ଇଣ୍ଡିଗୋ ବିମାନକୁ ବୋମା ଧମକ, ଲକ୍ଷ୍ନୌ ବିମାନବନ୍ଦରରେ କଲା ଜରୁରୀ ଅବତରଣ

ନୂଆଦିଲ୍ଲୀ : ଦିଲ୍ଲୀରୁ ବାଗଡୋଗରା ଯାଉଥିବା ଇଣ୍ଡିଗୋ ଏୟାରଲାଇନ୍ସର ଏକ ବିମାନକୁ ବୋମା ଧମକ । ଯାହା ପରେ ଆତଙ୍କ ସୃଷ୍ଟି କରିଛି । ସୁରକ୍ଷା ପ୍ରୋଟୋକଲ୍ ହିସାବରେ ବିମାନଟିକୁ ତୁରନ୍ତ ଲକ୍ଷ୍ନୌର ଚୌଧୁରୀ ଚରଣ ସିଂ ଅନ୍ତର୍ଜାତୀୟ ବିମାନବନ୍ଦରରେ ଜରୁରୀକାଳୀନ ଅବତରଣ … Read More

ବରଦାସ୍ତ କରାଯିବନି ଟ୍ରମ୍ପଙ୍କ ଜବରଦସ୍ତି : ରାସ୍ତାକୁ ଓହ୍ଲାଇଲେ ଗ୍ରୀନଲାଣ୍ଡ ବାସିନ୍ଦା

ନୂଆଦିଲ୍ଲୀ: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗ୍ରୀନଲାଣ୍ଡକୁ ନିଜ ଅକ୍ତିଆରକୁ ନେବାକୁ ଖୋଲାଖୋଲି ଭାବେ କହିଛନ୍ତି । ଟ୍ରମ୍ପଙ୍କ ଆକ୍ରମଣାତ୍ମକ କାର‌୍ୟ୍ୟ ବିରୋଧରେ ନାଟୋ ଏବଂ ୟୁରୋପୀୟ ଦେଶମାନେ ଏକଜୁଟ ହୋଇଥିବା ବେଳେ, ଗ୍ରୀନଲାଣ୍ଡର ଲୋକମାନେ ମଧ୍ୟ କ୍ଷୋଭ ପ୍ରକାଶ କରିଛନ୍ତି। … Read More

ବାୟୁସେନାର ୧୧୪ ରାଫେଲ କ୍ରୟ ପ୍ରସ୍ତାବକୁ ଡିପିବି ମଞ୍ଜୁରୀ

ନୂଆଦିଲ୍ଲୀ: ବାୟୁସେନା ପାଇଁ ଆଉ ୧୧୪ଟି ରା​‌ଫଲ ଯୁଦ୍ଧ ବିମାନ କ୍ରୟ କରିବା ପ୍ରସ୍ତାବ ଆଉ ପାଦେ ଆଗେଇଛି। ଶୁକ୍ରବାର ପ୍ରତିରକ୍ଷା ସଚିବଙ୍କ ଅଧ୍ୟକ୍ଷତାରେ ଗଠିତ ଡିଫେନ୍ସ ପ୍ରୋକ୍ୟୁରମେଣ୍ଟ ବୋର୍ଡ (ଡିପିବି) ଏହି ପ୍ରସ୍ତାବକୁ ସବୁଜ ସଙ୍କେତ ଦେଇଛି। ଡିଏସି (ଡିଫେନ୍ସ … Read More

ବାଂଲାଦେଶରେ ପୁଣି ୨ ହିନ୍ଦୁଙ୍କୁ ହତ୍ୟା

ଢାକା: ବାଂଲାଦେଶରେ ହିନ୍ଦୁ ସମୁଦାୟଙ୍କ ଉପରେ ହିଂସା ଥମିବାର ନାଁ ନେଉନି। ଗତ ୨ ଦିନରେ ଅଲଗା ଅଲଗା ଜିଲାରେ ୨ ହିନ୍ଦୁଙ୍କୁ ହତ୍ୟା ମାମଲା ସାମ୍ନାକୁ ଆସିଛି। ଶନିବାର ସକାଳ ୧୧ଟା ସମୟରେ ଗାଜିପୁର ଜିଲାର କାଳିଗଞ୍ଜ ଅଞ୍ଚଳରେ ଜଣେ … Read More

ଇରାନ ସରକାରଙ୍କ ମୃତ୍ୟୁଦଣ୍ଡ ଚେତାବନୀ ପରେ ଥମିଛି ବିକ୍ଷୋଭ

ତେହେରାନ: ଦୀର୍ଘ ଦୁଇ ସପ୍ତାହ ଧରି ଇରାନରେ ଚାଲିଥିବା ବିକ୍ଷୋଭ ଆପାତତଃ ଧିମେଇ ଯାଇଥିବା ଲକ୍ଷ୍ୟ କରାଯାଇଛି। ଗିରଫ ହୋଇଥିବା ବିକ୍ଷୋଭକାରୀଙ୍କୁ ମୃତ୍ୟୁଦଣ୍ଡ ମିଳିବ ବୋଲି ଇରାନର ମୌଳବାଦୀ ସରକାର ଧମକ ଦେବାପରେ ଏହାର ପ୍ରଭାବ ବିକ୍ଷୋଭକାରୀଙ୍କ ଉପରେ ପଡିଛି। ଫଳରେ … Read More

ଦିଲ୍ଲୀରେ ବାୟୁ ପ୍ରଦୂଷଣ ପୁଣି ସାଂଘାତିକ : ଗ୍ରାପ୍-୪ କଟକଣା ଲାଗୁ

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ ପୁଣି ପ୍ରଦୂଷଣ ବଢ଼ିଛି। ବାୟୁ ପ୍ରଦୂଷଣ ବୃଦ୍ଧି ଯୋଗୁଁ ଦିଲ୍ଲୀ-ଏନସିଆରରେ ପୁଣି ଘରେ ଗ୍ରାପ୍-୪ର କଟକଣା ଲାଗୁ କରିଦିଆଯାଇଛି। ଦିଲ୍ଲୀର ଏକ୍ୟୁଆଇ ଶନିବାର ଅପରାହ୍ଣ ୪ଟା ସୁଦ୍ଧା ୪୦୦ ରେକର୍ଡ କରାଯାଇଥିଲା। ଏଥିରେ ଲଗାତାର ବୃଦ୍ଧି ଦେଖିବାକୁ … Read More

ବରଯାତ୍ରୀ ବସ୍ ଓଲଟି ୫ ମୃତ, ୨୫ ଆହତ

ଝାଡ଼ଖଣ୍ଡ : ଝାଡ଼ଖଣ୍ଡର ଲାତେହାରରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି । ଓଲଟିଲା ବରଯାତ୍ରୀ ନେଇ ଯାଉଥିବା ବସ୍ । ଯେଉଁ ଦୁର୍ଘଟଣାରେ ୫ ଜଣଙ୍କର ମୃତ୍ୟୁ ହୋଇଥିଲାବେଳେ ୨୫ ଜଣ ଆହତ ହୋଇଛନ୍ତି । ବସ୍ ନିୟନ୍ତ୍ରଣ ହରାଇ ଓଲଟି … Read More

ଇଣ୍ଡିଗୋକୁ ୨୨କୋଟି ୨୦ଲକ୍ଷର ଜରିମାନା

ନୂଆଦିଲ୍ଲୀ : ଇଣ୍ଡିଗୋକୁ ବଡ଼ ଝଟକା । ୨୨କୋଟି ୨୦ଲକ୍ଷର ଜରିମାନା ଲଗାଇଲା ଡିଜିସିଏ ।  ବିମାନ ଯାତ୍ରୀଙ୍କୁ ହଇରାଣ କରି ଦଣ୍ଡିତ ହେଲା ଇଣ୍ଡିଗୋ ।  ଡିସେମ୍ବର ମାସରେ ବିମାନ ସେବାରେ ବିଭ୍ରାଟ ପାଇଁ ବଡ଼ କାର୍ଯ୍ୟାନୁଷ୍ଠାନ ।  ଡିସେମ୍ବର ୩ରୁ … Read More

ରାଉରକେଲା ପ୍ଲେନ୍ କ୍ରାସ୍ରେ ମୃତ ପାଇଲଟଙ୍କ ପରିବାରର ଜଣଙ୍କୁ ମିଳିବ ଚାକିରି

ଭୁବନେଶ୍ବର: ରାଉରକେଲା ପ୍ଲେନ୍ କ୍ରାସ ଘଟଣାରେ ମୃତ ପାଇଲଟଙ୍କ ପରିବାରର ଜଣଙ୍କୁ ମିଳିବ ଚାକିରି । ଏଭଳି ଘୋଷଣା କରିଛନ୍ତି ଇଣ୍ଡିଆ ଏୟାର ୱାନ୍ ସିଇଓ ପ୍ରେମ କୁମାର ଗର୍ଗ । ସେ କହିଛନ୍ତି, ସୁଶାନ୍ତଙ୍କ ପରିବାରର ଜଣଙ୍କୁ ଇଣ୍ଡିଆ ଓ୍ବାନ୍‌ … Read More

୨୨ରେ ମିଳିବ ସୁଭଦ୍ରା ଟଙ୍କା

ଭୁବନେଶ୍ୱର: ଆସନ୍ତା ୨୨ତାରିଖରେ ମିଳିବ ସୁଭଦ୍ରା ଟଙ୍କା । । ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ପୂର୍ବରୁ ଜାନୁଆରୀ ୧୮ରେ ସୁଭଦ୍ରା ଟଙ୍କା ମିଳିବ ବୋଲି କହିଥିଲେ ବିଭାଗୀୟ ମନ୍ତ୍ରୀ । ୧୮ ବଦଳରେ ୨୨ତାରିଖରେ ସୁଭଦ୍ରା … Read More