ଚାଷୀକୁଳକୁ ପ୍ରତାରଣା କରିଛନ୍ତି ରାଜ୍ୟ ସରକାର: ବିଜେଡି
ଭୁବନେଶ୍ୱର: ରାଜ୍ୟରେ ଧାନ କିଣାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଥିବା ବେଳେ, ଚାଷ ଉପରେ ନିର୍ଭର କରୁଥିବା ପ୍ରାୟ ୭୦ ପ୍ରତିଶତ ଲୋକ ଆଜି ରାଜ୍ୟ ସରକାରଙ୍କ ପ୍ରତାରଣାର ଶିକାର ହୋଇଛନ୍ତି ବୋଲି ବିଜୁ ଜନତା ଦଳ ଅଭିଯୋଗ କରିଛି … Read More
