ଚିଲିକା ଉନ୍ନୟନ କର୍ତ୍ତୃପକ୍ଷଙ୍କ ବୈଠକ; ପର୍ଯ୍ୟଟନ ପାଇଁ ସ୍ୱତନ୍ତ୍ର ଯୋଜନା କରିବାକୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ଚିଲିକାର ବିକାଶ ପାଇଁ ଏକ ସମନ୍ୱିତ ଯୋଜନା ପ୍ରସ୍ତୁତ କରାଯାଇଛି । ଚିଲିକା ଉନ୍ନୟନ କତ୍ତୃପକ୍ଷଙ୍କ ଏକ ବୈଠକରେ ଚିଲିକାର ଉନ୍ନୟନ ସମ୍ପର୍କରେ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ । ଚିଲିକା ହେଉଛି ଆମ ଜୈବ ବିବିଧତାର ଏକ ଭଣ୍ଡାର । … Read More
