ୍ରାବାଦ ରଙ୍ଗାରେଡ୍ଡୀ ଜିଲ୍ଲାରେ ଚାଞ୍ଚଲ୍ୟ । ୟାଚାରାମ ଗାଁରେ ୧୦୦ ବୁଲା କୁକୁରଙ୍କୁ ବିଷ ଦେଇ ହତ୍ୟା ଅଭିଯୋଗ । ସ୍ଥାନୀୟ ସରପଞ୍ଚ, ୱାର୍ଡ ମେମ୍ବର ଓ ଗ୍ରାମ ସଚିବଙ୍କ ନିର୍ଦ୍ଦେଶରେ କୁକୁରଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । … Read More

ପ୍ରୟାଗରାଜରେ ଟ୍ରେନିଂ ବେଳେ ପୋଖରୀରେ ଖସିପଡ଼ିଲା ବାୟୁସେନା ବିମାନ

ପ୍ରୟାଗରାଜ : ପ୍ରୟାଗରାଜରେ ବାୟୁସେନାର ଟ୍ରେନି ବିମାନ ଦୁର୍ଘଟଣାଗ୍ରସ୍ତ । ଏୟାରକ୍ରାଫ୍ଟ ହଠାତ୍ ଆକାଶରେ ହଲିବାକୁ ଆରମ୍ଭ କରି ସହର ମଝିରେ ଥିବା ପୋଖରୀରେ ଖସିପଡିଥିଲା । ଏହି ଘଟଣା କେପି କଲେଜ ପଛରେ ଥିବା ପୋଖରୀରେ ଘଟିଛି । ସ୍ଥାନୀୟ ଲୋକ … Read More

ସ୍କୁଲ ଭ୍ୟାନରୁ ପଡି ଛାତ୍ର ମୃତ

ବିହାର : ବିହାର ଦରଭଙ୍ଗାରେ ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ସଦର ଥାନା ଅଞ୍ଚଳରେ ଲୋଆମ ଗାଁ ସ୍ଥିତ ଏକ ସ୍କୁଲ ଭ୍ୟାନରୁ ପଡି ଛାତ୍ରର ଜୀବନ ଚାଲିଯାଇଛି । ଫଳରେ ପିଲାର ପରିବାରର ଶୋକର ଛାୟା ଖେଳିଯାଇଛି । ଖବର … Read More

ନାସାରୁ ଅବସର ନେଲେ ସୁନୀତା ୱିଲିୟମ୍ସ

ନୂଆଦିଲ୍ଲୀ : ଭାରତୀୟ ବଂଶୋଦ୍ଭବ ତଥା ନାସାର ମହାକାଶଚାରୀ ସୁନୀତା ଓ୍ୱିଲିୟମ୍ସ ଅବସର ଗ୍ରହଣ କରିଛନ୍ତି । ଦୀର୍ଘ ୨୭ ବର୍ଷ ଧରି ନାସାରେ କାମ କରିବା ପରେ ଅବସର ନେଇଛନ୍ତି ସୁନୀତା । ମଙ୍ଗଳବାର ଏନେଇ ନାସା ଘୋଷଣା କରିଛି । … Read More

ଯାନ୍ତ୍ରିକ ତ୍ରୁଟି ଲାଗି DC ଅଞ୍ଚଳରେ ଅବତରଣ କଲା ଟ୍ରମ୍ପଙ୍କ ବିମାନ

ଆମେରିକା : ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି । ଆଜି ଟ୍ରମ୍ପଙ୍କ ବିମାନରେ ଯାନ୍ତ୍ରିକ ତ୍ରୁଟି ଦେଖିବାକୁ ମିଳିଛି । ଟ୍ରମ୍ପ ସ୍ବିଜରଲ୍ୟାଣ୍ଡ ଯାତ୍ରା କରୁଥିବା ସମୟରେ ଏପରି ଘଟଣା ଦେଖିବାକୁ ମିଳିଛି ବୋଲି … Read More

ନବୀନଙ୍କୁ ଭେଟିଲେ ପାଟକୁରା ନିବାସୀ

ଭୁବନେଶ୍ବର: ଅରବିନ୍ଦ ମହାପାତ୍ରଙ୍କୁ ନିଲମ୍ବନ କରିବା ଘଟଣାରେ ବୁଧବାର ନବୀନ ପଟ୍ଟନାୟକଙ୍କୁ ଧନ୍ୟବାଦ ଜଣାଇଲେ ବିଜେଡିର ପାଟକୁରାବାସୀ। ଆଜି ନବୀନ ନିବାସରେ ନବୀନଙ୍କୁ ଭେଟିଥିଲେ ବିଜେଡିରପାଟକୁରାବାସୀ। କିଛି ଦିନ ପୂର୍ବେ ଦଳ ବିରୋଧୀ କାର୍ଯ୍ୟ କରିଥିବା ଘଟଣାରେ  ଅରବିନ୍ଦଙ୍କୁ ଦଳରୁ ନିଲମ୍ବନ … Read More

ସମ୍ବଲପୁର ବିଶ୍ୱବିଦ୍ୟାଳୟ ଛାତ୍ରାବାସରେ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ବୁର୍ଲା : ସମ୍ବଲପୁର ବିଶ୍ୱବିଦ୍ୟାଳୟ ଛାତ୍ରାବାସରେ ପିଜି ଛାତ୍ରଙ୍କ ଆତ୍ମହତ୍ୟା । ଛାତ୍ର ଜଣକ ଅବସାଦ ଗ୍ରସ୍ତ ରହିଥିବା ସୂଚନା । ସମ୍ବଲପୁର ବିଶ୍ୱବିଦ୍ୟାଳୟ ଛାତ୍ରାବାସରେ ପିଜି ଦ୍ଵିତୀୟ ବର୍ଷ ଛାତ୍ରଙ୍କ ଆତ୍ମହତ୍ୟା । ମୃତ ଛାତ୍ର ଜଣକ ହେଲେ ଅର୍ଥନୀତି … Read More

ଆମ ବସ୍ ଚଳାଇବା ଲାଗି ତାଲିମ ନେବେ ୨୦ ମହିଳା

ଭୁବନେଶ୍ବର: ଆମ ବସ୍ ଚଳାଇବେ ମହିଳା ।  ଏହାସହ କେବଳ ମହିଳାଙ୍କ ପାଇଁ ଗଡ଼ିବ ସ୍ବତନ୍ତ୍ର ବସ୍ ।  ସେଥିପାଇଁ ପ୍ରଥମ ପର୍ଯ୍ୟାୟରେ ୨୦ ଜଣ ମହିଳାଙ୍କୁ ଟ୍ରେନିଂ ଦିଆଯିବ ।  ସେମାନେ ସବୁ ହେଭି ଭେଇକିଲ ଚଳାଇବା ପାଇଁ ଲାଇସେନ୍ସପ୍ରାପ୍ତ ।  … Read More