ଶ୍ରୀଲିଙ୍ଗରାଜଙ୍କ ମହାଶିବରାତ୍ରି ସ୍ବତନ୍ତ୍ର ନୀତି ନିର୍ଘଣ୍ଟ

ଭୁବନେଶ୍ୱର: ଫେବୃଆରୀ ୧୫ରେ ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ଜାଗର ଯାତ୍ରା । ଏନେଇ ଶୁକ୍ରବାର ମନ୍ଦିର ପ୍ରଶାସନ ପକ୍ଷରୁ ମନ୍ଦିର କାର୍ଯ୍ୟାଳୟ ପରିସରରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ରାତି ୧୦ଟାରେ ମନ୍ଦିର ଚୁଡ଼ାକୁ ମହାଦୀପ ଉଠିବା ନେଇ ସ୍ଥିର … Read More

ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ: ଘୋଷଣା କଲେ ସରକାର

ବରଗଡ଼: ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଉପାନ୍ତ ଝାରବନ୍ଧକୁ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ ଭାବେ ଘୋଷଣା କଲେ ରାଜ୍ୟ ସରକାର । ଏନେଇ ଶୁକ୍ରବାର ବରଗଡ଼ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ପ୍ରହଲ୍ଲାଦ ଖୋସଲା ଏକ ପ୍ରେସ … Read More

ଅଜିତ ପୱାରଙ୍କ ମୃତ୍ୟୁ : ତଦନ୍ତ ଆରମ୍ଭ କଲା ସିଆଇଡ଼ି

ମହାରାଷ୍ଟ୍ର: ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପୱାରଙ୍କ ମୃତ୍ୟୁ ଘଟଣାରେ ଅପରାଧ ତଦନ୍ତ ବିଭାଗ (CID) ତଦନ୍ତ ଆରମ୍ଭ କରିଛି । ବାରାମତୀରେ ବିମାନ ଦୁର୍ଘଟଣାରେ ପୱାର ଏବଂ ଅନ୍ୟ ପାଞ୍ଚ ଜଣଙ୍କର ମୃତ୍ୟୁ ହୋଇଥିଲା । ଗତ ୨୮ ତାରିଖରେ ପୁଣେ … Read More

ରାଜଘାଟରେ ବାପୁଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଜାତିର ପିତା, ଅହିଂସାର ମାର୍ଗଦର୍ଶକ, ଭାରତକୁ ସ୍ୱାଧୀନତା ଦେଇଥିବା ମହାନ୍‌ ଆତ୍ମା ମହାତ୍ମା ଗାନ୍ଧୀଙ୍କ ଆଜି ୭୮ତମ ତିରୋଧାନ ଦିବସ । ଏହି ଅବସରରେ ନୂଆଦିଲ୍ଲୀର ରାଜଘାଟରେ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ … Read More

ଟ୍ରକ୍-କାର ମୁହାଁମୁହିଁ ଧକ୍କା, ୪ ମୃତ

ମଧ୍ୟପ୍ରଦେଶ : ମଧ୍ୟପ୍ରଦେଶର ଗ୍ବାଲିୟରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ୪ ଜଣଙ୍କର ମୃତ୍ୟୁ ଘଟିଛି । ଆଜି ସକାଳେ ଟ୍ରକ୍ ଏବଂ କାରଙ୍କ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ପରେ ଏପରି ଦୁର୍ଘଟଣା ଘଟିଛି । ସୂଚନା … Read More

ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ସୁନେତ୍ରା ପୱାର

ମୁମ୍ବଇ: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପୱାରଙ୍କ ମୃତ୍ୟୁ ପରେ ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ପତ୍ନୀ ସୁନେତ୍ରା ପୱାର । ଶନିବାର ସନ୍ଧ୍ୟା ୫ଟାରେ ସୁନେତ୍ରା ଶପଥ ନେବେ । ସୁନେତ୍ରା ଉପମୁଖ୍ୟମନ୍ତ୍ରୀ ଦାୟିତ୍ଵ ସହ ଅଜିତ ପୱାରଙ୍କ ଦାୟିତ୍ଵରେ ଥିବା … Read More

ନିଆମେରେ ବାୟୁସେନା ଘାଟି ଉପରେ ଆକ୍ରମଣ, ୨୦ ମୃତ

ନାଇଜର: ନାଇଜରର ରାଜଧାନୀ ନିଆମେରେ ବଡ଼ ଆକ୍ରମଣ । ଡିଓରି ହାମାନି ଅନ୍ତର୍ଜାତୀୟ ବିମାନବନ୍ଦରରେ ଅବସ୍ଥିତ ବାୟୁସେନା ଘାଟି ଉପରେ ଏକ ଭୟଙ୍କର ଆକ୍ରମଣ ହୋଇଛି । ନାଇଜରର ରାଷ୍ଟ୍ରାୟତ୍ତ ପ୍ରସାରକ କହିଛନ୍ତି ଯେ, ବୁଧବାର ରାତିରେ ସଶସ୍ତ୍ର ଲୋକମାନେ ରାଜଧାନୀରେ ଥିବା … Read More

କିସ୍ତୱାଡ଼ରେ ସେନା-ଜୈସ୍‌ ଆତଙ୍କବାଦୀ ଏନକାଉଣ୍ଟର, ଇଣ୍ଟରନେଟ୍‌ ସେବା ଠପ୍

ଶ୍ରୀନଗର: ଜମ୍ମୁ ଓ କାଶ୍ମୀରର କିସ୍ତୱାଡ଼ରେ ‌ଜୈସ୍‌-ଏ-ମହମ୍ମଦ ଆତଙ୍କବାଦୀ ସଂଗଠନର ଆତଙ୍କୀ ଲୁଚି ରହିଥିବାବେଳେ ସେନା ପକ୍ଷରୁ ସେମାନଙ୍କୁ କାବୁ କରିବାକୁ ବଡ଼ଧରଣ ଅପରେସନ ଚାଲିଛି। ସୁରକ୍ଷାକର୍ମୀଙ୍କ ପକ୍ଷରୁ କିସ୍ତୱାଡ଼ର ଚାତ୍ରୁ ଅଞ୍ଚଳରେ ଗୁରୁବାରଠାରୁ ତଲାସି ଅଭିଯାନ ଚାଲିଛି। ସମ୍ପୃକ୍ତ ଅଞ୍ଚଳରେ … Read More

ଲେହ ଏୟାରଫୋର୍ସ ଷ୍ଟେସନକୁ ମିଳିଲା ନୂଆ ରନୱେ

ନୂଆଦିଲ୍ଲୀ: ଲେହ ଏୟାରଫୋର୍ସ ଷ୍ଟେସନରେ ଏକ ଐତିହାସିକ ସଫଳତା ହାସଲ ହୋଇଛି। ସାମରିକ ଇଞ୍ଜିନିୟରିଂ ସର୍ଭିସ (MES) ମାତ୍ର ୨୧ ମାସ ମଧ୍ୟରେ ଏକ ସମାନ୍ତରାଳ ରନୱେ ନିର୍ମାଣ ସମାପ୍ତ କରିଛି । ଲେହ ଏୟାରଫିଲ୍ଡ, ଯାହା ୧୯୬୦ ଦଶକରେ ଏକ … Read More

ଫେବୃୟାରୀ ୧୭ରୁ ବିଧାନସଭା ବଜେଟ ଅଧିବେଶନ

ଭୁବନେଶ୍ୱର : ଆସନ୍ତା ଫେବୃୟାରୀ ୧୭ରୁ ଆରମ୍ଭ ହେବ ବିଧାନସଭା ବଜେଟ ଅଧିବେଶନ। ରାଜ୍ୟପାଳଙ୍କ ଅଭିଭାଷଣରୁ ଆରମ୍ଭ ହେବ ବଜେଟ ଅଧିବେଶନ। ବଜେଟ୍ ଅଧିବେଶନ ଏପ୍ରିଲ ୮ ପର୍ଯ୍ୟନ୍ତ ଚାଲିବ। ଆସନ୍ତା ଫେବୃୟାରୀ ୨୦ ତାରିଖରେ ବଜେଟ୍ ଉପସ୍ଥାପନ ହେବ। ୨୦୨୬-୨୭ ଆର୍ଥିକ … Read More