ରାଜଧାନୀରେ ପ୍ରେମ ପ୍ରତାରଣାରୁ ଯୁବତୀକୁ ଦୁଷ୍କର୍ମ, ଅଭିଯୁକ୍ତ ଗିରଫ
ଭୁବନେଶ୍ୱର : ରାଜଧାନୀରେ ଯୁବତୀକୁ ଦୁଷ୍କର୍ମ ଅଭିଯୋଗ। ପ୍ରେମ ପ୍ରତାରଣାରୁ ଯୁବତୀକୁ ଧୋକ୍କା ଦେଇ ଦୁଷ୍କର୍ମ ଅଭିଯୋଗ । ଲକ୍ଷ୍ମୀସାଗର ଥାନାରେ ଅଭିଯୋଗ ପରେ ଅଭିଯୁକ୍ତ ଗିରଫ। ବ୍ରହ୍ମପୁରରୁ ଅଭିଯୁକ୍ତକୁ ଗିରଫ କଲା କମିଶନରେଟ୍ ପୋଲିସ୍। ଗିରଫ ଅଭିଯୁକ୍ତ ହେଲେ ବାପିନି ସାବତ। … Read More
