ଶ୍ରୀମନ୍ଦିରରେ ଓମଫେଡ ବଦଳରେ ପୁଣି ଖୋଲା ଘିଅ ବ୍ୟବହାର, ୨ ସୁଆରଙ୍କୁ ନୋଟିସ

ପୁରୀ: ଅନେକ ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିରରେ ଘିଅ ବ୍ୟବହାର ନେଇ ବିବାଦ ଉପୁଜିଛି । ଶ୍ରୀମନ୍ଦିର ପରିସରରେ ଓମଫେଡ ଘିଅ ବଦଳରେ ବାହାରୁ ଅନ୍ୟ ଖୋଲା ଘିଅ ମିଳିଥିବାବେଳେ ଏହାକୁ ଜବତ କରିଛି ଶ୍ରୀମନ୍ଦିର ପ୍ରଶାସନ । ଏ … Read More

ନବୋଦୟ ବିଦ୍ୟାଳୟରେ ଜଣ୍ଡିସ ବ୍ୟାପିବା ଘଟଣା: ସ୍ଥିତି ପରିଖିଲେ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଖୋର୍ଦ୍ଧା: ଜଣ୍ଡିସ ବ୍ୟାପିବା ଘଟଣାରେ ସ୍ଥିତି ପରିଖିଛି କହିଲେ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ। ସାମ୍ପୁଲ୍ ସଂଗ୍ରହ କରାଯାଇଛି ଏବଂ ଏହି ମାମଲାରେ ଖୋର୍ଦ୍ଧା ଜିଲ୍ଲା ଟିମ୍ ଆକ୍ଟିଭ ଅଛି। ପ୍ରାୟ ହେପାଟାଇଟିସ A ବୋଲି ଜଣାପଡ଼ିଛି। ଏହା ଇଣ୍ଡେକ୍ସ କେସ୍‌ ଅନୁମାନ କରାଯାଉଛି। … Read More

ଲାଞ୍ଚ ନେଲା ବେଳେ ଫରେଷ୍ଟରଙ୍କୁ କାବୁ କଲା ଭିଜିଲାନ୍ସ

ବଲାଙ୍ଗୀର: ଲାଞ୍ଚ ନେଲା ବେଳେ ଭିଜିଲାନ୍ସ ଜାଲରେ ପଡିଗଲେ ଫରେଷ୍ଟର ବାବୁ। ଲାଞ୍ଚୁଆ ଫରେଷ୍ଟରଙ୍କୁ ଧରିଲା ଭିଜିଲାନ୍ସ ଟିମ୍। ୧୦ ହଜାର ଟଙ୍କା ଲାଞ୍ଚ ନେଲା ବେଳେ ଫରେଷ୍ଟର ଅଶୋକ କୁମାର ନାୟକଙ୍କୁ ମାଡ଼ିବସିଲା ଭିଜିଲାନ୍ସ। ସୂଚନା ମୁତାବକ କୌଶିକ କୁମାର … Read More

ବାୟୁ ପ୍ରଦୂଷଣ ପାଇଁ ଟ୍ୱିନ୍‌ ସିଟିରେ କଟକଣା, ସନ୍ଧ୍ୟା ୬ରୁ ସକାଳ ୧୦ଟା ପର୍ଯ୍ୟନ୍ତ ନିର୍ମାଣ କାର୍ଯ୍ୟ ବନ୍ଦ

ଭୁବନେଶ୍ୱର: ବିଏମସିକୁ ଘାରିଲା ବାୟୁ ପ୍ରଦୂଷଣ ଚିନ୍ତା। ପ୍ରଦୂଷଣ ପାଇଁ ଟ୍ୱିନ୍‌ ସିଟିରେ ଲାଗିଲା କଟକଣା। ସନ୍ଧ୍ୟା ୬ଟାରୁ ସକାଳ ୧୦ଟା ପର୍ଯ୍ୟନ୍ତ ସମସ୍ତ ନିର୍ମାଣ ବନ୍ଦ। ବାହାରେ ଆଵର୍ଜନା କିମ୍ବା ଢ଼ାବାରେ କୋଇଲା ଜାଳିବା ମନା। ରାଜଧାନୀରେ ବାୟୁ ପ୍ରଦୂଷଣକୁ … Read More

ନୂଆ ଦଳ ପାଇଁ ୧୨ ତାରିଖରେ ପଡିବ ମୂଳଦୁଆ: ମହମ୍ମଦ ମୋକିମ

ଭୁବନେଶ୍ୱର: ନୂଆ ଦଳ ଗଠନ ନେଇ ବଡ ସୂଚନା ଦେଲେ ମହମ୍ମଦ ମୋକିମ । ଏକ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ସେ କହିଛନ୍ତି ଯେ, ଆସନ୍ତା ୧୨ ତାରିଖ ଅର୍ଥାତ୍ ଜାତୀୟ ଯୁବ ଦିବସରେ ନୂଆ ଦଳ ପାଇଁ ମୂଳଦୁଆ ପଡ଼ିବ … Read More

ବାଲେଶ୍ବରରେ ବାୟୁ ପ୍ରଦୂଷଣ କଟକଣା, ସନ୍ଧ୍ୟା ୬ ରୁ ସକାଳ ୧୦ଟା ପର୍ଯ୍ୟନ୍ତ ବନ୍ଦ ରହିବ ନିର୍ମାଣ କାର୍ଯ୍ୟ

ବାଲେଶ୍ବର : ବାଲେଶ୍ବରରେ ଲାଗିଲା ବାୟୁ ପ୍ରଦୂଷଣ କଟକଣା ।  ବାଲେଶ୍ବର ପୌରପାଳିକା ଓ ଅନ୍ୟ ଏନଏନସି ପାଇଁ କଟକଣା ଜାରି କଲେ ଜିଲ୍ଲାପାଳ ସୂର୍ଯ୍ୟବଂଶୀ ମୟୂର ବିକାଶ। ବାୟୂପ୍ରଦୂଷଣ ମାତ୍ରା ଅତ୍ୟଧିକ ବୃଦ୍ଧି ପାଇବା ପରେ କଟକଣା ଜାରି କରିଛି ବାଲେଶ୍ବର … Read More

ଆନ୍ଧ୍ରପ୍ରଦେଶର ବିଭିନ୍ନ ସ୍ଥାନରେ ଗ୍ୟାସ୍ ଲିକ୍, ଅନେକ ସ୍ଥାନରେ ଲାଗିଲା ନିଆଁ

ଆନ୍ଧ୍ରପ୍ରଦେଶ : ଆନ୍ଧ୍ରପ୍ରଦେଶ ଆମ୍ବେଦକର କୋନାସୀମା ଜିଲ୍ଲାରେ ଗ୍ୟାସ୍ ଲିକ୍ । ରାଜୋଲୁ ଟାଉନରେ ଇରୁସୁମାଣ୍ଡା ଏବଂ ମଲିକପୁରମ ମଣ୍ଡଳରେ ଓଏନଜିସି ଗ୍ୟାସ ଲିକ୍ ଯୋଗୁଁ ଆତଙ୍କ ଖେଳିଯାଇଛି । ଗ୍ୟାସ୍ ଲିକ୍ ଯୋଗୁଁ ବିଭିନ୍ନ ସ୍ଥାନରେ ନିଆଁ ଲାଗିଥିବା ଜଣାପଡିଛି । … Read More

ବିହାରରେ ପହଞ୍ଚିଲା ବିଶ୍ବର ସବୁଠୁ ବଡ଼ ଶିବଲିଙ୍ଗ, ୧୭ ତାରିଖରେ ରାମାୟଣ ମନ୍ଦିରରେ ହେବ ସ୍ଥାପିତ

ବିହାର : ତାମିଲନାଡୁ ମହାବଳୀପୁରମରୁ ବିହାର ଗୋପାଳଗଞ୍ଜରେ ପହଞ୍ଚିଲା ବିଶ୍ବର ସବୁଠୁ ବଡ଼ ଶିବଲିଙ୍ଗ । ଏହି ଶିବଲିଙ୍ଗର ଲମ୍ବା ୩୩ ଫୁଟ ରହିଥିବା ବେଳେ ଓଜନ ୨୧୦ ମେଟ୍ରିନ ଟନ୍ ରହିଛି । ଏହି ବିଶାଳ ଶିବଲିଙ୍ଗର ସ୍ଥାପନା ୧୭ ଜାନୁଆରୀରେ … Read More

ମମତା ବାନାର୍ଜୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ : ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଆଜି ନିଜର ୭୧ ତମ ଜନ୍ମଦିନ ପାଳନ କରୁଛନ୍ତି । ବିଭିନ୍ନ ରାଜନୈତିକ ପାର୍ଟି ତରଫରୁ ତାଙ୍କୁ ଶୁଭେଚ୍ଛା ଜଣାଯାଉଛି । ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମମତା ବାନାର୍ଜୀଙ୍କୁ ଜନ୍ମଦିନର ଶୁଭେଚ୍ଛା … Read More

ଦିଲ୍ଲୀ ବିସ୍ଫୋରଣ: ଉମର ଓ ଇମାମଙ୍କ ଜାମିନ ଆବେଦନ ଖାରଜ

ନୂଆଦିଲ୍ଲୀ: ଦିଲ୍ଲୀ ଦଙ୍ଗା ମାମଲାରେ ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ । ସୁପ୍ରିମକୋର୍ଟ ଉମର ଖାଲିଦ ଏବଂ ଶରଜିଲ ଇମାମଙ୍କ ଜାମିନ ଆବେଦନ ଖାରଜ କରିଛନ୍ତି । ଘଟଣାରେ ଜଡିତ ଅନ୍ୟ ୫ ଅଭିଯୁକ୍ତଙ୍କୁ ଜାମିନ ମିଳିଛି । ଜଷ୍ଟିସ ଅରବିନ୍ଦ କୁମାର ଏବଂ … Read More