ଏସସିବିରୁ ଖସିଲା ଛାତ: ରୋଗୀ ଆହତ
କଟକ: ଏସସିବି ମେଡିକାଲ ଛାତର ସିଲିଂ ଜଣେ ରୋଗୀଙ୍କ ଉପରେ ଖସିପଡିବାରୁ ଆହତ ହୋଇଛନ୍ତି ରୋଗୀ । ଖବର ଅନୁସାରେ ଏସସିବି ମେଡିକାଲର ପୁରୁଣା ମେଡ଼ିସିନ ୱାର୍ଡରେ ଏକ ଅଘଟଣ ଘଟିଛି । ଜଣେ ରୋଗୀ ଚିକିତ୍ସିତ ହେଉଥିବା ସମୟରେ ତାଙ୍କ … Read More
କଟକ: ଏସସିବି ମେଡିକାଲ ଛାତର ସିଲିଂ ଜଣେ ରୋଗୀଙ୍କ ଉପରେ ଖସିପଡିବାରୁ ଆହତ ହୋଇଛନ୍ତି ରୋଗୀ । ଖବର ଅନୁସାରେ ଏସସିବି ମେଡିକାଲର ପୁରୁଣା ମେଡ଼ିସିନ ୱାର୍ଡରେ ଏକ ଅଘଟଣ ଘଟିଛି । ଜଣେ ରୋଗୀ ଚିକିତ୍ସିତ ହେଉଥିବା ସମୟରେ ତାଙ୍କ … Read More
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସ୍ୱାସ୍ଥ୍ୟ ବିଭାଗର ସମୀକ୍ଷା କରିଥିଲେ। ଏଥିରେ ମୁଖ୍ୟତଃ ସ୍ୱାସ୍ଥ୍ୟ ଭିତ୍ତିଭୂମିର ଉନ୍ନତିକରଣ ଉପରେ ଗୁରୁତ୍ୱ ଦିଆଯାଇଥିଲା। ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଆଉ କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ମଧ୍ୟ ନେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି … Read More
ଭୁବନେଶ୍ବର: ଆସନ୍ତା ଏପ୍ରିଲରୁ ଓଡ଼ିଶାରେ ଆରମ୍ଭ ହେବ ପ୍ରଥମ ପର୍ଯ୍ୟାୟ ଜନଗଣନା । ଏନେଇ ଜନଗଣନା ନିର୍ଦ୍ଦେଶକ ନିଖିଲ ପୱନ କଲ୍ୟାଣ ସୂଚନା ଦେଇଛନ୍ତି । ରାଜ୍ୟସ୍ତରୀୟ ଜନଗଣନା ସମନ୍ୱୟ କମିଟି ବୈଠକ ଆଜି ଅନୁଷ୍ଠିତ ହେଉଥିବା ବେଳେ ଏହି ସୂଚନା ଦିଆଯାଇଛି … Read More
ଟିଟିଲାଗଡ଼: ବଲାଙ୍ଗୀର ଜିଲା ପ୍ରଶାସନ ଡିସେମ୍ବର ୫ରୁ ଧାନ ମଣ୍ଡି ଖୋଲି ଚାଷୀଙ୍କ ଧାନ କ୍ରୟ କରିବ ବୋଲି ଘୋଷଣା କରିଥିଲା। ହେଲେ ଡିସେମ୍ବର ୨୦ ତାରିଖରେ ମଣ୍ଡି ଖୋଲିଲା। ଯାହାକୁ ନେଇ ଚାଷୀ ମାନଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଥିଲା। … Read More
ପୁରୀ: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବଡ ମହାସ୍ନାନ କରାଯାଇଛି। ବୁଧବାର ଶ୍ରୀମନ୍ଦିର ଭିତର କାଠ ନିକଟରେ ବାନ୍ତି ପଡ଼ିଥିବାରୁ ମହାପ୍ରଭୁଙ୍କ ମହାସ୍ନାନ କରାଯାଇଛି । ମିଳିଥିବା ସୂଚନା ଅନୁସାରେ, ଭିତର କାଠ ନିକଟରେ ବାନ୍ତି ପଡ଼ିଥିବା ନେଇ ସେବାୟତ ଦେଖିଥିଲେ । ଏହାପରେ … Read More
ବ୍ରହ୍ମପୁର: ଉଜବେକିସ୍ତାନରେ ଫସିଛନ୍ତି ଶତାଧିକ ଓଡ଼ିଆ । ପ୍ରାୟ ୧୫୦ରୁ ଅଧିକ ଓଡ଼ିଆ ଫସି ସେଠାରେ ଫସି ରହିଛନ୍ତି । ସେଥିରୁ ଗଞ୍ଜାମର କେବଳ ୧୦ଜଣ ଇଞ୍ଜିନିୟର ଥିବା ଅନୁମାନ କରାଯାଉଛି । ଆଙ୍ଗିୟୁଲରେ ଏଣ୍ଟର ଇଂଜିନିୟର କମ୍ପାନୀ ସାମ୍ନାରେ ୫ଦିନରୁ ଅଧିକ … Read More
ଭୁବନେଶ୍ୱର : ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ । ପ୍ରଥମ ପର୍ଯ୍ୟାୟରେ ୧୧୮ ଟି ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟର ଭିତ୍ତିପ୍ରସ୍ତର । ବାଣପୁରର ବିଶେଷ କାର୍ଯ୍ୟକ୍ରମରେ ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ । ଏଥିପାଇଁ ବାର ହଜାର … Read More
ଚିଲିକା : ବଦଳିବ ଚିଲିକାର ରୂପ । ମୁହାଣ ଖୋଲିବ, ବଢ଼ିବ ମାଛ ସଂଖ୍ୟା । ମାଷ୍ଟର ପ୍ଲାନ୍ ପ୍ରସ୍ତୁତ କଲା IIT ମାଡ୍ରାସ । ଓଡ଼ିଶାର ଗର୍ବ ଚିଲିକା ହ୍ରଦର ସୁରକ୍ଷା ଓ ବିକାଶ ପାଇଁ ଏକ ବଡ଼ ଯୋଜନା ପ୍ରସ୍ତୁତ … Read More
ଅନୁଗୁଳ : ପାଲଲହଡ଼ାରେ ନିର୍ମମ ହତ୍ୟା । ନିଖୋଜ ମହିଳାଙ୍କ ମୃତଦେହ ଉଦ୍ଧାର । ଅନୁଗୁଳ ପାଲଲହଡା ସୁସଭନାଳୀ ଗାଁ ରୁ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି । କେହି ଦୁର୍ବୃତ୍ତ ପଥରରେ ଛେଚିବା ପରେ ମାରାଣାସ୍ତ୍ରରେ ହତ୍ୟା କରିଥିବା ଅଭିଯୋଗ ହୋଇଛି … Read More
ଭୁବନେଶ୍ବର: ଓଡ଼ିଶା ଅତ୍ୟାବଶ୍ୟକ ସେବା (ରକ୍ଷଣାବେକ୍ଷଣ) ଆଇନ, ୧୯୮୮ (ଏସମା) ଅନୁଯାୟୀ ଡାକ୍ତରଙ୍କ ଧର୍ମଘଟକୁ ନିଷେଧ କରାଯିବା ପରେ ମଧ୍ୟ ଜିଦରେ ଅଟଳ ଡାକ୍ତର ସଂଘ। ସରକାରୀ ଡାକ୍ତରମାନେ ବୁଧବାର ଦୁଇ ଘଣ୍ଟା ପାଇଁ ଓପିଡି ସେବାକୁ ସ୍ଥଗିତ ରଖି ସେମାନଙ୍କର … Read More