ତାଳଚେରରେ ବଢ଼ୁଛି ପ୍ରଦୂଷଣ, ସ୍ବତନ୍ତ୍ର ଗାଇଡ଼ ଲାଇନ ପ୍ରସ୍ତୁତ କଲେ ଜିଲ୍ଲାପାଳ

ତାଳଚେର: ବାୟୁ ପ୍ରଦୂଷଣକୁ ନେଇ ସାରା ଦେଶ ଚିନ୍ତାରେ ଥିବାବେଳେ ଏବେ ଆସିଛି ଆଉ ଏକ ବଡ଼ ଖବର । ୩୩୨ ଏକ୍ୟୁଆଇ ସହ ରାଜ୍ୟର ସବୁଠାରୁ ପ୍ରଦୂଷିତ ସହର ଭାବେ ପରିଗଣିତ ହୋଇଛି ତାଳଚେର ।  ଦିନକୁ ଦିନ ତାଳଚେର … Read More

ଆନ୍ଧ୍ରରେ ସଡ଼କ ଦୁର୍ଘଟଣା: ୩ ଓଡ଼ିଆ ମୃତ, ୨ ଗୁରୁତର

ଆନ୍ଧ୍ରପ୍ରଦେଶ: ଆନ୍ଧ୍ରପ୍ରଦେଶର ବାରୁଆ ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା । ଯେଉଁଥିରେ ୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଦୁଇ ଜଣ ଗୁରୁତର ଆହତ ହୋଇଛନ୍ତି । ଦୃତ ବେଗରେ ଆସୁଥିବା କାର ଲରିର ପଛପଟୁ ଧକ୍କା ଦେବାରୁ ଘଟିଛି … Read More

ବିମାନରେ ପାୱାର ବ୍ୟାଙ୍କ ନେବା ମନା, ବେସାମରିକ ବିମାନ ଚଳାଚଳ ନିର୍ଦ୍ଦେଶାଳୟର ନିର୍ଦ୍ଦେଶନାମା ଜାରି

ନୂଆଦିଲ୍ଲୀ:ବିମାନରେ ପାୱାର ବ୍ୟାଙ୍କ ନେବା ମନା ।  ଏହି ନିର୍ଦ୍ଦେଶନାମା ଜାରି କରିଛି ବେସାମରିକ ବିମାନ ଚଳାଚଳ ନିର୍ଦ୍ଦେଶାଳୟ-DGCA ।  ବିମାନରେ ଯାତ୍ରା ସମୟରେ ଫୋନ୍ ଓ ଅନ୍ୟାନ୍ୟ ଡିଭାଇସ୍ ଚାର୍ଜିଂ ପାଇଁ ବ୍ୟବହୃତ ପାୱାର ବ୍ୟାଙ୍କ ଓ ପୋର୍ଟେବଲ୍ ଚାର୍ଜର … Read More

ଦିଲ୍ଲୀ ବିସ୍ଫୋରଣ ଘଟଣା: ଘୋଷ୍ଟ ସିମ୍ କାର୍ଡ, ଏନକ୍ରିପଟେଡ୍ ମୋବାଇଲ୍ ଆପ୍ ମାଧ୍ୟମରେ ପାକ୍ ହ୍ୟାଣ୍ଡଲରଙ୍କୁ ଯୋଗାଯୋଗ କରୁଥିଲେ ଆତଙ୍କୀ

ନୂଆଦିଲ୍ଲୀ: ଦିଲ୍ଲୀର ଲାଲକିଲ୍ଲା ନିକଟରେ ହୋଇଥିବା କାର ବୋମା ବିସ୍ଫୋରଣ ଘଟଣାରେ ଆସିଲା ଚାଞ୍ଚଲ୍ୟକର ତଥ୍ୟ । ତଦନ୍ତ ସମୟରେ ସୁରକ୍ଷା ଏଜେନ୍ସିଗୁଡ଼ିକ ଚକିତ କଲାଭଳି ତଥ୍ୟ ପାଇଛନ୍ତି । ଆତଙ୍କବାଦୀମାନେ ଘୋଷ୍ଟ ସିମ୍ କାର୍ଡ ଏବଂ ଏନକ୍ରିପଟେଡ୍ ମୋବାଇଲ୍ ଆପ୍ … Read More

ଆହୁରି ବଢିବ ଥଣ୍ଡା; ୭ଦିନ ପାଇଁ ୧୯ ରାଜ୍ୟକୁ ଘନ କୁହୁଡି ଆଲର୍ଟ

ନୂଆଦିଲ୍ଲୀ: ଦିଲ୍ଲୀ ଏବଂ ସମଗ୍ର ଉତ୍ତର ଭାରତରେ ହାଡ଼ଭଙ୍ଗା ଥଣ୍ଡା ଅନୁଭୂତ ହେଉଛି। ଘନ କୁହୁଡ଼ି ଏବଂ ଶୀତଳ ଲହରୀ ଶୀତକୁ ଆହୁରି ତୀବ୍ର କରିଛି। ସର୍ବନିମ୍ନ ଏବଂ ସର୍ବାଧିକ ତାପମାତ୍ରା ଏବେ ହ୍ରାସ ପାଇବାରେ ଲାଗିଛି। ଭାରତ ପାଣିପାଗ ବିଭାଗ … Read More

ଭେନେଜୁଏଲା ରାଷ୍ଟ୍ରପତି ଦମ୍ପତିଙ୍କୁ ଗିରଫ ପରେ ଜାତିସଂଘ ଡାକିଲା ଜରୁରୀ ବୈଠକ

ନ୍ୟୁୟର୍କ : ଭେନେଜୁଏଲା ବିରୁଦ୍ଧରେ ଆମେରିକାର ସାମରିକ ଆକ୍ରମଣ ଓ ରାଷ୍ଟ୍ରପତି ନିକୋଲାସ ମାଦୁରୋ ଏବଂ ତାଙ୍କ ପତ୍ନୀଙ୍କୁ ଗିରଫ ଘଟଣା ସମଗ୍ର ବିଶ୍ବକୁ ଚିନ୍ତିତ କରିଛି । ଏହାକୁ ଦୃଷ୍ଟିରେ ରଖି ଜାତିସଂଘ ଏକ ଜରୁରୀ ବୈଠକ ଡାକିଛି । … Read More

ଟ୍ରମ୍ପଙ୍କୁ କମଲା ହାରିସଙ୍କ ଖୋଲା ଚ୍ୟାଲେଞ୍ଜ

ଆମେରିକା : ଟ୍ରମ୍ପଙ୍କୁ କଡ଼ା ସମାଲୋଚନା କଲେ କମଲା ହାରିସ୍ । କେବଳ ତେଲ ଓ ନିଜକୁ ଜଣେ ଶକ୍ତିଶାଳୀ ନେତା ଭାବେ ଦେଖାଇବା ଟ୍ରମ୍ପଙ୍କ ଏକ ଜିଦ୍ ବୋଲି କହିଛନ୍ତି କମଲା । ଏହା ଆମେରିକା ପାଇଁ ବିପଜ୍ଜନକ । ମାଦୁରୋଙ୍କ … Read More

ଷ୍ଟେସନ ପରିସରରେ ଅଗ୍ନିକାଣ୍ଡ, ଜଳିଗଲା ୫୦୦ ଦୁଇ ଚକିଆ ଯାନ…

ତ୍ରିସୁର: ତାମିଲନାଡୁର ତ୍ରିସୁର ରେଳ ଷ୍ଟେସନରେ ରବିବାର ଦିନ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଯାହା ଫଳରେ ଷ୍ଟେସନର ପାର୍କିଂରେ ଥିବା ୫୦୦ରୁ ଅଧିକ ଦୁଇଚକିଆ ଯାନ ପୋଡ଼ି ଯାଇଛି। ତେବେ ଏହି ଘଟଣା ପ୍ଲାଟଫର୍ମ ନମ୍ବର ୨ ନିକଟରେ ସକାଳ … Read More

ଏଣିକି ସ୍କ୍ରିନିଂ ଟେଷ୍ଟରେ ପାସ୍ କଲେ ଆମ ବସ୍ ଚଳାଇପାରିବେ ଡ୍ରାଇଭର: ପରିବହନ ସଚିବ

ଭୁବନେଶ୍ବର:  ଆମ ବସ୍ ଦୁର୍ଘଟଣା ରୋକିବାକୁ ପରିବହନ ବିଭାଗର ବଡ଼ ପଦକ୍ଷେପ । ଏଣିକି ସ୍କ୍ରିନିଂ ଟେଷ୍ଟ ପାସ୍ କଲେ ଆମ ବସ୍ ଚଳାଇପାରିବେ ଡ୍ରାଇଭର । ତେବେ ଥାର୍ଡ ପାର୍ଟି ଅଧିନରେ ଚାଳକଙ୍କ ସ୍କ୍ରିନିଂ ଟେଷ୍ଟ କରାଯିବ । ଏନେଇ … Read More

କାରକୁ ଧକ୍କା ଦେଲା ଟ୍ରକ; ଗୋଟିଏ ପରିବାରର ୩ ମୃତ

ପାରଳାଖେମୁଣ୍ଡି : ନୂଆବର୍ଷର ପ୍ରଥମ ରବିବାରରେ ଗଜପତି ଜିଲ୍ଲା ସୀମାନ୍ତ ଆନ୍ଧ୍ରପ୍ରଦେଶରେ ଏକ ବଡ଼ଧରଣର ଦୁର୍ଘଟଣା ଘଟିଛି। ଶ୍ରୀକାକୁଲମ ଜିଲ୍ଲା ବାରୁଆ ଥାନା ଅଧୀନ ନିକଟରେ ଘଟିଥିବା ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଜଣେ ଶିଶୁକନ୍ୟା ସମେତ ତିନି ଜଣଙ୍କର ମୃତ୍ୟୁ ଘଟିଛି। … Read More