ବାଲେଶ୍ବରରେ ବାୟୁ ପ୍ରଦୂଷଣ କଟକଣା, ସନ୍ଧ୍ୟା ୬ ରୁ ସକାଳ ୧୦ଟା ପର୍ଯ୍ୟନ୍ତ ବନ୍ଦ ରହିବ ନିର୍ମାଣ କାର୍ଯ୍ୟ

ବାଲେଶ୍ବର : ବାଲେଶ୍ବରରେ ଲାଗିଲା ବାୟୁ ପ୍ରଦୂଷଣ କଟକଣା ।  ବାଲେଶ୍ବର ପୌରପାଳିକା ଓ ଅନ୍ୟ ଏନଏନସି ପାଇଁ କଟକଣା ଜାରି କଲେ ଜିଲ୍ଲାପାଳ ସୂର୍ଯ୍ୟବଂଶୀ ମୟୂର ବିକାଶ। ବାୟୂପ୍ରଦୂଷଣ ମାତ୍ରା ଅତ୍ୟଧିକ ବୃଦ୍ଧି ପାଇବା ପରେ କଟକଣା ଜାରି କରିଛି ବାଲେଶ୍ବର … Read More

ଆନ୍ଧ୍ରପ୍ରଦେଶର ବିଭିନ୍ନ ସ୍ଥାନରେ ଗ୍ୟାସ୍ ଲିକ୍, ଅନେକ ସ୍ଥାନରେ ଲାଗିଲା ନିଆଁ

ଆନ୍ଧ୍ରପ୍ରଦେଶ : ଆନ୍ଧ୍ରପ୍ରଦେଶ ଆମ୍ବେଦକର କୋନାସୀମା ଜିଲ୍ଲାରେ ଗ୍ୟାସ୍ ଲିକ୍ । ରାଜୋଲୁ ଟାଉନରେ ଇରୁସୁମାଣ୍ଡା ଏବଂ ମଲିକପୁରମ ମଣ୍ଡଳରେ ଓଏନଜିସି ଗ୍ୟାସ ଲିକ୍ ଯୋଗୁଁ ଆତଙ୍କ ଖେଳିଯାଇଛି । ଗ୍ୟାସ୍ ଲିକ୍ ଯୋଗୁଁ ବିଭିନ୍ନ ସ୍ଥାନରେ ନିଆଁ ଲାଗିଥିବା ଜଣାପଡିଛି । … Read More

ବିହାରରେ ପହଞ୍ଚିଲା ବିଶ୍ବର ସବୁଠୁ ବଡ଼ ଶିବଲିଙ୍ଗ, ୧୭ ତାରିଖରେ ରାମାୟଣ ମନ୍ଦିରରେ ହେବ ସ୍ଥାପିତ

ବିହାର : ତାମିଲନାଡୁ ମହାବଳୀପୁରମରୁ ବିହାର ଗୋପାଳଗଞ୍ଜରେ ପହଞ୍ଚିଲା ବିଶ୍ବର ସବୁଠୁ ବଡ଼ ଶିବଲିଙ୍ଗ । ଏହି ଶିବଲିଙ୍ଗର ଲମ୍ବା ୩୩ ଫୁଟ ରହିଥିବା ବେଳେ ଓଜନ ୨୧୦ ମେଟ୍ରିନ ଟନ୍ ରହିଛି । ଏହି ବିଶାଳ ଶିବଲିଙ୍ଗର ସ୍ଥାପନା ୧୭ ଜାନୁଆରୀରେ … Read More

ମମତା ବାନାର୍ଜୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ : ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଆଜି ନିଜର ୭୧ ତମ ଜନ୍ମଦିନ ପାଳନ କରୁଛନ୍ତି । ବିଭିନ୍ନ ରାଜନୈତିକ ପାର୍ଟି ତରଫରୁ ତାଙ୍କୁ ଶୁଭେଚ୍ଛା ଜଣାଯାଉଛି । ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମମତା ବାନାର୍ଜୀଙ୍କୁ ଜନ୍ମଦିନର ଶୁଭେଚ୍ଛା … Read More

ଦିଲ୍ଲୀ ବିସ୍ଫୋରଣ: ଉମର ଓ ଇମାମଙ୍କ ଜାମିନ ଆବେଦନ ଖାରଜ

ନୂଆଦିଲ୍ଲୀ: ଦିଲ୍ଲୀ ଦଙ୍ଗା ମାମଲାରେ ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ । ସୁପ୍ରିମକୋର୍ଟ ଉମର ଖାଲିଦ ଏବଂ ଶରଜିଲ ଇମାମଙ୍କ ଜାମିନ ଆବେଦନ ଖାରଜ କରିଛନ୍ତି । ଘଟଣାରେ ଜଡିତ ଅନ୍ୟ ୫ ଅଭିଯୁକ୍ତଙ୍କୁ ଜାମିନ ମିଳିଛି । ଜଷ୍ଟିସ ଅରବିନ୍ଦ କୁମାର ଏବଂ … Read More

ଆମେରିକା ଉପରାଷ୍ଟ୍ରପତିଙ୍କ ଘର ଉପରେ ଆକ୍ରମଣ

ଆମେରିକା : ଆମେରିକା ଉପରାଷ୍ଟ୍ରପତି ଜେଡି ଭାନ୍ସଙ୍କ ଘର ଉପରେ ଆକ୍ରମଣ । ଘଟଣାରେ ସୁରକ୍ଷାକର୍ମୀ ଜଣେ ସନ୍ଦିଗ୍ଧକୁ ଗିରଫ କରିଛନ୍ତି । ଆକ୍ରମଣ ଫଳରେ ଉପରାଷ୍ଟ୍ରପତିଙ୍କ ଘରର ଝରକା ସବୁ ଭାଙ୍ଗିଯାଇଥିବା ଭିଡିଓରେ ନଜର ଆସିଛି । ଆକ୍ରମଣ ପରେ ୟୁଏସ୍ … Read More

ଆଜିଠୁ ଦିଲ୍ଲୀ ବିଧାନସଭାର ଶୀତକାଳୀନ ଅଧିବେଶନ; ପ୍ରଦୂଷଣକୁ ନେଇ ସରକାରଙ୍କୁ ଘେରିଲେ ବିରୋଧୀ

ନୂଆଦିଲ୍ଲୀ: ଆଜିଠୁ ଦିଲ୍ଲୀ ବିଧାନସଭାର ଶୀତକାଳୀନ ଅଧିବେଶନ ଆରମ୍ଭ ହୋଇଛି। ଏହି ଅଧିବେଶନର ପ୍ରଥମ ଦିନରେ ବିରୋଧୀ ଦଳ ପ୍ରଦୂଷଣକୁ ନେଇ ସରକାରଙ୍କୁ ଘେରିବା ସହ ଗୃହରେ ପ୍ରବଳ ହଙ୍ଗାମା କରିଥିଲେ। ହଙ୍ଗାମା ଏତେ ତୀବ୍ର ହୋଇଥିଲା ଯେ ବାଚସ୍ପତିଙ୍କୁ ଆପର … Read More

ଭାରତକୁ ପୁଣି ଟାରିଫ୍ ଭୟ ଦେଖାଇଲେ ଟ୍ରମ୍ପ

ନୂଆଦିଲ୍ଲୀ : ପୁଣି ଭାରତକୁ ଟାରିଫ୍ ଭୟ ଦେଖାଇଛନ୍ତି ଡୋନାଲ୍ଡ ଟ୍ରମ୍ପ । ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଭାରତ ସମ୍ପର୍କରେ ଏକ କଡ଼ା ବୟାନ ଦେଇଛନ୍ତି। ସେ ପ୍ରଥମେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ପ୍ରଶଂସା କରିଥିଲେ କିନ୍ତୁ … Read More

ଏଣିକି ସଫେଇ ପାଇଁ ଉପଭୋକ୍ତାଙ୍କଠାରୁ ଦେୟ ଆଦାୟ କରିବ ବିଏମସି

ଭୁବନେଶ୍ବର: ଏଣିକି ଉପଭୋକ୍ତା ମାନଙ୍କ ପାଖରୁ ଅଳିଆ ସଫେଇ ପାଇଁ ଦେୟ ଆଦାୟ କରିବ ଭୁବନେଶ୍ୱର ମହାନଗର ନିଗମ । ଏନେଇ ନୂଆ ତାଲିକା ମଧ୍ୟ ଜାରି କରିଛି ବିଏମସି । ଭୁବନେଶ୍ୱର ମହାନଗର ନିଗମ ଅଧୀନରେ ଥିବା ଘର,ସପିଂ ମଲ,ହାଟ,ହୋଟେଲ,କ୍ୟାଫେ ଆଦିରୁ … Read More

ମୁଖ୍ୟମନ୍ତ୍ରୀଙ୍କ ଷୋଡଶ ଅଭିଯୋଗ ଶୁଣାଣି

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠକୁ ଆସୁଥିବା ଅଭିଯୋଗର ୯୫% ସମାଧାନ ହୋଇଛି । ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଆଜି ମୁଖ୍ୟମନ୍ତ୍ରୀଙ୍କ ଷୋଡଶ ଅଭିଯୋଗ ଶୁଣାଣି ଥିଲା । ଆଜି ମୁଖ୍ୟମନ୍ତ୍ରୀଙ୍କ ସହ ୭ଜଣ ମନ୍ତ୍ରୀ, ଅତିରିକ୍ତ … Read More