ବିମାନ ଉଡ଼ାଣ ପୂର୍ବରୁ ମଦ୍ୟପାନ କରି ଧରାପଡିଲେ ପାଇଲଟ୍

ନୂଆଦିଲ୍ଲୀ:କାନାଡାର ଭାନକୁଭର ବିମାନବନ୍ଦରରେ ଜଣେ ଏୟାର ଇଣ୍ଡିଆ ପାଇଲଟଙ୍କୁ ନିଶାସକ୍ତ ଅବସ୍ଥାରେ ଅଟକ ରଖାଯାଇଥିଲା। ଡିସେମ୍ବର ୨୩, ୨୦୨୫ରେ ଭାନକୁଭରରୁ ଦିଲ୍ଲୀ ଯିବାକୁ ଥିବା ଏୟାର ଇଣ୍ଡିଆ ପାଇଲଟଙ୍କ ପାଟିରୁ ମଦ ଗନ୍ଧ ଆସିବାରୁ ତାଙ୍କୁ ହେପାଜତକୁ ନିଆଯାଇଥିଲା। ଏୟାର ଇଣ୍ଡିଆ … Read More

ଦଳରୁ ଇସ୍ତଫା ଦେଉଛନ୍ତି ଜଣେ ପରେ ଜଣେ ନେତା, ଚିନ୍ତାରେ ୟୁନୁସ ସରକାର

ନୂଆଦିଲ୍ଲୀ: ବାଂଲାଦେଶରେ ନୋବେଲ ପୁରସ୍କାର ବିଜେତା ମହମ୍ମଦ ୟୁନୁସଙ୍କ ନେତୃତ୍ୱାଧୀନ ମଧ୍ୟବର୍ତ୍ତୀକାଳୀନ ସରକାର ଭିତରେ ସବୁକିଛି ଠିକ୍ ନାହିଁ। ଗୋଟିଏ ସପ୍ତାହ ମଧ୍ୟରେ ସରକାର ଦ୍ୱିତୀୟ ଥର ପାଇଁ ବଡ଼ ଝଟକା ଭୋଗିଛି। ସ୍ୱାସ୍ଥ୍ୟ ପରାମର୍ଶଦାତା ସୟଦୁର ରହମାନ ତାଙ୍କ ପଦବୀରୁ … Read More

ଲାଞ୍ଚ ନେଇ ଛେଣ୍ଡିପଦାର ଅତିରିକ୍ତ ତହସିଲଦାର ପ୍ରକାଶ ଚନ୍ଦ୍ର ନାୟକ ଗିରଫ

କଟକ : ଲାଞ୍ଚ ନେବା ମାମଲାରେ ଅନୁଗୁଳ ଜିଲ୍ଲା ଛେଣ୍ଡିପଦାର ଅତିରିକ୍ତ ତହସିଲଦାର ପ୍ରକାଶ ଚନ୍ଦ୍ର ନାୟକଙ୍କୁ ଗିରଫ କରି କୋର୍ଟ ଚାଲାଣ କଲା ଭିଜିଲାନ୍ସ  ।  ୯ ହଜାର ଟଙ୍କା ଲାଞ୍ଚ ନେବାବେଳେ ଛେଣ୍ଡିପଦା ଅତିରିକ୍ତ ତହସିଲଦାର ପ୍ରକାଶ ଚନ୍ଦ୍ର ନାୟକଙ୍କୁ … Read More

ନିକୋ ପାର୍କର ହେବ ନବକଳେବର, ୬୦୦କୋଟିର ଅର୍ଥ ମଞ୍ଜୁର

ଭୁବନେଶ୍ଵର: ଭୁବନେଶ୍ଵର ନିକୋ ପାର୍କର ହେବ ନବକଳେବର । ଏନେଇ ସୂଚନା ଦେଇଛନ୍ତି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର । ଭୁବନେଶ୍ବର ସ୍ଥିତ ନିକୋ ପାର୍କ ନେବ ନୂଆ ରୂପ । ରାଜଧାନୀ ବାସିନ୍ଦାଙ୍କ ଚାହିଦାକୁ ଲକ୍ଷ କରି ନିକୋ … Read More

ମାର୍ଚ୍ଚରେ ଓଡ଼ିଶା ଆସିବେ ପ୍ରିୟଙ୍କା ଗାନ୍ଧୀ

ଭୁବନେଶ୍ବର: ଓଡ଼ିଶା ଆସିବେ ପ୍ରିୟଙ୍କା ଗାନ୍ଧୀ । ଏନେଇ ସୂଚନା ଦେଇଛନ୍ତି ପିସିସି ସଭାପତି ଭକ୍ତ ଦାସ । ବିରାଟ ମହିଳା ସମବେଶକୁ କରିବେ ସମ୍ବୋଧନ । ଓଡ଼ିଶା ଆସିବେ କଂଗ୍ରେସ ନେତ୍ରୀ ତଥା ସାଂସଦ ପ୍ରିୟଙ୍କା ଗାନ୍ଧୀ ଭଦ୍ରା । ଆସନ୍ତା … Read More

ଡାକ୍ତରଙ୍କ ଦାବିର ତର୍ଜମା ପାଇଁ ସଚିବସ୍ତରୀୟ କମିଟି କମିଟି ଗଠିତ

ଭୁବନେଶ୍ୱର: ଦୀର୍ଘ ଦିନ ହେବ ଓମ୍‌ସାର ଡାକ୍ତର ମାନେ ଆନ୍ଦୋଳନ କରୁଥିବା ବେଳେ ସେମାନଙ୍କ ଦାବି ତର୍ଜମା ପାଇଁ ସଚିବସ୍ତରୀୟ କମିଟି ଗଠନ ହୋଇଛି । ସଚିବସ୍ତରୀୟ କମିଟି ଗଠନ ନେଇ ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ସୂଚନା ଦେଇଛନ୍ତି । … Read More

ରାଇରଙ୍ଗପୁରରେ ଇଗ୍ନୋ ଆଞ୍ଚଳିକ କେନ୍ଦ୍ରକୁ ଭରଚୁଆଲରେ ଉଦଘାଟନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ରାଇରଙ୍ଗପୁର : ମୟୂରଭଞ୍ଜ ଜିଲ୍ଲାର ରାଇରଙ୍ଗପୁର ଠାରେ ଇଗ୍ନୋ ଆଞ୍ଚଳିକ କେନ୍ଦ୍ର ଏବଂ ଇଗ୍ନୋ ଦକ୍ଷତା କେନ୍ଦ୍ରର ଉଦଘାଟିତ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଭାସୀ ମାଧ୍ୟମରେ ଉଦଘାଟନ କରିଛନ୍ତି । ଭାରତ ସରକାରଙ୍କ ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରାଳୟ ପକ୍ଷରୁ … Read More

ସ୍ତ୍ରୀକୁ ଠେଙ୍ଗାରେ ପିଟି ପିଟି ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼ : ସ୍ତ୍ରୀକୁ ହତ୍ୟା କଲା ସ୍ୱାମୀ ।  ଏମିତି ଅଭିଯୋଗ ଆସିଛି ସୁନ୍ଦରଗଡ଼ରୁ  ।  ସୁନ୍ଦରଗଡ଼ ହେମଗିରି ଥାନା ଖୁଣ୍ଟିପାନି ଗାଁରେ ଅଭାବନୀୟ ଘଟଣା ।  ସାମାନ୍ୟ କଥା କଟାକଟିକୁ ନେଇ ସ୍ତ୍ରୀକୁ ଠେଙ୍ଗାରେ ପିଟି ପିଟି ହତ୍ୟା କଲା ସ୍ୱାମୀ … Read More

ରାଜ୍ୟବାସୀଙ୍କୁ ନୂଆବର୍ଷର ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆଜିଠାରୁ ଆରମ୍ଭ ହୋଇଛି ନବବର୍ଷ । ସାରା ଦେଶ ଓ ବିଶ୍ୱରେ ପାଳନ ହେଉଛି ନୂତନ ବର୍ଷ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓଡ଼ିଶାବାସୀଙ୍କୁ ନୂଆବର୍ଷର ଅଭିନନ୍ଦନ ଜଣାଇଛନ୍ତି । ସୋସିଆଲ ମିଡିଆ ‘ଏକ୍ସ’ରେ ସେ ଟୁଇଟ୍‌ … Read More

କୋଟିଆରେ ଆନ୍ଧ୍ର ଅନୁପ୍ରବେଶ ରୋକିବାକୁ ରାଜ୍ୟ ସରକାରଙ୍କ ବଡ ପଦକ୍ଷେପ

ଭୁବନେଶ୍ୱର: କୋରାପୁଟ ଜିଲ୍ଲା କୋଟିଆ ପାଇଁ ତତପରତା ଦେଖାଇଛନ୍ତି ରାଜ୍ୟ ସରକାର । କୋଟିଆରେ ହେଉଥିବା ସମସ୍ତ ବିକାଶ କାର୍ଯ୍ୟର ତଦାରଖ କରିବାକୁ ସ୍ୱତନ୍ତ୍ର ଅଧିକାରୀ ନିଯୁକ୍ତ କରିଛନ୍ତି ରାଜ୍ୟ ସରକାର । ଓଡିଶା ସୀମାନ୍ତ କୋରାପୁଟ ଜିଲ୍ଲା କୋଟିଆକୁ ନିଜର … Read More