ଲୋକସେବା ଭବନରେ ରିଲ୍ସ କଲେ ହେବ କଠୋର କାର୍ଯ୍ୟାନୁଷ୍ଠାନ: ଆଇନ ମନ୍ତ୍ରୀ
ଭୁବନେଶ୍ୱର: ରିଲ୍ସ କରିବାକୁ ନେଇ ଉଦ୍ବେଗ ପ୍ରକାଶ କରିଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ସେ ଆଜି କହିଛନ୍ତି, ଲୋକସେବା ଭବନରେ ରିଲ୍ସ ପାଇଁ ଗୃହ ବିଭାଗ ଆଗକୁ ଗାଇଡ୍ ଲାଇନ୍ ଆଣିବ । ଲୋକସେବା ଭବନରେ ରିଲ୍ସ କରିବା … Read More
