ପରିବହନ କମିସନରଙ୍କ ପ୍ରତିଶ୍ରୁତି ପରେ ଜଗତସିଂହପୁରରେ ଗଡ଼ିଲା ବସ୍

ଜଗତସିଂହପୁର: ଜଗତସିଂହପୁରରେ ସ୍ବାଭାବିକ ହେଲା ଘରୋଇ ବସ୍ ଚଳାଚଳ। ପରିବହନ କମିସନରଙ୍କ ପ୍ରତିଶ୍ରୁତି ପରେ ଗଡ଼ିଲା ବସ୍। ମୁଖ୍ୟମନ୍ତ୍ରୀ ବସ୍ ସେବା ଚଳାଚଳକୁ ବିରୋଧ କରି ଚାଲିଥିବା ଆନ୍ଦୋଳନ ସ୍ଥଗିତ। ଆଜି ଜଗତସିଂହପୁର ଜିଲ୍ଲାପାଳଙ୍କ ସହ ହେବ ଆଲୋଚନା। ଲକ୍ଷ୍ମୀ ବସ୍ ଚଳାଚଳକୁ ବିରୋଧ … Read More

ମାଫିଆଙ୍କୁ ଚେତାବନୀ; ବେଆଇନ କାରବାର କଲେ ଘରେ ପହଞ୍ଚିବ ଇଡି

ଭୁବନେଶ୍ୱର: ରାଜ୍ୟରେ ବେଆଇନ ବାଲି, ପଥର କାରବାର ଓ ପରିବହନ କରୁଥିବା ମାଫିଆମାନଙ୍କୁ କଡା ଚେତାବନି ଦେଇଛନ୍ତି ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା । ଯେଉଁମାନେ ସରକାରୀ ରାଜସ୍ୱ ହରିଲୁଟ୍ କରି ‘ଦୁଇ ନମ୍ବର’ ବ୍ୟବସାୟ କରୁଛନ୍ତି, ସେମାନଙ୍କ ବିରୋଧରେ … Read More

ବ୍ଳକ୍ ଅଫିସରେ ପଶି ବିଡିଓଙ୍କୁ ଆକ୍ରମଣ, ପ୍ରତିବାଦରେ ବ୍ଳକ କର୍ମଚାରୀଙ୍କ କଲମଛାଡ଼ ଆନ୍ଦୋଳନ

ନୂଆପଡା: ନୂଆପଡା BDO ରୋହିତ ଭୋଇଙ୍କୁ ଆକ୍ରମଣ । ବ୍ଳକ କର୍ମଚାରୀଙ୍କ କଲମ ଛାଡ଼ ଆନ୍ଦୋଳନ ।  ନୂଆପଡ଼ା ପୋଲିସରେ ଅଭିଯୋଗ କରିଛନ୍ତି ନୂଆପଡ଼ା ବିଡିଓ ରୋହିତ ଭୋଇ । ଭଇସାଟାଲ ପଞ୍ଚାୟତ ଗୃହ ନିର୍ମାଣକୁ ନେଇ ତାଙ୍କୁ ଆକ୍ରମଣ ହୋଇଥିବା ସୂଚନା … Read More