ଜେଲ୍ରୁ ଚମ୍ପଟ ମାରିଲେ ୧୫୦୦ ଆଇଏସ୍ କଏଦୀ
ଦାମାସକସ୍: ସିରିଆରେ ଇସଲାମିକ୍ ଷ୍ଟେଟ୍ (ଆଇଏସ୍ଆଇଏସ୍) କଏଦୀଙ୍କ ବଡ଼ ଧରଣର ପଳାୟନ ରିପୋର୍ଟ ଆଞ୍ଚଳିକ ସୁରକ୍ଷା ପ୍ରତି ଚିନ୍ତା ସୃଷ୍ଟି କରିଛି। କୁର୍ଦିସ୍ ୱେବସାଇଟ୍ ରୁଡାଓ ଦାବି କରିଛି ଯେ, ସିରିଆର ଶାଦ୍ଦାଦି ଜେଲ୍ରୁ ପ୍ରାୟ ୧,୫୦୦ ଇସଲାମିକ୍ ଷ୍ଟେଟ୍ କଏଦୀ … Read More
