୯୫୨ କୋଟି ବ୍ୟୟରେ ହେବ ଜୟଦେବ ବିହାର-ନନ୍ଦନକାନନ ଫ୍ଲାଏ ଓଭର, କମିବ ଟ୍ରାଫିକ ଯନ୍ତ୍ରଣା
ଭୁବନେଶ୍ବର: ଜୟଦେବ ବିହାରରୁ ନନ୍ଦନକାନନ ରାସ୍ତାରୁ ହଟିବ ଭିଡ । ଏନେଇ ୯୫୨ କୋଟି ଟଙ୍କାର ଫ୍ଲାଏ ଓଭର ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ଜାତୀୟ ସଡ଼କ ସୁରକ୍ଷା ସପ୍ତାହ ପାଳନ ଅବସରରେ ମୁଖ୍ୟମନ୍ତ୍ରୀ ପୂର୍ତ୍ତ ବିଭାଗର ଅନେକ ଗୁରୁତ୍ବପୂର୍ଣ୍ଣ ପ୍ରକଳ୍ପ … Read More
