‘ସରପଞ୍ଚଙ୍କ ପାଇଁ ନିହାତି ଆବଶ୍ୟକ ଓଡ଼ିଆ ଲେଖି ପଢ଼ି ଜାଣିବା’
କଟକ: ଏଣିକି ସରପଞ୍ଚ ହେଲେ ଓଡ଼ିଆ ଲେଖି ପଢ଼ି ଜାଣିବା ନିହାତି ଆବଶ୍ୟକ । ଏନେଇ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି ହାଇକୋର୍ଟ । କୋର୍ଟ କହିଛନ୍ତି ଯେ, ଗ୍ରାମ ପଞ୍ଚାୟତରେ ସରପଞ୍ଚ ଏକ ସର୍ବୋଚ୍ଚ ତଥା ଗୁରୁତ୍ୱପୂର୍ଣ୍ଣ ପଦବି । ସରପଞ୍ଚଙ୍କୁ … Read More
