ଆଗାମୀ ଦୁଇ ସପ୍ତାହ ଜାରି ରହିବ ଶୀତ ଲହରୀ
ଭୁବନେଶ୍ବର: ଆଗାମୀ ଦୁଇ ସପ୍ତାହ ପର୍ଯ୍ୟନ୍ତ ଶୀତରୁ ମିଳିବ ନାହିଁ ନିସ୍ତାର । ଏ ନେଇ ସୂଚନା ଦେଇଛନ୍ତି ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ । ସୂଚନାଯୋଗ୍ୟଯେ ,୨୪ ସହରରେ ରାତି ତାପମାତ୍ରା ୧୦ କିମ୍ବା ତାଠୁ କମ ଥିଲା । … Read More
ଭୁବନେଶ୍ବର: ଆଗାମୀ ଦୁଇ ସପ୍ତାହ ପର୍ଯ୍ୟନ୍ତ ଶୀତରୁ ମିଳିବ ନାହିଁ ନିସ୍ତାର । ଏ ନେଇ ସୂଚନା ଦେଇଛନ୍ତି ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ । ସୂଚନାଯୋଗ୍ୟଯେ ,୨୪ ସହରରେ ରାତି ତାପମାତ୍ରା ୧୦ କିମ୍ବା ତାଠୁ କମ ଥିଲା । … Read More
ପୁରୀ: ପୁରୀରେ ବଢିଲା ପାର୍କିଂ ଫି । ଶ୍ରୀମନ୍ଦିର ପ୍ରଶାସନ ଅଧିନରେ ଥିବା ୪ଟି ଭକ୍ତନିବାସର ପାର୍କିଂ ଫି ବୃଦ୍ଧି କରାଯାଇଛି । ଏଣିକି ୨୪ ଘଣ୍ଟା ପର୍ଯ୍ୟନ୍ତ ଚାରିଚକିଆ ଯାନ ପାର୍କିଂ ପାଇଁ ୫୦୦ ଟଙ୍କା ସହ ଅତରିକ୍ତ ୧୮ ପ୍ରତିଶତ … Read More
ରାଜନଗର: ରାଜନଗରରେ ମହିଳା ବିଡିଓଙ୍କୁ ଆକ୍ରମଣ ଘଟଣାରେ କାର୍ଯ୍ୟାନୁଷ୍ଠାନ ଦାବି । ୭ଦିନ ହେଲା ବ୍ଲକ ଅଫିସରେ ପଡିଛି ତାଲା । ସରକାରୀ କାର୍ଯ୍ୟ ଠପ୍ । ଆଜି ବି ଧାରଣାରେ ବସିଛନ୍ତି ସରପଞ୍ଚ ସଂଘ ଓ ଜିଲ୍ଲା ପରିଷଦ ସଦସ୍ୟ । … Read More
ମାଲକାନଗିରି : ଭୁଶୁଡୁଛି ମାଓ ଗଡ଼ । ୨୬ ହାର୍ଡକୋର ମାଓବାଦୀଙ୍କ ଆତ୍ମସମର୍ପଣ । ପୋଲିସ ନିକଟରେ ଅସ୍ତ୍ର ଛାଡ଼ି ଗୋଲାପ ଧରିଲେ ମାଓବାଦୀ । ଛତିଶଗଡ଼ର ସୁକମା SPଙ୍କ ନିକଟରେ ୨୬ ହାର୍ଡକୋର ମାଓବାଦୀମାନେ ଆତ୍ମସମର୍ପଣ କରିଛନ୍ତି । ଏହି ୨୬ଜଣ … Read More
କୋରାପୁଟ: କାର୍ଯ୍ୟରେ ଅବହେଳା ଅଭିଯୋଗ ନେଇ ପରିବହନ ବିଭାଗର ୩ଜଣ ଅଧିକାରୀଙ୍କ ଦରମା ବନ୍ଦ କରାଯାଇଛି । ଦରମା ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ପରିବହନ ନିଗମ ନିର୍ଦ୍ଦେଶକ । କାର୍ଯ୍ୟରୁ ଅନ୍ତର ସହ ପୁନଃ ଯୋଗ ଦେବା ଯାଏଁ … Read More
ଭୁବନେଶ୍ୱର: ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଆଜି ପଦ୍ମ ବିଭୂଷଣ ଗୁରୁ ସ୍ବର୍ଗତ କେଳୁଚରଣ ମହାପାତ୍ରଙ୍କ ଜନ୍ମ ଶତବାର୍ଷିକୀ ସ୍ଥାନୀୟ ଗୁରୁ କେଳୁଚରଣ ମହାପାତ୍ର ଓଡିଶୀ ଗବେଷଣା କେନ୍ଦ୍ର ଠାରେ ପାଳନ କରାଯାଇଛି । ଏହି ଅବସରରେ … Read More
ଭଦ୍ରକ: ଭଦ୍ରକ ଜିଲ୍ଲାରେ ହୋମଗାର୍ଡ ନିଯୁକ୍ତିର ଫାଇନାଲ ଲିଷ୍ଟ ଗତକାଲି ରାତିରେ ପ୍ରକାଶ ପାଇଛି । ଏହି ପରୀକ୍ଷାରେ ଉତୀର୍ଣ୍ଣ ହୋଇ ନ ଥିବା ଛାତ୍ରଛାତ୍ରୀ ମାନେ ଆଜି ଭଦ୍ରକ ଆରକ୍ଷୀ ଅଧକ୍ଷକଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଭିନ୍ନ ନାରାବାଜି ଦେବା ସହ … Read More
ସୁବର୍ଣ୍ଣପୁର: ଟାୱାର ଉପରେ ଦୀର୍ଘ ସମୟ ଧରି ଚଢି ରହିଛନ୍ତି ଯୁବକ । ଅଗ୍ନିଶମ ବିଭାଗର ବଢ଼ାଇଛନ୍ତି ଚିନ୍ତା । ଦୀର୍ଘ ସମୟ ଧରି ଟାୱାର ଉପରେ ଜଣେ ଯୁବକ ଚଢି ରହିଛନ୍ତି । ଦୀର୍ଘ ସମୟ ଧରି ଟାୱାରରୁ ଓହ୍ଲାଉ … Read More
ଭୁବନେଶ୍ବର: ସୁଭଦ୍ରାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡାଙ୍କ ବଡ ସୂଚନା । ନୂଆ ପୁରୁଣା ସମସ୍ତଙ୍କ ଆକାଉଣ୍ଟକୁ ଯିବ ଏହି ଟଙ୍କା । ଏଇ ସପ୍ତାହରେ ମିଳିବ ସଭୁଦ୍ରା ଟଙ୍କା । ଆଜି ସମୀକ୍ଷା ବୈଠକ ପରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା … Read More
କଟକ: ବୋମା ଧମକ ସତ୍ୱେ ସ୍ୱାଭାବିକ ହୋଇଛି କୋର୍ଟ କାର୍ଯ୍ୟ । ବମ୍ ସ୍କାର୍ଡ, ଡଗ୍ ସ୍କ୍ୱାର୍ଡ ଓ ପୁଲିସର ଛାନଭିନ ପରେ କିଛି ନମିଳିବାରୁ କୋର୍ଟ କାର୍ଯ୍ୟ ସ୍ୱାଭାବିକ ହୋଇଛି । ମୁଖ୍ୟ ବିଚାରପତି ଓ ୩ ବିଚାରପତି କୋର୍ଟରେ … Read More