ଡକାୟତି ଉଦ୍ୟମ ପଣ୍ଡ, ଗ୍ୟାଙ୍ଗ ଗିରଫ, ମାରଣାସ୍ତ୍ର ସହ ନଗଦ ଟଙ୍କା ଜବତ
ବଣାଇ: ବଡ଼ଧରଣର ଡକାୟତ ଗ୍ୟାଙ୍ଗ ଗିରଫ । ଡକାୟତି ପାଇଁ ଉଦ୍ୟମ କରୁଥିବା ବେଳେ ୩ ଆନ୍ତଃରାଜ୍ୟ ଡକାୟତ ଗିରଫ । ଘଟଣାସ୍ଥଳରୁ ଚମ୍ପଟ ମାରିଲେ ଆଉ ୬ରୁ ୭ ଡକାୟତ । ସୁନ୍ଦରଗଡ ଜିଲ୍ଲା ଟିକାୟତପାଲି ଥାନା ଚନ୍ଦ୍ରପୁର ଗାଁରୁ ୩ … Read More
