ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ନୂଆଦିଲ୍ଲୀ : ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଛନ୍ତି। କେନ୍ଦ୍ରମନ୍ତ୍ରୀ ଏଲ୍. ମୁରୁଗନଙ୍କ ଦିଲ୍ଲୀ ଘରେ ପୋଙ୍ଗଲ ପାଳିବା ସହ ପୂଜାର୍ଚ୍ଚନା କରିଛନ୍ତି। ଏପରିକି କିଛି ଗାଈ ମାନଙ୍କୁ ଖାଇବାକୁ ମଧ୍ୟ ଦେଇଛନ୍ତି। ଏହି ଅବସର​‌ରେ ପ୍ରଧାନମନ୍ତ୍ରୀ … Read More

ହବିବି ନଗରରେ ବିସ୍ଫୋରଣ, ଗୋଟିଏ ପରିବାରର ୩ ମୃତ, ୨ ଆହତ

ଝାଡ଼ଖଣ୍ଡ : ଝାଡ଼ଖଣ୍ଡର ହଜାରିବାଗ ଜିଲ୍ଲାର ହବିବି ନଗରରେ ବିସ୍ଫୋରଣ ଯୋଗୁଁ ପରିବାରର ୩ ଜଣଙ୍କ ଜୀବନ ଚାଲିଯାଇଛି । ମୃତକଙ୍କ ମଧ୍ୟରେ ଜଣେ ସ୍ବାମୀ ସ୍ତ୍ରୀ ଏବଂ ଜଣେ ପିଲା ରହିଛି । ବିସ୍ଫୋରଣରେ ୨ ଜଣ ଲୋକ ଆହତ ହୋଇଛନ୍ତି … Read More

ଭୁଲ ଇଞ୍ଜେକସନ ଦେଇ ୫୦୦ କୁକୁରଙ୍କୁ ହତ୍ୟା

ହାଇଦ୍ରାବାଦ : ଅମାନବୀୟ, ହୃଦୟବିଦାରକ, ଅବିଶ୍ବସନୀୟ । ବୁଲାକୁକୁରଙ୍କୁ ଭୁଲ ଇଞ୍ଜେକସନ ଦେଇ ମାରିଦେଲେ । ପ୍ରାଣଘାତୀ ଇଞ୍ଜେକସନରେ ୫ଶହ କୁକୁରଙ୍କ ମୃତ୍ୟୁ ହୋଇଛି । ବୁଲା କୁକୁରଙ୍କ ଠାରୁ ରକ୍ଷା ପାଇବା ପାଇଁ ଏଭଳି ନୃଶଂସ ପଦକ୍ଷେପକୁ ନେଇ ଆଲୋଡ଼ନ ସୃଷ୍ଟି … Read More

ଭାରତୀୟଙ୍କୁ ଇରାନ ଛାଡିବାକୁ ପରାମର୍ଶ, ଭାରତୀୟ ଦୂତାବାସ ତରଫରୁ ଆଡଭାଇଜରୀ ଜାରି

ଇରାନ : ଇରାନରେ ପରିସ୍ଥିତି ବିଗିଡ଼ିବାରେ ଲାଗିଛି । ଇରାନରେ ବିରେଶଧ ପ୍ରଦର୍ଶନ ଜାରି ରହିଥିବା ବେଳେ ଭାରତ ସରକାର ନିଜ ନାଗରିକ ପାଇଁ ଆଡଭାଇଜରୀ ଜାରି କରିଛି । ବିଦେଶ ମନ୍ତ୍ରଣାଳୟ ନିଜ ଆଡଭାଇଜରୀରେ କହିଛି କି, ଇରାନରେ ଥିବା ଛାତ୍ର, … Read More

ଗଙ୍ଗାସାଗର ମେଳା, ପୂଣ୍ୟ ବୁଡ ପକାଇଲେ ୬୦ ଲକ୍ଷ ଶ୍ରଦ୍ଧାଳୁ

କୋଲକାତା: ସମସ୍ତ ତୀର୍ଥ ସ୍ଥାନ ଦର୍ଶନ କଲେ ଯାହା ପୁଣ୍ୟ ମିଳେ ଗଙ୍ଗା ସାଗରରେ ଥରେ ମାତ୍ର ବୁଡ ପକାଇଲେ ସମାନ ପୁଣ୍ୟ ମିଳିଥାଏ । ପୂଣ୍ୟ ତୀର୍ଥ ସ୍ଥାନ ଗଙ୍ଗାସାଗରରେ ମକର ସଂକ୍ରାନ୍ତି ଦିନ ଆଜି ୧ଟା ୧୯ ମିନିଟରୁ … Read More

ଟ୍ରେନ ଉପରେ ଖସିପଡିଲା କ୍ରେନ, ୨୨ ମୃତ

ବ୍ୟାଙ୍କକ : ଥାଇଲାଣ୍ଡରେ ଉତ୍ତର-ପୂର୍ବ ଅଞ୍ଚଳରେ ଭୟଙ୍କର ଟ୍ରେନ ଦୁର୍ଘଟଣା । ଥାଇଲାଣ୍ଡ ରାଜଧାନୀ ବ୍ୟାଙ୍କକରେ ଭୟଙ୍କର ଟ୍ରେନ ଦୁର୍ଘଟଣାରେ ୨୨ ଜଣଙ୍କ ମୃତ୍ୟୁ ହୋଇଛି । ଏହାସହ ୩୦ ରୁ ଅଧିକ ଆହତ ହୋଇଛନ୍ତି । ଘଟଣାରେ ଆଉ ମୃତକଙ୍କ ସଂଖ୍ୟା … Read More

‘ଇରାନବାସୀଙ୍କ ପାଇଁ ଟ୍ରମ୍ପ ଓ ନେତାନ୍ୟାହୁ ବଡ଼ ଶତ୍ରୁ’

ଆମେରିକା : ଇରାନ ଆନ୍ଦୋଳନକାରୀଙ୍କୁ ଟ୍ରମ୍ପଙ୍କ ବଡ଼ ବାର୍ତ୍ତା । ସରକାରୀ ଅନୁଷ୍ଠାନକୁ ଦଖଲ କରନ୍ତୁ, ଆମେ ସାହାଯ୍ୟ ପଠାଉଛୁ । ଟ୍ରମ୍ପଙ୍କ ଏହି ବିସ୍ଫୋରକ ବୟାନ ପରେ ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧ ପରିସ୍ଥିତି ସୃଷ୍ଟି ହୋଇଛି । ଏହାକୁ … Read More

ମେଳାକୁ ଯାଉଥିବା ବେଳେ ଦୁର୍ଘଟଣା, ଚାଲିଗଲା ୨ ଜୀବନ

ରାଇଘର : ପଡ଼ୋଶୀ ଛତିଶଗଡ଼ ଅନ୍ତର୍ଗତ ପାଖଞ୍ଜର ଠାରେ ଆୟୋଜିତ ମେଳାକୁ ଯାଉଥିବା ଏକ ଯାତ୍ରୀବାହୀ ଗାଡ଼ି କୋମଲପୁର ନିକଟରେ ଦୁର୍ଘଟଣାର ସାମ୍ନା କରିଛି। ଏହି ଦୁର୍ଘଟଣାରେ ଡ୍ରାଇଭରଙ୍କ ସମେତ ଜଣେ ମହିଳାଙ୍କ ଘଟଣା ସ୍ଥଳରେ ମୃତ୍ୟୁ ଘଟିଛିl ମୃତକମାନେ ହେଲେ ମାଳତୀ … Read More

’ଓଡ଼ିଶାର ବୌଦ୍ଧ ଐତିହ୍ୟ ଓ ପର୍ଯ୍ୟଟନ ବିକାଶ ଉପରେ ଗୁରୁତ୍ବ ଦେଉଛନ୍ତି ସରକାର’

ଯାଜପୁର: ଅନ୍ତର୍ଜାତୀୟ ବୌଦ୍ଧ ସମ୍ମିଳନୀ ମାଧ୍ୟମରେ ବୌଦ୍ଧ ପର୍ଯ୍ୟଟନର ବିକାଶ ହେବା ସହ ଶାନ୍ତି ଏବଂ କରୁଣାର ବାର୍ତ୍ତା ସାରା ବିଶ୍ୱରେ ପହଞ୍ଚିପାରିବ। ଏଇ ଓଡ଼ିଶା ମାଟି ସର୍ବଦା ଆଧ୍ୟାତ୍ମିକତାର ପଥରେ ଅଗ୍ରସର ହୋଇଆସିଛି। ଓଡ଼ିଶା ସରକାର ଏଦିଗରେ ଅନେକ ପ୍ରୟାସ … Read More

ମାଞ୍ଜା ସୂତା ଲାଗି କଟିଲା ବେକ, ଅବସ୍ଥା ଗୁରୁତର

ବାଲେଶ୍ୱର: ମକର ସଂକ୍ରାନ୍ତିରେ ଗୁଡ଼ିର ମାଞ୍ଜା ସୂତା ଲାଗି କଟିଲା ବେକ । ଢେଙ୍କାନାଳ ପରେ ବାଲେଶ୍ୱର ଜିଲ୍ଲାରୁ ସାମ୍ନାକୁ ଆସିଲା ବଡ଼ ଅଘଟଣ । ମକର ସଂକ୍ରାନ୍ତିରେ ଘାତକ ସାଜିଲା ଗୁଡ଼ିରେ ମାଞ୍ଜା ସୂତା ବ୍ୟବହାର । ମାଞ୍ଜା ସୂତା … Read More