’ଓଡ଼ିଶାର ବୌଦ୍ଧ ଐତିହ୍ୟ ଓ ପର୍ଯ୍ୟଟନ ବିକାଶ ଉପରେ ଗୁରୁତ୍ବ ଦେଉଛନ୍ତି ସରକାର’

ଯାଜପୁର: ଅନ୍ତର୍ଜାତୀୟ ବୌଦ୍ଧ ସମ୍ମିଳନୀ ମାଧ୍ୟମରେ ବୌଦ୍ଧ ପର୍ଯ୍ୟଟନର ବିକାଶ ହେବା ସହ ଶାନ୍ତି ଏବଂ କରୁଣାର ବାର୍ତ୍ତା ସାରା ବିଶ୍ୱରେ ପହଞ୍ଚିପାରିବ। ଏଇ ଓଡ଼ିଶା ମାଟି ସର୍ବଦା ଆଧ୍ୟାତ୍ମିକତାର ପଥରେ ଅଗ୍ରସର ହୋଇଆସିଛି। ଓଡ଼ିଶା ସରକାର ଏଦିଗରେ ଅନେକ ପ୍ରୟାସ … Read More

ମାଞ୍ଜା ସୂତା ଲାଗି କଟିଲା ବେକ, ଅବସ୍ଥା ଗୁରୁତର

ବାଲେଶ୍ୱର: ମକର ସଂକ୍ରାନ୍ତିରେ ଗୁଡ଼ିର ମାଞ୍ଜା ସୂତା ଲାଗି କଟିଲା ବେକ । ଢେଙ୍କାନାଳ ପରେ ବାଲେଶ୍ୱର ଜିଲ୍ଲାରୁ ସାମ୍ନାକୁ ଆସିଲା ବଡ଼ ଅଘଟଣ । ମକର ସଂକ୍ରାନ୍ତିରେ ଘାତକ ସାଜିଲା ଗୁଡ଼ିରେ ମାଞ୍ଜା ସୂତା ବ୍ୟବହାର । ମାଞ୍ଜା ସୂତା … Read More

ଡକାୟତି ଉଦ୍ୟମ ପଣ୍ଡ, ଗ୍ୟାଙ୍ଗ ଗିରଫ, ମାରଣାସ୍ତ୍ର ସହ ନଗଦ ଟଙ୍କା ଜବତ

ବଣାଇ: ବଡ଼ଧରଣର ଡକାୟତ ଗ୍ୟାଙ୍ଗ ଗିରଫ ।  ଡକାୟତି ପାଇଁ ଉଦ୍ୟମ କରୁଥିବା ବେଳେ ୩ ଆନ୍ତଃରାଜ୍ୟ ଡକାୟତ ଗିରଫ ।  ଘଟଣାସ୍ଥଳରୁ ଚମ୍ପଟ ମାରିଲେ ଆଉ ୬ରୁ ୭ ଡକାୟତ ।  ସୁନ୍ଦରଗଡ ଜିଲ୍ଲା ଟିକାୟତପାଲି ଥାନା ଚନ୍ଦ୍ରପୁର ଗାଁରୁ ୩ … Read More

ଭୋଗି ଉତ୍ସବ ବେଳେ ବାଣ ଫୁଟି ୪ ଗୁରୁତର

ରାୟଗଡ଼ା: ରାୟଗଡ଼ା ୟେଦୁ ସାହିରେ ବାଣ ବିସ୍ଫୋରଣରେ ୪ ଜଣ ଗୁରୁତର ହୋଇଛନ୍ତି। ମକର ସଂକ୍ରାନ୍ତି ପାଇଁ ବାଣ ଭିଡୁଥିବା ବେଳେ ବିସ୍ଫୋରଣ ଘଟିଥିବା କୁହାଯାଉଛି। ଗତକାଲି ରାତିରେ ଭୋଗି ଉତ୍ସବ ପାଳନ ବେଳେ ନିଆଁରେ ବାଣ ପକାଇବାରୁ ବିସ୍ଫୋରଣ ହୋଇଥିବା … Read More

କଟକରୁ ଉଦ୍ଧାର ହେଲା ଭଦ୍ରକରେ ବିକ୍ରି ହୋଇଥିବା ଶିଶୁକନ୍ୟା

ଭଣ୍ଡାରିପୋଖରୀ : ବିକ୍ରି ହୋଇଥିବା ଶିଶୁକନ୍ୟାକୁ କଟକରୁ ଉଦ୍ଧାର କଲା ଭଣ୍ତାରିପୋଖରୀ ଥାନା ପୁଲିସ। ଗତକାଲି ଏ ନେଇ ଭଣ୍ଡାରିପୋଖରୀ ଥାନା ବୟାବନାପୁର ଗାଁର ୫୫ ବର୍ଷୀୟା ସାବିତ୍ରୀ ଦାସ ତାଙ୍କ ନାତୁଣୀ(୧ମାସ)ର ଉଦ୍ଧାର ପାଇଁ ପୁଲିସର ହସ୍ତକ୍ଷେପ ଲୋଡ଼ିଥିଲେ। ସାବିତ୍ରୀଙ୍କ … Read More

ବୈତରଣୀରେ ମକର ବୁଡ଼ ପକାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ପାଟଣା: ଆଜି ପବିତ୍ର ମକର ସଂକ୍ରାନ୍ତି । ଏହି ଅବସରରେ ପୁଣ୍ୟତୋୟା ବୈତରଣୀରେ ମକର ବୁଡ଼ ପକାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। କେନ୍ଦୁଝର ଜିଲ୍ଲା ପାଟଣାରେ ଥିବା ବୈତରଣୀ ନଦୀର ଶୈବ୍ୟା କାବେରୀ ଘାଟରେ ପତ୍ନୀଙ୍କ ସହ ମୁଖ୍ୟମନ୍ତ୍ରୀ ବୁଡ଼ … Read More

ଚୁଲିରେ ପଡି ଦୁଇ ମାସର ଶିଶୁ ଗୁରୁତର

ଜଳେଶ୍ୱର: ବାଲେଶ୍ଵର ଜିଲ୍ଲା ଜଳେଶ୍ଵର ଥାନା ଚାଲନ୍ତି ଗାଁରେ ଅଭାବନୀୟ ଘଟଣା ଘଟିଛି। ନିଆଁରେ ପଡି ଏକ ଦୁଇ ମାସର ଶିଶୁ ଗୁରୁତର ହୋଇଛି। ସୂଚନା ଅନୁସାରେ ପ୍ରବଳ ଶୀତ ଦାଉରୁ ରକ୍ଷା ପାଇବା ପାଇଁ ଜଳେଶ୍ୱର ଥାନା ମହମ୍ମଦ ନଗର … Read More

ନିୟମ ଭାଙ୍ଗିଲେ ଡ୍ରାଇଭିଂ ଲାଇସେନ୍ସ ରଦ୍ଦ, ବଢ଼ିବ ଇନସ୍ୟୁରାନ୍ସ ଖର୍ଚ୍ଚ

ଭୁବନେଶ୍ୱର : ଡ୍ରାଇଭିଂ ଲାଇସେନ୍ସ ନିୟମରେ ହେବ ବଡ଼ ପରିବର୍ତ୍ତନ । ଗାଡ଼ି ଚାଳକ ନିୟମ ଭାଙ୍ଗିଲେ କଟିବ ପଏଣ୍ଟ । ରଦ୍ଦ ହେବ ଲାଇସେନସ । ମହଙ୍ଗା ହେବ ବୀମା । ସଡ଼କ ଦୁର୍ଘଟଣା ରୋକିବା ଓ ଟ୍ରାଫିକ୍ ନିୟମକୁ ଅଧିକ … Read More

ରାଜ୍ୟରେ ପ୍ରତିଷ୍ଠା ହେବ ପ୍ରଥମ ହ୍ୟାଣ୍ଡବଲ ସ୍ପୋର୍ଟ୍ସ ହଷ୍ଟେଲ, ଘୋଷଣା କଲେ ମୁଖ୍ୟମନ୍ତ୍ରୀ

କେନ୍ଦୁଝର : ଓଡ଼ିଶାର ପ୍ରଥମ ୧୦୦ ଶଯ୍ୟା ବିଶିଷ୍ଟ ହ୍ୟାଣ୍ଡବଲ ସ୍ପୋର୍ଟ୍ସ ହଷ୍ଟେଲର ପ୍ରତିଷ୍ଠା ହେବ । ଏନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଘୋଷଣା କରିଛନ୍ତି । ରାଜ୍ୟରେ କ୍ରୀଡାର ବିକାଶ ପାଇଁ ଅଣ୍ଟା ଭିଡିଛନ୍ତି ସରକାର । କେନ୍ଦୁଝର ଜିଲ୍ଲାରେ ରାଜ୍ୟର … Read More

ମକରସଂକ୍ରାନ୍ତିରେ ଲିଙ୍ଗରାଜଙ୍କ ନୀତିକାନ୍ତିରେ ବିଭ୍ରାଟ

ଭୁବନେଶ୍ୱର: ତୁଟିଲାନି ନବାଙ୍କ ବେଢ଼ା କ୍ଷୀର ଆଉଟା ସେବା ଅଧିକାର ବିବାଦ। ବନ୍ଦ ରହିଲା ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ନୀତି। ମଙ୍ଗଳବାର ସନ୍ଧ୍ୟାଧୂପଠାରୁ ଉପବାସରେ ମହାପ୍ରଭୁ ଶ୍ରୀଲିଙ୍ଗରାଜ। ମନ୍ଦିରରେ ନୀତିକାନ୍ତି ସବୁ ବନ୍ଦ ରହିଛି। ଗତକାଲି ସନ୍ଧ୍ୟାରୁ ଉପବାସରେ ଠାକୁର। ଆଜି ମକର … Read More