ରାଜ୍ୟରେ ବନ୍ଦ ହେଲା ତମାଖୁ ଏବଂ ନିକୋଟିନ୍‌ର ବ୍ୟବହାର, ଅମାନିଆ ହେଲେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର : ରାଜ୍ୟ ସରକାରଙ୍କ ବଡ଼ ପଦକ୍ଷେପ  ।  ରାଜ୍ୟରେ ବନ୍ଦ ହେବ ଗୁଟଖା ବ୍ୟବସାୟ ।  ନା ହେବ ଉତ୍ପାଦନ, ନା ହେବ ବିକ୍ରି ।  ଚଳିତବର୍ଷ ଜାନୁୟାରୀ ୨୧ ତାରିଖରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଜାରି … Read More

ଆସନ୍ତାକାଲି ଓଡ଼ିଶା ଆସିବେ ଉପରାଷ୍ଟ୍ରପତି, ପରାକ୍ରମ ଦିବସ ପାଳନ କାର୍ଯ୍ୟକ୍ରମରେ ଯୋଗଦେବେ

ଭୁବନେଶ୍ୱର: ସଜେଇ ହେଲାଣି ନେତାଜୀଙ୍କ ଜନ୍ମସ୍ଥାନ । ଆସନ୍ତାକାଲି ଜନ୍ମ ଦିବସକୁ ପରାକ୍ରମ ଦିବସ ଭାବେ ପାଳନ କରିବେ ସରକାର। କାଲି ଆସୁଛନ୍ତି ଉପ ରାଷ୍ଟ୍ରପତି । ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୯ତମ ଜନ୍ମ ବାର୍ଷିକୀ ପାଳନ ଅବସରରେ ନେତାଜୀ ଜନ୍ମସ୍ଥାନ … Read More

ନିଖୋଜ ୪ ନାବାଳକ ସ୍କୁଲରୁ ଉଦ୍ଧାର, କ୍ରିକେଟ ଦେଖିବାକୁ ଯାଇ ଘରପୁ ଫେରି ନଥିଲେ

ଦେବଗଡ଼ : ନିଖୋଜ ୪ ନାବାଳକ ସ୍କୁଲରୁ ଉଦ୍ଧାର । କ୍ରିକେଟ ଦେଖିବାକୁ ଯାଇ ଛାତ୍ରମାନେ ନିଖୋଜ ହୋଇଥିଲେ । ଦେବଗଡ଼ ଜିଲ୍ଲା ରିଆମାଳ ଥାନା ଟିଂକବୀର ଗାଁରେ ଆୟୋଜିତ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଦେଖିବାକୁ ଯାଇ ୪ ଜଣ ନାବାଳକ ଆଉ ଘରକୁ … Read More

ଭିନ୍ନ ଭିନ୍ନ ଅଭିଯୋଗକୁ ନେଇ ବିଜେଡ଼ିକୁ ଖୋଲା ଆହ୍ୱାନ ଦେଲେ ଅରବିନ୍ଦ ମହାପାତ୍ର

ଭୁବନେଶ୍ବର: ନିଲମ୍ବନ ପରେ ଦଳର ଅଭିଯୋଗକୁ ଖୋଲା ଆହ୍ୱାନ ଦେଲେ ବିଧାୟକ ଅରବିନ୍ଦ ମହାପାତ୍ର । ଭିନ୍ନ ଭିନ୍ନ ଅଭିଯୋଗକୁ ନେଇ କଲେ ଖୋଲା ଆହ୍ୱାନ କରିବା ସହ ଅତନୁ ସବ୍ୟସାଚୀଙ୍କୁ ନିଶାଣ କଲେ । ଅରବିନ୍ଦ କହିଛନ୍ତି , ମୁଁ … Read More

ଜମାକାରୀଙ୍କ ଟଙ୍କା ଆତ୍ମସାତ ଅଭିଯୋଗ: ଗ୍ରାହକସେବା କେନ୍ଦ୍ର ପରିଚାଳକଙ୍କୁ ମାଡ଼

ବାଲିଆପାଳ : ଜମାକାରୀଙ୍କ ଲକ୍ଷାଧିକ ଟଙ୍କା ଆତ୍ମସାତ ଅଭିଯୋଗରେ ଭାରତୀୟ ଷ୍ଟେଟବ୍ୟାଙ୍କର ଗ୍ରାହକ ସେବା କେନ୍ଦ୍ର ଦାୟିତ୍ୱରେ ଥିବା ପରିଚାଳକ ରଞ୍ଜନ ରଣାଙ୍କୁ ବିଦ୍ୟୁତ ଖୁଣ୍ଟରେ ବାନ୍ଧି ନିର୍ଦ୍ଧୁମ ପିଟିଛନ୍ତି ଉତ୍ୟକ୍ତ ଜମାକାରୀ । ଏଭଳି ଘଟଣା ଦେଖିବାକୁ ମିଳିଛି ବାଲେଶ୍ଵର … Read More

ଶ୍ରୀମନ୍ଦିରକୁ ବୋମାରେ ଉଡ଼ାଇ ଦେବା ଧମକ ମାମଲାରେ ଅଭିଯୁକ୍ତକୁ ବାନ୍ଧିଲା ପୁଲିସ

ପୁରୀ : ବିଶ୍ୱପ୍ରସିଦ୍ଧ ପୁରୀ ଶ୍ରୀମନ୍ଦିରକୁ ବୋମାରେ ଉଡ଼ାଇ ଦେବାକୁ ଧମକ ଦେବା ଘଟଣାରେ ପୁଲିସକୁ ମିଳିଛି ବଡ଼ ସଫଳତା। ସୋସିଆଲ ମିଡିଆ ମାଧ୍ୟମରେ ଧମକ ଦେଇଥିବା ଅଭିଯୋଗରେ ଅଭିଯୁକ୍ତ ପ୍ରତୀକ୍ ମିଶ୍ରଙ୍କୁ ପୁରୀ ସିଂହଦ୍ୱାର ଥାନା ପୁଲିସ ଗିରଫ କରିଛି। ଏହି ଘଟଣା … Read More

ସୁରକ୍ଷାକର୍ମୀଙ୍କ ଗୁଳିରେ ମୋଷ୍ଟ ୱାଣ୍ଟେଡ୍ ମାଓବାଦୀ ‘ଅନଲ’ ନିହତ

ରାଉରକେଲା: ପଶ୍ଚିମ ସିଂହଭୂମ ଜିଲ୍ଲା ସରଣ୍ଡା ଜଙ୍ଗଲରେ ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଚାଲିଥିବା ଗୁଳିବିନିମୟରେ ସୁରକ୍ଷାବଳକୁ ଏକ ବଡ଼ ସଫଳତା ମିଳିଛି। ଏହି ଅପରେସନରେ ଏକ କୋଟି ଟଙ୍କାର ମୋଷ୍ଟ ୱାଣ୍ଟେଡ୍ ତଥା କୁଖ୍ୟାତ ମାଓବାଦୀ ନେତା ‘ଅନଲ’ ନିହତ … Read More

ବଢ଼ିଲା ଗ୍ରାମରକ୍ଷୀଙ୍କ ମାସିକ ଭତ୍ତା; ଏଣିକି ମିଳିବ ୨,୫୦୦ ଟଙ୍କା

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଗ୍ରାମାଞ୍ଚଳରେ କାର୍ଯ୍ୟରତ ଗ୍ରାମରକ୍ଷୀ ମାନଙ୍କ ପାଇଁ ପୂର୍ବରୁ ପ୍ରଚଳିତ ଥିବା ମାସିକ ଭତ୍ତାକୁ ବୃଦ୍ଧି କରିଛନ୍ତି। ଏଣିକି ଗ୍ରାମରକ୍ଷୀ ମାନେ ୧,୮୦୦ ଟଙ୍କା ବଦଳରେ ୨,୫୦୦ ଟଙ୍କା ମାସିକ ଭତ୍ତା ପାଇବେ। ଏଥି … Read More

୭୨ ପ୍ରଧାନଶିକ୍ଷକ ଶିକ୍ଷୟିତ୍ରୀଙ୍କ ଦରମା ବନ୍ଦ କଲେ ଜିଲ୍ଲା ଶିକ୍ଷାଧିକାରୀ

ପୁରୀ: ପୁରୀ ଜିଲ୍ଲାର ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ ପାଇଁ ନିର୍ଦ୍ଦେଶ ଦେଲେ ଜିଲ୍ଲା ଶିକ୍ଷାଧିକାରୀ ଦୀପକ ପାଢୀ । ବର୍ଷା ସମୟରେ ସାପ କାମୁଡ଼ିଲେ ଓ ବଜ୍ରପାତ ହେଲେ ସେଥିରୁ କିପରି ସୁରକ୍ଷିତ ରହିବ ସେନେଇ ସଚେତନତା ଶିବିର ପାଇଁ … Read More

୧୦,୦୦୦ ଲାଞ୍ଚ ନେଇ ବନ୍ଧା ହେଲେ ଆରଆଇ

ଭୁବନେଶ୍ୱର: କଟକ ସଦର ତହସିଲ ଅନ୍ତର୍ଗତ କଖଡି ସର୍କଲର ରାଜସ୍ୱ ନିରୀକ୍ଷକ (ଆରଆଇ) ଜାନକୀ ରଞ୍ଜନ ମଲ୍ଲିକଙ୍କୁ ଗୁରୁବାର ଦିନ ଓଡ଼ିଶା ଭିଜିଲାନ୍ସ ଅଧିକାରୀମାନେ ୧୦,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଗିରଫ କରିଛନ୍ତି। ଭିଜିଲାନ୍ସ ପକ୍ଷରୁ ପ୍ରକାଶିତ ସୂଚନା ଅନୁଯାୟୀ, … Read More