୧ ନମ୍ବର ହାଟରେ ଅଗ୍ନିକାଣ୍ଡ, ଜଳିଗଲା ୪୦ରୁ ଅଧିକ ଦୋକାନ

ଭୁବନେଶ୍ବର: ଭୁବନେଶ୍ବର ଏକ ନମ୍ବର ହାଟରେ ବଡ଼ ଧରଣର ଅଗ୍ନିକାଣ୍ଡ। ବିଳମ୍ବିତ ରାତିରେ ହୁତୁହୁତୁ ହୋଇ ଜଳିଗଲା ହାଟ। ପ୍ରାୟ ରାତି ଗୋଟାଏରେ ଏହି ଅଗ୍ନିକାଣ୍ଡ ହୋଇଥିବା ବେଳେ ଏହା କିପରି ଘଟିଲା ତାହା ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ ହୋଇପାରି ନାହିଁ। ସ୍ଥାନୀୟ ଲୋକଙ୍କ କହିବା ଅନୁସାରେ, ରାତି ପ୍ରାୟ ଗୋଟାଏରେ ପ୍ରଥମେ ଫଳ ଦୋକାନରେ ନିଆଁ ଲାଗିଥିଲା। … Read More

ଡାକ୍ତରଖାନା ବାଥରୁମ୍‌ରେ ନବଜାତ ଶିଶୁକନ୍ୟାକୁ ଫିଙ୍ଗିଦେଲା ମାଆ

ଭଦ୍ରକ: ପୁଣି ଅଲୋଡ଼ା ହେଲା ନବଜାତ ଶିଶୁକନ୍ୟା । ମେଡିକାଲ ବାଥରୁମ୍‌ରେ ନବଜାତ ଶିଶୁ କନ୍ୟାକୁ ଛାଡ଼ି ମା’ ଚମ୍ପଟ ମାରିଛି । ଭଦ୍ରକ ଜିଲା ମୁଖ୍ୟ ଡାକ୍ତରଖାନାରେ ଏମିତି ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି । ନବଜାତ ଶିଶୁର ମୃତ୍ୟୁ … Read More