ନବୀନଙ୍କୁ ଭେଟିଲେ ପାଟକୁରା ନିବାସୀ

ଭୁବନେଶ୍ବର: ଅରବିନ୍ଦ ମହାପାତ୍ରଙ୍କୁ ନିଲମ୍ବନ କରିବା ଘଟଣାରେ ବୁଧବାର ନବୀନ ପଟ୍ଟନାୟକଙ୍କୁ ଧନ୍ୟବାଦ ଜଣାଇଲେ ବିଜେଡିର ପାଟକୁରାବାସୀ। ଆଜି ନବୀନ ନିବାସରେ ନବୀନଙ୍କୁ ଭେଟିଥିଲେ ବିଜେଡିରପାଟକୁରାବାସୀ। କିଛି ଦିନ ପୂର୍ବେ ଦଳ ବିରୋଧୀ କାର୍ଯ୍ୟ କରିଥିବା ଘଟଣାରେ  ଅରବିନ୍ଦଙ୍କୁ ଦଳରୁ ନିଲମ୍ବନ … Read More

ସମ୍ବଲପୁର ବିଶ୍ୱବିଦ୍ୟାଳୟ ଛାତ୍ରାବାସରେ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ବୁର୍ଲା : ସମ୍ବଲପୁର ବିଶ୍ୱବିଦ୍ୟାଳୟ ଛାତ୍ରାବାସରେ ପିଜି ଛାତ୍ରଙ୍କ ଆତ୍ମହତ୍ୟା । ଛାତ୍ର ଜଣକ ଅବସାଦ ଗ୍ରସ୍ତ ରହିଥିବା ସୂଚନା । ସମ୍ବଲପୁର ବିଶ୍ୱବିଦ୍ୟାଳୟ ଛାତ୍ରାବାସରେ ପିଜି ଦ୍ଵିତୀୟ ବର୍ଷ ଛାତ୍ରଙ୍କ ଆତ୍ମହତ୍ୟା । ମୃତ ଛାତ୍ର ଜଣକ ହେଲେ ଅର୍ଥନୀତି … Read More

ଆମ ବସ୍ ଚଳାଇବା ଲାଗି ତାଲିମ ନେବେ ୨୦ ମହିଳା

ଭୁବନେଶ୍ବର: ଆମ ବସ୍ ଚଳାଇବେ ମହିଳା ।  ଏହାସହ କେବଳ ମହିଳାଙ୍କ ପାଇଁ ଗଡ଼ିବ ସ୍ବତନ୍ତ୍ର ବସ୍ ।  ସେଥିପାଇଁ ପ୍ରଥମ ପର୍ଯ୍ୟାୟରେ ୨୦ ଜଣ ମହିଳାଙ୍କୁ ଟ୍ରେନିଂ ଦିଆଯିବ ।  ସେମାନେ ସବୁ ହେଭି ଭେଇକିଲ ଚଳାଇବା ପାଇଁ ଲାଇସେନ୍ସପ୍ରାପ୍ତ ।  … Read More

ରାଜଧାନୀରେ ପ୍ରେମ ପ୍ରତାରଣାରୁ ଯୁବତୀକୁ ଦୁଷ୍କର୍ମ, ଅଭିଯୁକ୍ତ ଗିରଫ

ଭୁବନେଶ୍ୱର : ରାଜଧାନୀରେ ଯୁବତୀକୁ ଦୁଷ୍କର୍ମ ଅଭିଯୋଗ। ପ୍ରେମ ପ୍ରତାରଣାରୁ ଯୁବତୀକୁ ଧୋକ୍କା ଦେଇ ଦୁଷ୍କର୍ମ ଅଭିଯୋଗ । ଲକ୍ଷ୍ମୀସାଗର ଥାନାରେ ଅଭିଯୋଗ ପରେ ଅଭିଯୁକ୍ତ ଗିରଫ। ବ୍ରହ୍ମପୁରରୁ ଅଭିଯୁକ୍ତକୁ ଗିରଫ କଲା କମିଶନରେଟ୍ ପୋଲିସ୍। ଗିରଫ ଅଭିଯୁକ୍ତ ହେଲେ ବାପିନି ସାବତ। … Read More

୩ ମାସ ହେବ ମିଳୁନି ବାର୍ଦ୍ଧକ୍ୟ ଭତ୍ତା, ଚିନ୍ତାରେ ହିତାଧିକାରୀ

ଆନନ୍ଦପୁର: ମିଳୁନି ବାର୍ଦ୍ଧକ୍ୟ ଭତ୍ତା । ଚିନ୍ତାରେ ବୃଦ୍ଧବୃଦ୍ଧା । ଆନନ୍ଦପୁର ବ୍ଲକ ଅଧୀନ କୋଳିମାଟି ପଞ୍ଚାୟତର ଅନେକ ବ୍ୟୟଜ୍ୟେଷ୍ଠ ଦୀର୍ଘ ୩ ମାସ ହେବ ବାର୍ଦ୍ଧକ୍ୟ ଭତ୍ତାରୁ ବଞ୍ଚିତ ହୋଇ ଦୁର୍ବିସହ ଜୀବନ ଜିଉଁଛନ୍ତି । କାହିଁକି ଭତ୍ତା ମିଳୁନି ପଚାରିଲେ … Read More

ଜୁନ୍ ସୁଦ୍ଧା ୨୪ ନୂଆ NAC ଓ ପୌର ନିର୍ବାଚନ ନେଇ ରାଜ୍ୟ ସରକାରଙ୍କୁ ନିର୍ବାଚନ କମିସନରଙ୍କ ଚିଠି

ଭୁବନେଶ୍ୱର : ଜୁନ୍ ସୁଦ୍ଧା ୨୪ ନୂଆ NAC ଓ ପୌର ନିର୍ବାଚନ । ରାଜ୍ୟ ସରକାରଙ୍କୁ ନିର୍ବାଚନ କମିସନରଙ୍କ ଚିଠି । ନୂଆ ୨୪ଟି ପୌରାଞ୍ଚଳରେ ଏହି ନିର୍ବାଚନ କରାଯିବ । ପୌରାଞ୍ଚଳ ଘୋଷଣାର ୬ମାସ ଭିତରେ ନିର୍ବାଚନ ପ୍ରକ୍ରିୟା ଶେଷ … Read More

ଭୁବନେଶ୍ବରରୁ ଦୁବାଇ-ସିଙ୍ଗାପୁରକୁ ବିମାନ ସେବା ଠପ

ଭୁବନେଶ୍ବର: ମାର୍ଚ୍ଚରୁ ଦୁବାଇ-ସିଙ୍ଗାପୁରକୁ ବିମାନ ସେବା ବନ୍ଦ । ଭୁବନେଶ୍ବରରୁ ଦୁବାଇ-ସିଙ୍ଗାପୁରକୁ ବିମାନ ସେବା ବନ୍ଦ ।  ପ୍ରଭାବିତ ହେବେ ୪୦ ହଜାର ଓଡ଼ିଆ । ଭୁବନେଶ୍ବର ଆବୁଧାବି ସିଧାସଳଖ ବିମାନ ସେବା ଗତ ଡିସେମ୍ବରରୁ ବନ୍ଦ ହୋଇଯାଇଛି । ମାସଟେ ନପୂରୁଣୁ … Read More

ରାସ୍ତା କଡ଼ରୁ ୨ ଯୁବକଙ୍କ ମୃତଦେହ ଜବତ

କାଲିମେଳା : ରାସ୍ତା କଡ଼ରେ ପଡ଼ିଛି ୨ଜଣ ଯୁବକଙ୍କ ମୃତଦେହ । ମୃତକଙ୍କ ପାଖରେ ପଡ଼ିଛି ବୁଲେଟ୍ । ମୃତ ଯୁବକ ହନ୍ତାଳ ସମୀର ଓ ଦୀପକ କୁମାର ଲିମା । ଏହେଉଛି ମାଲକାନଗିରି ଜିଲ୍ଲା ପଡ଼ିଆ ବ୍ଲକ ଅଞ୍ଚଳର ଦୃଶ୍ୟ । … Read More

ନିଜେ ନିଜକୁ ଗୁଳିକରି ଜୀବନ ହାରିଲେ ଯୁବ କଂଗ୍ରେସ ନେତା !

ସୋନପୁର: ଯୁବ କଂଗ୍ରେସ ନେତା ରାଜେଶ ମିଶ୍ରଙ୍କ ମୃତ୍ୟୁ ।  ବନ୍ଧୁକରୁ ନିଜେ ଗୁଳିକରି ରାଜେଶ ଜୀବନ ହାରିଥିବା ସନ୍ଦେହ କରାଯାଉଛି ।  ସୋନପୁର ଭଗବତୀ ପ୍ଲଟ ସ୍ଥିତ ବାସଭବନରେ ଘଟିଛି ଅଭାବନୀୟ ଘଟଣା ।  ତେବେ କାହିଁକି ଓ କେଉଁ ପରିସ୍ଥିତିରେ … Read More

ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କର ଦୁର୍ଲଭ ପଦ୍ମବେଶ

ପୁରୀ : ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କର ଦୁର୍ଲଭ ପଦ୍ମବେଶ । ବଡସିଂହାର ନୀତିରେ ପଦ୍ମବେଶରେ ବିଭୂଷିତ ହେବେ ଚତୁର୍ଦ୍ଧାବିଗ୍ରହ । ଶ୍ରୀଜୀଉଙ୍କ ବିଭିନ୍ନ ଚିତାକର୍ଷକ ବେଶ ମଧ୍ୟରୁ ପଦ୍ମବେଶ ଅନନ୍ୟ । ପରମ୍ପରା ମୁତାବକ ମାଘ ମାସ ଶୁକ୍ଳପକ୍ଷ ପ୍ରତିପଦା ଠାରୁ … Read More