୩୦ ପୁରୁଣା ଆମ ବସର ହେବ ସ୍କ୍ରାପିଂ

ଭୁବନେଶ୍ୱର : ସ୍କାର୍ପିଂ ହେବ ୩୦୦ ପୁରୁଣା ଗାଡ଼ି । ବସ୍ ଜଳିବା ପରେ ପରିବାହନ ବିଭାଗର ଚିନ୍ତା । ଆମ ବସ୍ ସେବା ସମ୍ପର୍କିତ ଗଠିତ ଉଚ୍ଚସ୍ତରୀୟ କମିଟିର ବୈଠକ ଅନୁଷ୍ଠିତ । ବୈଠକରେ ସଡ଼କ ସୁରକ୍ଷା, ଯାତ୍ରୀ ଅନୁକୂଳ ଆମ … Read More

ବିଜେଡିରୁ ବିଦା ହେଲେ ଦୁଇ ବିଧାୟକ

ଭୁବନେଶ୍ବର: ବିଜେଡିରୁ ବିଦାହେଲେ ଦୁଇ ବିଧାୟକ । ବିଧାୟକ ସନାତନ ମହାକୁଡ଼ ଓ ଅରବିନ୍ଦ ମହାପାତ୍ରଙ୍କୁ ନିଲମ୍ବନ କଲେ ସଭାପତି ନବୀନ ପଟ୍ଟନାୟକ । ଦଳ ବିରୋଧୀ କାର୍ଯ୍ୟ ପାଇଁ ବିଜେଡିରୁ ବିଦା ହେଲେ ଦୁଇ ବିଧାୟକ । ଦୁଇ ବିଧାୟକଙ୍କୁ … Read More

ମୁକୁଳା ଡ୍ରେନରେ ପଡି ଯୁବକ ମୃତ

ଭୁବନେଶ୍ବର: ରାଜଧାନୀରେ ଜୀବନ ନେଲା ମୁକୁଳା ଡ୍ରେନ । ସାଲିଆସାହିରେ ମୁକୁଳା ଡ୍ରେନରେ ପଡି ଯୁବକ ମୃତ । ରାଜଧାନୀ ସହରରେ ପୁଣି ମୁଣ୍ଡ ନେଲା ମୁକୁଳା ଡ୍ରେନ । ଉତ୍ତର ଭୁବନେଶ୍ୱର ସାଲିଆସାହିରେ ଘଟିଛି ଏହି ଅଘଟଣ । ଘଟଣା … Read More

ସୁନ୍ଦରଗଡ଼ରେ ଗୋଷ୍ଠୀ ସଂଘର୍ଷ ; ୧୬୩ ଲାଗୁ, ୨୪ ଘଣ୍ଟା ଇଣ୍ଟରନେଟ ବନ୍ଦ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲାରେ ଗୋଷ୍ଠୀ ସଂଘର୍ଷ । ଘଟଣା ସ୍ଥଳରେ BNS ର ଧାରା ୧୬୩ ଲାଗୁ । ସୁନ୍ଦରଗଡ଼ ଜିଲ୍ଲା ଟାଉନ ଥାନା ଅନ୍ତର୍ଗତ ରିଜେଣ୍ଟ ବଜାରରେ ଗୋଷ୍ଠୀ ସଂଘର୍ଷ ହୋଇଥିବା ଘଟଣା ସାମ୍ନାକୁ ଆସିଛି । ଦୁଇ ଗୋଷ୍ଠୀ … Read More

ଗୁଡ଼ି ସୂତାରେ କଟିଲା ଯୁବକଙ୍କ ନାକ

କଟକ: ରୌପ୍ୟ ନଗରୀରେ ଘଟିଲା ବଡ଼ ଅଘଟଣ । ଗୁଡ଼ି ସୂତା କଟିଗଲା ଯୁବକଙ୍କ ନାକ । ପୁଣି ସାମ୍ନାକୁ ଆସିଲା ଗୁଡ଼ି ସୂତା ଜନିତ ଅଘଟଣ । ରୌପ୍ୟ ନଗରୀ କଟକରେ ଗୁଡ଼ି ସୂତା ଲାଗି ବଡ଼ ଅଘଟଣ ଘଟି … Read More

ସଚିବ ସ୍ତରୀୟ ବୈଠକ; ଆଗାମୀ ବଜେଟରେ କ’ଣ ରହିବ ଫୋକସ, ସୂଚନା ଦେଲେ ମୁଖ୍ୟ ସଚିବ…

ଭୁବନେଶ୍ୱର: ମୁଖ୍ୟ ସଚିବଙ୍କ ଅଧ୍ୟକ୍ଷତାରେ ଆଜି ସଚିବ ସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଛି। ଏହି ବୈଠକରେ ସବୁ ବିଭାଗର ସଚିବ ଉପସ୍ଥିତ ରହିଥିଲେ। ବୈଠକ ପରେ ବଡ଼ ସୂଚନା ଦେଇଛନ୍ତି ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ । ସେ କହିଛନ୍ତି … Read More

ବୋମା ଖାଇ ହାତୀ ଗୁରୁତର

ଅନୁଗୁଳ: ଅନୁଗୁଳ ଜିଲ୍ଲାର ବନ୍ତଳା ଅଞ୍ଚଳରେ ଗୁରୁବାର ଦିନ ଏକ ହାତୀ କଞ୍ଚା ବୋମା ଚୋବାଇ ଦେବା ପରେ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇଛି। ବନ୍ତଳା ରେଞ୍ଜ ଅନ୍ତର୍ଗତ ବାଲୁକାଟା ଗ୍ରାମର ପଥରଗଡ଼ା ସାହି ନିକଟରେ ଏହି ଘଟଣା ଘଟିଛି। ସ୍ଥାନୀୟ … Read More

ଶ୍ରୀମନ୍ଦିର ସୁରକ୍ଷାରେ ତ୍ରୁଟି; ମୋବାଇଲ ଧରି ପ୍ରବେଶ କଲେ ଭକ୍ତ

ପୁରୀ: ବାରମ୍ବାର ପୁରୀ ଶ୍ରୀମନ୍ଦିର ସୁରକ୍ଷାରେ ତ୍ରୁଟି ଦେଖିବାକୁ ମିଳୁଛି । ଜଣେ ବ୍ୟକ୍ତି ଶ୍ରୀମନ୍ଦିର ଆନନ୍ଦବଜାର ପରିସରରେ ମୋବାଇଲ୍‌ରେ କଥା ହେଉଥିବା ଦେଖିବାକୁ ମିଳିଛି । ତେବେ ବ୍ୟକ୍ତି ଜଣଙ୍କ କିପରି ଏତେ ସୁରକ୍ଷା ବଳୟକୁ ଭେଦ କରି ଶ୍ରୀମନ୍ଦିର … Read More

‘ରକେଟ୍-କମ୍-ମିସାଇଲ୍ ଫୋର୍ସ’ ଗଠନ କରିବାକୁ ଚାହୁଛି ଭାରତ

ନୂଆଦିଲ୍ଲୀ: ଅପରେସନ୍ ସିନ୍ଦୂର ଏବଂ ୟୁକ୍ରେନ୍ ଓ ମଧ୍ୟପ୍ରାଚ୍ୟରେ ସଂଘର୍ଷ ଏକ କ୍ଷେପଣାସ୍ତ୍ର ନବଜାଗରଣର ଆରମ୍ଭ କରିଛି। ଏହା ଅଣ-ଯୋଗାଯୋଗ ଯୁଦ୍ଧର ଯୁଗ ଏବଂ ଭାରତ ବର୍ତ୍ତମାନ ଏକ ‘ରକେଟ୍-କମ୍-ମିସାଇଲ୍ ଫୋର୍ସ’ ଗଠନ କରିବାକୁ ଚାହୁଛି। ସୀମାରେ ପାକିସ୍ତାନ ଓ ଚୀନ୍‌ … Read More

ଦ୍ରୁତ ଗତିରେ ବ୍ୟାପୁଛି ନିପା ଭାଇରସ, ଜାଣନ୍ତୁ ଲକ୍ଷଣ

ନୂଆଦିଲ୍ଲୀ: ଦ୍ରୁତ ଗତିରେ ବ୍ୟାପୁଛି ନିପା ଭାଇରସ୍‌ । ପଶ୍ଚିମବଙ୍ଗରୁ ନମୁନା ପଠାଯିବା ପରେ ପୁନେର ନ୍ୟାସନାଲ ଇନଷ୍ଟିଚ୍ୟୁଟ୍ ଅଫ୍ ଭାଇରୋଲୋଜି ନିପା ଭାଇରସକୁ ଚିହ୍ନଟ କରିଛି। ଏହି ଭାଇରସ ମାରାତ୍ମକ, ଏବଂ ଲକ୍ଷଣ ଦେଖାଦେଲେ, ଜଣେ ବ୍ୟକ୍ତିଙ୍କୁ କୋଭିଡ-୧୯ ପରି … Read More