ତୀବ୍ର ପ୍ରତିବାଦ ଯୋଗୁଁ ଇରାନରେ ଇଣ୍ଟରନେଟ୍ ସେବା ଠପ୍, ବିମାନ ବାତିଲ

ନୂଆଦିଲ୍ଲୀ : ଇରାନରେ ଚାଲିଥିବା ସରକାରୀ ବିରୋଧୀ ପ୍ରତିବାଦ ମଧ୍ୟରେ ଇଣ୍ଟରନେଟ୍ ଏବଂ ଟେଲିଫୋନ୍ କଲ୍ ଉପରେ ପ୍ରତିବନ୍ଧକ ଲଗାଯାଇଛି । ଏହି ବିରୋଧ ଆନ୍ଦୋଳନ ହେବା ପରଠାରୁ ଏଥିରେ ୬୨ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳୁଛି । ସରକାରୀ ବିରୋଧୀ … Read More

ମୁମ୍ବାଇରେ ଭୟଙ୍କର ଅଗ୍ନିକାଣ୍ଡ, ଗୋଟିଏ ପରିବାରର ୩ ଜୀବନ୍ତ ଦଗ୍ଧ

ମୁମ୍ବାଇ : ଗୋରଗାଓଁ ଅଞ୍ଚଳରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ଏହି ଅଗ୍ନିକାଣ୍ଡରେ ଗୋଟିଏ ପରିବାରର ୩ ଜଣ ସଦସ୍ୟଙ୍କ ମୃତ୍ୟୁ ଘଟିଛି । ଏପରି ଘଟଣା ପ୍ରାୟ ଭୋର ୩ଟା ସମୟରେ ଘଟିଥିବା ଜଣାପଡିଛି । ତୁରନ୍ତ ସ୍ଥାନୀୟ ଲୋକେ ଅଗ୍ନିଶମ … Read More

ଝାଡ଼ଖଣ୍ଡରେ ବିଜେପି ପାଇଁ ନିର୍ବାଚନ ସମ୍ଭାଳିବେ ଜୁଏଲ

ଭୁବନେଶ୍ବର: ପୁଣି ଜାତୀୟ ରାଜନୀତିରେ ଆଉ ଜଣେ ଓଡ଼ିଆ ପୁଅଙ୍କୁ ଗୁରୁତ୍ୱ । ଝାଡ଼ଖଣ୍ଡରେ ଜୁଏଲ ଓରାମଙ୍କୁ ମିଳିଲା ବଡ ଦାୟିତ୍ୱ । ବିଜେପି ପାଇଁ ନିର୍ବାଚନ ସମ୍ଭାଳିବେ ଜୁଏଲ । ଜାତୀୟ ରାଜନୀତିରେ ଆଉ ଜଣେ ଓଡ଼ିଆ ବିଜେପି ନେତାଙ୍କୁ … Read More

ସ୍ଲିପର ବସରେ ପାଣିଟାଙ୍କି ରଖିବାକୁ ନିର୍ଦ୍ଦେଶ ଦେଲେ ମନ୍ତ୍ରୀ

ଭୁବନେଶ୍ବର: ଗତ କିଛିଦିନ ଭିତରେ ବାରମ୍ବାର ସ୍ଲିପର ବସ ପୋଡି ଘଟଣା ଆସିବା ପରେ ବଡ ପଦକ୍ଷେପ ନେଇଛନ୍ତି ମନ୍ତ୍ରୀ । ପ୍ରତି ବସରେ ପାଣିଟାଙ୍କି ରଖିବାକୁ ନିର୍ଦ୍ଦେଶ ଦେଲେ ମନ୍ତ୍ରୀ । ଗତ କିଛିଦିନ ମଧ୍ୟରେ ରାଜ୍ୟରେ ବାରମ୍ବାର ସ୍ଲିପର … Read More

ପୁତୁରାର କଟୁରୀ ଚୋଟରେ ବଡବାପା ମୃତ

ମୟୁରଭଞ୍ଜ: ମୟୁରଭଞ୍ଜରେ ଘଟିଛି ଅଭବନୀୟ ଘଟଣା । ବଡ଼ବାପାକୁ ହାଣି ମାରିଦେଲା ମାନସିକ ବିକାରଗ୍ରସ୍ତ ପୁତୁରା । ମୟୁରଭଞ୍ଜରେ ଘଟିଯାଇଛି ଏକ ଅଭାବନୀୟ ଘଟଣା । ବଡବାପାକୁ ହାଣି ଜୀବନ ନେଲା ପୁତୁରା । ମୟୁରଭଞ୍ଜ ଜିଲ୍ଲା କରଞ୍ଜିଆ ଥାନା କରଡିଆ … Read More

୭ ସାଇବର ଲୁଟେରାଙ୍କୁ ବାନ୍ଧିଲା କଟକ ପୁଲିସ

କଟକ: ସାଇବର ପୁଲିସକୁ ବଡ଼ ସଫଳତା । ସାଇବର ପୁଲିସ ହାତରେ ଧରା ପଡ଼ିଲେ ୭ଜଣିଆ ଲୁଟେରା ଗ୍ୟାଙ୍ଗ । ଦିନକୁଦିନ ବଢୁଥିବା ସାଇବର ଅପରାଧରେ କଠୋର ହୋଇଛି ସାଇବର ପୁଲିସ । କଟକ ସାଇବର ପୁଲିସକୁ ବଡ ସଫଳତା ମିଳିଛି … Read More

ରୋଷେଇ ଘରେ ପାଇପ୍ ଫାଟି ପାଣି ଦୂଷିତ ହୋଇ ନବୋଦୟ ବିଦ୍ୟାଳୟରେ ବ୍ୟାପିଥିଲା ଜଣ୍ଡିସ: ସ୍ୱାସ୍ଥ୍ୟ ମନ୍ତ୍ରୀ

ଖୋର୍ଦ୍ଧା : ସାମ୍ନାକୁ ଆସିଲା ଖୋର୍ଦ୍ଧା ଜବାହର ନବୋଦୟ ବିଦ୍ୟାଳୟରେ ଜଣ୍ଡିସ ବ୍ୟାପିବାର କାରଣ । ସ୍କୁଲ୍ ରୋଷେଇ ଘରେ ପାଇପ୍ ଫାଟି ପାଣି ଦୂଷିତ ହୋଇଥିଲା । ସେହି ପାଣି ବ୍ୟବହାରରୁ ଛାତ୍ରଙ୍କୁ ଜଣ୍ଡିସ ବ୍ୟାପିଥିବା ସ୍ପଷ୍ଟ କରିଛନ୍ତି ସ୍ୱାସ୍ଥ୍ୟ ମନ୍ତ୍ରୀ … Read More

ମାର୍ଚ୍ଚ ୨୬ ବା ଏପ୍ରିଲ ୮ରେ ମହମ୍ମଦ ମୋକିମଙ୍କ ନୂଆ ରାଜନୈତିକ ଦଳ ଘୋଷଣା !

କଟକ : ଜାନୁଆରୀରେ ଘୋଷଣା ହେବନି ମହମ୍ମଦ ମୋକିମଙ୍କ ନୂଆ ରାଜନୈତିକ ଦଳ ।  ମାର୍ଚ୍ଚ ୨୬ ବା ଏପ୍ରିଲ ୮ ତାରିଖରେ ଘୋଷଣା ହୋଇପାରେ। ଦଳର ନାଁ କଣ ରହିବ ସେ ନେଇ ବିଚାର ବିମର୍ଶ ଚାଲିଛି। ନୂଆ ଦଳ ଗଠନ … Read More

ବିମାନ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ, ଆହତଙ୍କୁ ମିଳିବ ସର୍ବୋତ୍ତମ ଚିକିତ୍ସା

ରାଉରକେଲା: ରାଉରକେଲାରେ ବିମାନ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଆହତ ହୋଇଥିବା ବ୍ୟକ୍ତିମାନଙ୍କୁ ତୁରନ୍ତ ସର୍ବୋତ୍ତମ ଚିକିତ୍ସା ସେବା ଯୋଗାଇବା ପାଇଁ ସେ ନିର୍ଦ୍ଦେଶ ଦେଇଥିବା ସୋସିଆଲ ମିଡିଆ X ରେ ସୂଚନା ଦେଇଛନ୍ତି । … Read More

ଗୁଣି ସନ୍ଦେହରେ ହତ୍ୟା, ୩ ଗିରଫ

ରାଇକିଆ : କନ୍ଧମାଳ ଟିକାବାଲି ଥାନା ଚୂନାପଡ଼ା ଜଙ୍ଗଲରୁ ଯୁବକଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ମିଳିବା ଘଟଣା । ମାମଲାର ତଦନ୍ତ କରି ୩ ଅଭଯୁକ୍ତଙ୍କୁ ଗିରଫ କରିଛି ପୋଲିସ । ଗିରଫ ଅଭିଯୁକ୍ତମାନେ ହେଲେ ଖଜୁରୀପଡ଼ା ଥାନା ଖଲିବେର୍ଣ୍ଣାର ପ୍ରକାଶ ହଂସ, ମୁକେଶ … Read More