ନାବାଳିକା ଦୁଷ୍କର୍ମ ଓ ହତ୍ୟା ମାମଲାରେ ଦୋଷୀକୁ ମୃତ୍ୟୁ ଦଣ୍ଡ

ବରଗଡ: ବରଗଡ଼ ଜିଲା ପାଇକମାଳ ଥାନା ଅଞ୍ଚଳରେ ଗତ ୨୦୨୪ ନଭେମ୍ବରରେ ହୋଇଥିବା ନାବାଳିକା ଦୁଷ୍କର୍ମ ଓ ହତ୍ୟା ମାମଲାରେ ଦୋଷୀକୁ ମୃତ୍ୟୁ ଦଣ୍ଡାଦେଶ ହୋଇଛି। ପୋକ୍ସୋ ଅଦାଲତ ଏହାର ବିଚାର କରି ଆଜି ଅଭିଯୁକ୍ତଙ୍କୁ ମୃତ୍ୟୁ ଦଣ୍ଡାଦେଶ ଦେଇଛନ୍ତି। ୩୭ … Read More

ବନକଲାଗି ନୀତି ପାଇଁ ଆସନ୍ତାକାଲି ଶ୍ରୀମନ୍ଦିରରେ ୫ ଘଣ୍ଟା ସର୍ବାସାଧାରଣ ଦର୍ଶନ ବନ୍ଦ

ଭୁବନେଶ୍ବର:  ଆସନ୍ତାକାଲି ମାଘ କୃଷ୍ଣ ଚତୁର୍ଥୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଦତ୍ତ ମହାପାତ୍ର ସେବକମାନେ ଶ୍ରୀବିଗ୍ରହଙ୍କ ଶୃଙ୍ଗାର କରିବେ। ଦ୍ବିତୀୟ ଭୋଗମଣ୍ଡପ ପରେ ଏହି ନୀତି ଆରମ୍ଭ ହେବ। ଏଥିପାଇଁ ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ … Read More

ମହାତ୍ମା ଗାନ୍ଧୀଙ୍କ ଗ୍ରାମ ସ୍ଵରାଜ୍ୟ ସ୍ଵପ୍ନକୁ ସାକାର କରିବା ଭିବି ଜି ରାମ ଜି ବିଲ୍‌ର ଲକ୍ଷ୍ୟ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର :ବିଜେପି ପାର୍ଟି ଅଫିସ୍‌ରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବପୂର୍ଣ୍ଣ ପ୍ରେସମିଟ୍ ଅନୁଷ୍ଠିତ ହୋଇଛି। ଯେଉଁଥିରେ ସେ ଭିବି ଜି ରାମ ଜି ବିଲ୍‌ର ଉପକାରିତା ନେଇ ସୂଚନା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ପ୍ରଧାନମନ୍ତ୍ରୀଙ୍କ ଏକ ମାତ୍ର ଲକ୍ଷ୍ୟ ୨୦୪୭ ସୁଦ୍ଧା ବିକଶିତ ଭାରତରେ … Read More

ଚିଲିକାର ସୁରକ୍ଷା ଓ ପୁନରୁଦ୍ଧାର ପ୍ରସଙ୍ଗରେ କେନ୍ଦ୍ର ଅର୍ଥମନ୍ତ୍ରୀଙ୍କ ସହ ଆଲୋଚନା କଲେ ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ

ଭୁବନେଶ୍ୱର : ନୂଆରୂପ ପାଇବ ଚିଲିକା ।  ଚିଲିକାର ଡେଭଲପମେଣ୍ଟ କରାଯିବ ସହ ସମ୍ପୂର୍ଣ୍ଣ ଅବରୋଧ ମୁକ୍ତ କରାଯିବ । ଏନେଇ କେନ୍ଦ୍ର ଅର୍ଥମନ୍ତ୍ରୀ ଶ୍ରୀମତୀ ନିର୍ମଳା ସୀତାରମଣଙ୍କୁ ଭେଟିଲେ ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ।  ଉପସ୍ଥିତ ଥିଲେ ପୁରୀ ସାଂସଦ ସମ୍ବିତ … Read More

୧୦ ରୁ ରାଜଧାନୀରେ ଜାତୀୟସ୍ତରୀୟ ଶିଶିର ସରସ ମେଳା

ଭୁବନେଶ୍ୱର : ଆସନ୍ତା ୧୦ ତାରିଖରୁ ରାଜଧାନୀରେ ଆରମ୍ଭ ହେବ ଜାତୀୟସ୍ତରୀୟ ଶିଶିର ସରସ ମେଳା -୨୦୨୬ ।  ଜାନୁଆରୀ ୧୦ରୁ ୧୮ ତାରିଖ ପର୍ଯ୍ୟନ୍ତ ଇଡକୋ ଗ୍ରାଉଣ୍ଡରେ ମେଳା ଚାଲିବ। ପ୍ରତିଦିନ ସକାଳ ୧୦ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ବୁଲିପାରିବେ ରାଜଧାନୀବାସୀ … Read More

ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ପ୍ରଶାଂସା କଲେ ମୋଦି, ମିଳିଲା ବଡ଼ ରାଜନୈତିକ ସମର୍ଥନ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।  ଜନ୍ମଦିନର ଶୁଭେଛା ଜଣାଇ ସୋସିଆଲ ମିଡିଆ X ରେ ଲେଖିଛନ୍ତି ​”ଓଡ଼ିଶାର ପରିଶ୍ରମୀ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଜୀଙ୍କୁ ଜନ୍ମଦିନର ଅନେକ ଅନେକ ଶୁଭେଚ୍ଛା ।  … Read More

ସ୍କୁଟିକୁ ଧକ୍କା ଦେଲା ବସ୍; ଦୁଇ ମୃତ

ଭୁବନେଶ୍ବର : ପିପିଲି ଥାନା ଅନ୍ତର୍ଗତ ମଙ୍ଗଳପୁର ନିକଟସ୍ଥ ଜମାଲପୁର ଛକରେ  ଭୁବନେଶ୍ୱର-ପୁରୀ ଜାତୀୟ ରାଜପଥରେ ମଙ୍ଗଳବାର ଏକ ଘରୋଇ ବସ୍ ସ୍କୁଟିକୁ ଧକ୍କା ଦେଇଛି। ଏହି ମର୍ମନ୍ତୁଦ ଦୁର୍ଘଟଣାରେ ଜଣେ ମହିଳା ସାମ୍ବାଦିକଙ୍କ ସମେତ ଦୁଇ ଜଣଙ୍କର ମୃତ୍ୟୁ ଘଟିଛି। … Read More

ଶ୍ରୀମନ୍ଦିରରେ ଓମଫେଡ ବଦଳରେ ପୁଣି ଖୋଲା ଘିଅ ବ୍ୟବହାର, ୨ ସୁଆରଙ୍କୁ ନୋଟିସ

ପୁରୀ: ଅନେକ ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିରରେ ଘିଅ ବ୍ୟବହାର ନେଇ ବିବାଦ ଉପୁଜିଛି । ଶ୍ରୀମନ୍ଦିର ପରିସରରେ ଓମଫେଡ ଘିଅ ବଦଳରେ ବାହାରୁ ଅନ୍ୟ ଖୋଲା ଘିଅ ମିଳିଥିବାବେଳେ ଏହାକୁ ଜବତ କରିଛି ଶ୍ରୀମନ୍ଦିର ପ୍ରଶାସନ । ଏ … Read More

ନବୋଦୟ ବିଦ୍ୟାଳୟରେ ଜଣ୍ଡିସ ବ୍ୟାପିବା ଘଟଣା: ସ୍ଥିତି ପରିଖିଲେ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଖୋର୍ଦ୍ଧା: ଜଣ୍ଡିସ ବ୍ୟାପିବା ଘଟଣାରେ ସ୍ଥିତି ପରିଖିଛି କହିଲେ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ। ସାମ୍ପୁଲ୍ ସଂଗ୍ରହ କରାଯାଇଛି ଏବଂ ଏହି ମାମଲାରେ ଖୋର୍ଦ୍ଧା ଜିଲ୍ଲା ଟିମ୍ ଆକ୍ଟିଭ ଅଛି। ପ୍ରାୟ ହେପାଟାଇଟିସ A ବୋଲି ଜଣାପଡ଼ିଛି। ଏହା ଇଣ୍ଡେକ୍ସ କେସ୍‌ ଅନୁମାନ କରାଯାଉଛି। … Read More

ଲାଞ୍ଚ ନେଲା ବେଳେ ଫରେଷ୍ଟରଙ୍କୁ କାବୁ କଲା ଭିଜିଲାନ୍ସ

ବଲାଙ୍ଗୀର: ଲାଞ୍ଚ ନେଲା ବେଳେ ଭିଜିଲାନ୍ସ ଜାଲରେ ପଡିଗଲେ ଫରେଷ୍ଟର ବାବୁ। ଲାଞ୍ଚୁଆ ଫରେଷ୍ଟରଙ୍କୁ ଧରିଲା ଭିଜିଲାନ୍ସ ଟିମ୍। ୧୦ ହଜାର ଟଙ୍କା ଲାଞ୍ଚ ନେଲା ବେଳେ ଫରେଷ୍ଟର ଅଶୋକ କୁମାର ନାୟକଙ୍କୁ ମାଡ଼ିବସିଲା ଭିଜିଲାନ୍ସ। ସୂଚନା ମୁତାବକ କୌଶିକ କୁମାର … Read More