ବସ-ବାଇକ ମୁହାଁମୁହିଁ ଧକ୍କା , ୩ ମୃତ

ରାଇରଙ୍ଗପୁର : ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ । ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ୨୨୦ ନମ୍ୱର ଜାତୀୟ ରାଜପଥ ରାନିବନ୍ଧ ନିକଟରେ ଏକ ଯାତ୍ରୀବାହୀ ବସ ସହ ବାଇକର ମୁହାଁମୁହିଁ ଧକ୍କା । ୩ ଜଣ ବାଇକ ଆରୋହୀଙ୍କ … Read More

ଦିନ ୧୧ଟା ଯାଏଁ ଚିଲିକାରେ ଡଙ୍ଗା ଚଳାଚଳ ବନ୍ଦ

ଚିଲିକା : ଚିଲିକାରେ ଦିନ ୧୧ଟା ଯାଏ ଡଙ୍ଗା ଚଳାଚଳ ବନ୍ଦ । ପ୍ରବଳ କୁହୁଡ଼ି ଯୋଗୁ କଟକଣା ଲଗାଇଲେ ପୁରୀ ଜିଲ୍ଲାପାଳ । ଘନ କୁହୁଡ଼ି ଯୋଗୁ ଦୃଶ୍ୟମାନତା କମ୍ ରହୁଛି। ବାରମ୍ବାର ଦୁର୍ଘଟଣା ଘଟୁଥିବା ଯୋଗୁ ଜିଲ୍ଲାପାଳ ଏହି ନିଷ୍ପତ୍ତି … Read More

ଭେଣ୍ଡିଂଜୋନରେ ଜଳିଗଲା ୫ରୁ ଅଧିକ ଦୋକାନ; ଯାତାୟାତ ବାଧାପ୍ରାପ୍ତ

ବ୍ରହ୍ମପୁର : ବ୍ରହ୍ମପୁର ସହରରେ ଭୟାବହ ଅଗ୍ନିକାଣ୍ଡ । ଅଗ୍ନିକାଣ୍ଡରେ ଜଳିଗଲା ଏକାଧିକ ଦୋକାନ । ଅଗ୍ନିକାଣ୍ଡ ଯୋଗୁଁ ସହରରେ ଚକ ଅଖ ଜାମ୍। ବ୍ରହ୍ମପୁର ସହରା ଫାଷ୍ଟଗେଟ ସ୍ଥିତ ଧୋବାବନ୍ଧ ଭେଣ୍ଡିଂଜୋନରେ ବଡଧରଣର ଅଗ୍ନିକାଣ୍ଡ ଘଟିଛି । ଫଳରେ ୫ରୁ … Read More

ଆସନ୍ତାକାଲି ପୌଷ ପୂର୍ଣ୍ଣମୀରେ ଦେଖାଯିବ ସୁପରମୁନ୍‌

ଭୁବନେଶ୍ୱର: ଆସନ୍ତକାଲି ଅର୍ଥାତ ଜାନୁଆରୀ ୩ତାରିଖ ଦିନ ପୌଷ ପୂର୍ଣ୍ଣମୀରେ ଦେଖାଯିବ ସୁପରମୁନ୍‌ । ପୂର୍ଣ୍ଣମୀ ସମୟରେ ଚନ୍ଦ୍ର ପ୍ରାୟ ୩ଲକ୍ଷ ୬୨ହଜାର କିମି ନିକଟରେ ରହିବ ଓ ସାଧାରଣ ଦିନର ପୂର୍ଣ୍ଣ ଚନ୍ଦ୍ର ଠାରୁ ପ୍ରାୟ ୧୪ପ୍ରତିଶତ ବଡ ସହ … Read More

ବିଞ୍ଝାରପୁରରେ ଲୁଟେରାଙ୍କ ଦୌରାତ୍ମ୍ୟ; ଡାଲା ଅଟୋରେ ଲୁଟି ନେଲେ ଟଙ୍କା ବୋଝେଇ ଏଟିଏମ୍‌

ବିଞ୍ଝାରପୁର: ବର୍ଷ ଆରମ୍ଭରୁ ଯାଜପୁର ପୁଲିସକୁ ଲୁଟେରାଙ୍କ ଖୋଲା ଚ୍ୟାଲେଞ୍ଜ । ଲୁଟି ନେଲେ ଟଙ୍କା ବୋଝେଇ ଏଟିଏମ୍‌ । ଯାଞ୍ଜପୁର ଜିଲ୍ଲା ବିଞ୍ଝାରପୁର ଥାନା ମଇଁଦା ବଜାରରୁ ଏକ ଡାଲା ଅଟୋରେ ଏଟିଏମ୍‌ ଲୁଟ ହୋଇଥିବା ସିସିଟିଭିରେ କଏଦ ହୋଇଛି … Read More

ଜାନୁଆରୀ ୪ରୁ ସାତକୋଶିଆରେ କୁମ୍ଭୀର ଓ ପକ୍ଷୀଗଣନା

ଅନୁଗୁଳ: ଏବେ ଚାଲିଛି ଶୀତ ଋତୁ । ଦେଶ ବିଦେଶରୁ ବହୁ ପକ୍ଷୀଙ୍କ ଆଗମନ ହୋଇଛି ଓଡିଶାକୁ । ଏହି ଅବସରରେ ଅନୁଗୁଳ ଜିଲ୍ଲାର ସାତକୋଶିଆ ବନ୍ୟପ୍ରାଣୀ ବନଖଣ୍ଡରେ ଥିବା ୫ଟି ବନାଞ୍ଚଳରେ ପକ୍ଷୀ ସହ କୁମ୍ଭୀର ଗଣନା ହେବ । … Read More

ସେୟାର ଟେଡ୍ରିଂ ଆଳରେ ୪୦ କୋଟି ଠକେଇ; ଅଭିଯୁକ୍ତ ଗିରଫ

ଭୁବନେଶ୍ୱର: ସେୟାର ବଜାର ସହ ଜଡ଼ିତ ୪୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଠକେଇର ମୁଖ୍ୟ ସନ୍ଦିଗ୍ଧକୁ ବାନ୍ଧିଲା ଇଓଡବ୍ଲୁ। ଅଭିଯୁକ୍ତଙ୍କ ନାମ ଅମିତ ମଣ୍ଡଳ ବୋଲି ଜଣାପଡ଼ିଛି। ଡିସେମ୍ବର ୩୧ ତାରିଖ ଦିନ ପଶ୍ଚିମବଙ୍ଗର ବାଙ୍କୁରାରୁ ଉକ୍ତ ବ୍ୟକ୍ତିଙ୍କୁ ଗିରଫ … Read More

ପୁରୀ ଦୁର୍ଘଟଣା: ମୃତ ନାବାଳକର ପରିବାରକୁ ୪ ଲକ୍ଷ ଅନୁକମ୍ପା ରାଶି

ପୁରୀ: ପୁରୀ ବଳଗଣ୍ଡି ଛକରେ ସଡ଼କ ଦୁର୍ଘଟଣାରେ ବୋଲେରୋ ଓ ସ୍କଟି ଧକ୍କାରେ ଜଣେ ନାବାଳକ ମୃତ୍ୟୁ ହୋଇଛି । ଏହି ଘଟଣାରେ ଗଭୀର ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଶୋକ ସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର … Read More

ଆସନ୍ତା ୧୦ରୁ PUCC ପାଇଁ ମିଳିବ ଗ୍ରୀନ୍ ଷ୍ଟିକର୍

ଭୁବନେଶ୍ବର: ଓଡ଼ିଶା ପରିବହନ ବିଭାଗ ଜାନୁଆରୀ ୧୦ ତାରିଖରୁ ରାଜ୍ୟବ୍ୟାପୀ ‘ଗ୍ରୀନ୍ ଷ୍ଟିକର’ ବ୍ୟବସ୍ଥା ଲାଗୁ କରିବାକୁ ଘୋଷଣା କରିଛି। ଜାନୁଆରୀ ୧୦ ତାରିଖ ପୂର୍ବରୁ PUCC ପାଇଥିବା ଯାନଗୁଡ଼ିକ ପାଇଁ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (RTO) ରେ ସ୍ୱତନ୍ତ୍ର କାଉଣ୍ଟର … Read More

ଖଣ୍ଡଗିରି ମାଘ ମେଳାରେ ହେବନି ଅଶ୍ଳୀଳ ନୃତ୍ୟ, ଲାଗିବ ୧୦୦ଟି ସିସିଟିଭି

ଭୁବନେଶ୍ୱର: ମାଘ ମେଳା ପାଖେଇ ଆସୁଥିବା ବେଳେ ଅଶ୍ଲିଳ ନୃତ୍ୟକୁ ନେଇ ବଡ଼ ଘୋଷଣା କରିଛନ୍ତି ମେୟର ସୁଲୋଚନା ଦାସ। ଖଣ୍ଡଗିରି ମାଘ ମେଳାରେ ହେବନି ଅଶ୍ଳୀଳ ନୃତ୍ୟ। ମୋଟ ସାତୋଟି ପେଣ୍ଡାଲରେ ଯାତ୍ରା ପରିବେଷଣ ହେବ। ତେବେ ଯାତ୍ରା ସମୟରେ … Read More