୪.୫୭ ଲକ୍ଷ ହିତାଧିକାରୀ ପାଇଲେ ସୁଭଦ୍ରା ଟଙ୍କା
ଭୁବନେଶ୍ୱର: ଓଡ଼ିଶା ସରକାର ଗୁରୁବାର ଦିନ ସୁଭଦ୍ରା ଯୋଜନା ଅଧୀନରେ ୪,୫୭,୬୮୧ ଜଣ ମହିଳାଙ୍କୁ ସୁଭଦ୍ରା ଟଙ୍କା ପ୍ରଦାନ କରିଛନ୍ତି। ଭୁବନେଶ୍ୱରର ଓଡ଼ିଶା କୃଷି ଓ ପ୍ରଯୁକ୍ତିବିଦ୍ୟା ବିଶ୍ୱବିଦ୍ୟାଳୟ (ଓୟୁଏଟି) କ୍ୟାମ୍ପସରେ ଆୟୋଜିତ ଏକ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ … Read More
