ପୁରୀରେ କେରଳ ଓ ଓଡ଼ିଶାର ବରିଷ୍ଠ ସାମ୍ବାଦିକଙ୍କ ମିଳିତ ବୈଠକ : ସୁରକ୍ଷା ଓ ଜାତୀୟ ପେନସନ ନୀତି ଉପରେ ଆଲୋଚନା

ଭୁବନେଶ୍ବର : ପୁରୀ ଗସ୍ତରେ ଆସିଥିବା କେରଳର ଏକ 23 ଜଣିଆ ବରିଷ୍ଠ ସାମ୍ବାଦିକ ପ୍ରତିନିଧି ଦଳ ସ୍ଥାନୀୟ ଗଣମାଧ୍ୟମ ପ୍ରତିନିଧିଙ୍କ ସହ ସାମ୍ବାଦିକମାନଙ୍କ ସମସ୍ୟା, ସୁରକ୍ଷା ଓ କଲ୍ୟାଣକାରୀ ଯୋଜନା ସମ୍ପର୍କରେ ଏକ ବିସ୍ତୃତ ଆଲୋଚନା କରିଛନ୍ତି | ସିନିୟର … Read More

ଭାରତ ଗସ୍ତରେ ୟୁଏଇ ରାଷ୍ଟ୍ରପତି: ସ୍ବାଗତ କରିବା ପାଇଁ ପ୍ରୋଟୋକଲ ଭାଙ୍ଗିଲେ ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ: ୟୁଏଇ ରାଷ୍ଟ୍ରପତି ଶେଖ ମହମ୍ମଦ ବିନ ଜାୟେଦ ଅଲ ନାହୟାନ ଆଜି ଭାରତ ଗସ୍ତରେ ଆସିଛନ୍ତି। ସେ ଦିଲ୍ଲୀ ବିମାନବନ୍ଦରରେ ପହଞ୍ଚିବାପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ରୋଟୋକଲ ଭାଙ୍ଗି ବ୍ୟକ୍ତିଗତ ଭାବେ ବିମାନବନ୍ଦର ଯାଇ ତାଙ୍କୁ ସ୍ବାଗତ କରିଛନ୍ତି। ସବୁଠାରୁ … Read More

ଆମେରିକା ରାଷ୍ଟ୍ରଦୂତ, ସିନେଟରଙ୍କୁ ଭେଟିଲେ ଶିଳ୍ପ ମନ୍ତ୍ରୀ ପୀୟୂଷ ଗୋୟଲ

ନୂଆଦିଲ୍ଲୀ: ଚଢ଼ା ଶୁଳ୍କକୁ ନେଇ ଭାରତ ଓ ଆମେରିକା ସମ୍ପର୍କ ଭିତରେ ତିକ୍ତତା ସୃଷ୍ଟି ହୋଇଥିବା ବେଳେ ଭାରତରେ ଅବସ୍ଥାପିତ ଆମେରିକାର ରାଷ୍ଟ୍ରଦୂତ ସର୍ଜିଓ ଗୋର ଓ ସିନେଟର ଷ୍ଟିଭ୍‌ ଡାଇନ୍‌ସଙ୍କୁ ବାଣିଜ୍ୟ ଓ ଶିଳ୍ପ ମନ୍ତ୍ରୀ ପୀୟୂଷ ଗୋୟଲ ସାକ୍ଷାତ … Read More

୨୧ରୁ ଦିଲ୍ଲୀରେ ହେବ ଅନ୍ତର୍ଜାତୀୟ ଗଣତନ୍ତ୍ର ଓ ନିର୍ବାଚନ ପରିଚାଳନା ସମ୍ମିଳନୀ

ନୂଆଦିଲ୍ଲୀ: ଭାରତୀୟ ନିର୍ବାଚନ ଆୟୋଗ (ECI) ଜାନୁଆରୀ ୨୧ ରୁ ୨୩ ତାରିଖ ପର୍ଯ୍ୟନ୍ତ ଦିଲ୍ଲୀର ଭାରତ ମଣ୍ଡପମରେ ଅନ୍ତର୍ଜାତୀୟ ଗଣତନ୍ତ୍ର ଏବଂ ନିର୍ବାଚନ ପରିଚାଳନା ସମ୍ମିଳନୀ ୨୦୨୬ ଆୟୋଜନ କରିବ । ଇଣ୍ଡିଆ ଇଣ୍ଟରନ୍ୟାସନାଲ ଇନଷ୍ଟିଚ୍ୟୁଟ୍ ଅଫ୍ ଡେମୋକ୍ରାସି ଆଣ୍ଡ … Read More

ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ପାଇଁ ନାମାଙ୍କନ କଲେ ନୀତିନ ନବୀନ

ନୂଆଦିଲ୍ଲୀ: ଭାରତୀୟ ଜନତା ପାର୍ଟିର ଅଧ୍ୟକ୍ଷ ନିର୍ବାଚନ ପ୍ରକ୍ରିୟା ଆରମ୍ଭ ହୋଇଛି । ସଭାପତି ପଦ ପାଇଁ କାର୍ଯ୍ୟକାରୀ ସଭାପତି ଥିବା ନୀତିନ ନବୀନ ହିଁ ଏକମାତ୍ର ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କରିଛନ୍ତି । ଗୃହମନ୍ତ୍ରୀ ଅମିତ ଶାହ ଓ … Read More

ସ୍ପେନରେ ରେଳ ଦୁର୍ଘଟଣା: ୩୯ ମୃତ

ସ୍ପେନ : ସ୍ପେନରେ ଦୁଇ ହାଇସ୍ପିଡ୍ ଟ୍ରେନ୍ ମୁହାଁମୁହିଁ ଧକ୍କା ହେବା ଫଳରେ ବଢିଚାଲିଛି ମୃତକଙ୍କ ସଂଖ୍ୟା । ୩୯ ମୃତ, ୧୫୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି । ସ୍ପେନର କୋର୍ଡୋବା ପ୍ରଦେଶରେ ଘଟିଛି ଏହି ରେଳ ଦୁର୍ଘଟଣା । ଦୁଇଟି … Read More

କିସ୍ତୱାରରେ ଯବାନ-ଆତଙ୍କୀ ମୁହାଁମୁହିଁ : ୮ ଯବାନ ଆହତ, ‘ଅପରେସନ୍ ତ୍ରାଶି-I’ ଜାରି

ଜମ୍ମୁ କଶ୍ମୀର : ଜମ୍ମୁକଶ୍ମୀର କିସ୍ତୱାରରେ ପୁଣି ଯବାନ ଓ ଆତଙ୍କୀ ମୁହାଁମୁହିଁ ହୋଇଛନ୍ତି । ଏଥିରେ ୮ ଜଣ ଯବାନ ଆହତ ହୋଇଛନ୍ତି । ଆଗକୁ ଗଣତନ୍ତ୍ର ଦିବସ ପାଳନ ହେବାକୁ ଥିବା ବେଳେ ଏପରି ଘଟଣା ସାମ୍ନାକୁ ଆସିଛି । … Read More

ଚିଲ୍ଲିରେ ଜଙ୍ଗଲ ନିଆଁ, ୧୯ ଜୀବନ ଯିବା ପରେ ଏମରଜେନ୍ସୀ ଘୋଷଣା

ଚିଲ୍ଲି : ଦକ୍ଷିଣ ଆଫ୍ରିକା ଚିଲ୍ଲି ଙ୍ଗଲରେ ଭୟଙ୍କର ନିଆଁ ଲାଗିଛି । ଫଳରେ ଏମରଜେନ୍ସୀ ଘୋଷଣା କରାଯାଇଛି । ନିଆଁ ଅନିୟନ୍ତ୍ରିତ ହୋଇ ଦକ୍ଷିଣ ଚିଲ୍ଲି ସମୁଦାୟ ଜାଳିପୋଡ଼ି ପାଉଁଶ କରିଦେଇଛି । ଜଙ୍ଗଲରେ ଆଖପାଖ ଅଞ୍ଚଳରେ ନିଆଁ ଲାଗି ସବୁ … Read More

ମହାଯୁଦ୍ଧ ନେଇ ଆମେରିକାକୁ ଚେତାବନୀ ଦେଲା ଇରାନ

ଇରାନ : ହେବ ମହାଯୁଦ୍ଧ । ଆମେରିକାକୁ ଇରାନର ଚେତାବନୀ । ଇରାନ-ଆମେରିକା ମଧ୍ୟରେ ମହାଯୁଦ୍ଧର ଆଶଙ୍କା । ଖାମେନେଇଙ୍କୁ ଆକ୍ରମଣ କଲେ ହେବ ମହାଯୁଦ୍ଧ ହେବ ବୋଲି ଆମେରିକାକୁ ଖୋଲା ଚେତାବନୀ ଦେଇଛି ଇରାନ । ଇରାନ ଏବଂ ଆମେରିକା ମଧ୍ୟରେ … Read More

ଆସନ୍ତାକାଲି ଠାରୁ ଡଲଫିନ ଗଣନା

ରାଜନଗର: ବିଶ୍ୱପ୍ରସିଦ୍ଧ ଜୈବମଣ୍ଡଳ ଭିତରକନିକା ଜାତୀୟ ଉଦ୍ୟାନ ଓ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟରେ ସୋମବାର ଦିନ ଡଲଫିନ୍‌ ଗଣନାର ପ୍ରଶିକ୍ଷଣ ତାଲିମ ପ୍ରଦାନ କରାଯାଉଛି । ଆସନ୍ତାକାଲି ଅର୍ଥାତ ୨୦ ତାରିଖରୁ ୨୨ ତାରିଖ ପଯ୍ୟନ୍ତ ୩ ଦିନ ଧରି ଗହୀରମଥା … Read More