ନବୀନ ନିବାସ ଆଗରେ ଅରବିନ୍ଦଙ୍କ ସମର୍ଥକଙ୍କ ଭିଡ଼, ନିଲମ୍ବନ ପ୍ରତ୍ୟାହାର କରିବାକୁ ଦାବି

ଭୁବନେଶ୍ବର: ନବୀନ ନିବାସ ଆଗରେ ଭିଡ଼ ଲଗାଇଛନ୍ତି ବିଜେଡିରୁ ନିଲମ୍ବିତ ହୋଇଥିବା ବିଧାୟକ ଅରବିନ୍ଦ ମହାପାତ୍ରଙ୍କ ସମର୍ଥକ । କାହିଁକି ଅରବିନ୍ଦଙ୍କୁ ଦଳରୁ ନିଲମ୍ବିତ କରାଗଲା ତାହାକୁ ନେଇ ଜବାବ ଜାଣିବାକୁ ଆସିଛନ୍ତି ସମର୍ଥକ । ପାଟକୁରାକୁ ନ୍ୟାୟ ଦିଅ ବୋଲି … Read More

ମହାନଦୀ ସମସ୍ୟା ପାଇଁ ବିଜେଡିକୁ ଦାୟୀ କଲେ ମନ୍ତ୍ରୀ ସୁରେଶ ପୂଜାରୀ

ଭୁବନେଶ୍ବର: ଲୋକସଭା ଭବନରେ ମହାନଦୀ ଟ୍ରିବ୍ୟୁନାଲ ସମ୍ପର୍କିତ ଏକ ବୈଠକ ଅନୁଷ୍ଠିତ ହୋଇଛି । ମହାନଦୀ ସମସ୍ୟା ନେଇ ସର୍ବଦଳୀୟ ବୈଠକ ବାତିଲ ହେବା ପରେ ଉପମୁଖ୍ୟମନ୍ତ୍ରୀ କେଭି ସିଂହ ଦେଓଙ୍କ ଅଧ୍ୟକ୍ଷତାରେ ଜୁରୁରୀ ବୈଠକରେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ, … Read More

କଟକ ମହାନଦୀ ରିଭର ଫ୍ରଣ୍ଟ ପ୍ରକଳ୍ପରେ ନଦୀକୂଳ ପାଇବ ନୂଆ ରୂପ, ନେତାଜୀ ଜୟନ୍ତୀରେ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ବର: କଟକ ମହାନଦୀ ରିଭର ଫ୍ରଣ୍ଟ ପ୍ରକଳ୍ପରେ ନଦୀକୂଳ ନୂଆ ରୂପ ପାଇବ । ଆଜି ଏନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହାକୁ ସାଂସ୍କୃତିକ ଓ ମନୋରଞ୍ଜନ ସ୍ଥଳରେ ପରିଣତ କରାଯିବ, ଏହା ଦ୍ୱାରା ପର୍ଯ୍ୟଟନକୁ … Read More

ବସ ଧର୍ମଘଟ ପ୍ରତ୍ୟାହୃତ, ଆଲୋଚନା ପରେ ନିଷ୍ପତ୍ତି ବଦଳାଇଲା ଘରୋଇ ବସ ମାଲିକ ସଙ୍ଘ

କଟକ : ଘରୋଇ ବସ ମାଲିକ ସଙ୍ଘ ପକ୍ଷରୁ ଧର୍ମଘଟ ପତ୍ୟାହାର ।  ସରକାରଙ୍କ ସହ ସକାରାତ୍ମକ ଆଲୋଚନା ପରେ ସଂଘ ଏହି ନିଷ୍ପତ୍ତି ନେଇଛି । ସରକାର ଆମ ଦାବୀ ମାନି ନେଇଛନ୍ତି ବୋଲି କହିଛି ସଂଘ । ରାଜ୍ୟ ଘରୋଇ … Read More

ଆତ୍ମସମର୍ପଣ କଲେ ୯ ହାର୍ଡକୋର ମାଓବାଦୀ

ମାଲକାନଗିରି : ଶେଷ ନିଶ୍ୱାସ ନେଉଛି ମାଓ ସଙ୍ଗଠନ ।  ମାଓ ସଙ୍ଗଠନର ଅନ୍ତିମ ସଦସ୍ୟ ଏବେ ପୋଲିସ ନିକଟରେ ଅସ୍ତ୍ର ବିରତି ଅଭିଯାନରେ ସାମିଲ ହେଲେଣି ।  ଆଜି ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ର ଧମତେରୀ ଜିଲ୍ଲା ପୋଲିସକୁ ମିଳିଛି … Read More

ନୟାଗଡ଼ରେ ଗୋଟିଏ ଦିନରେ ୨ ନାବାଳିକାଙ୍କୁ ଦୁଷ୍କର୍ମ

ନୟାଗଡ଼: ନୟାଗଡ଼ ଜିଲ୍ଲାରେ ଗୋଟିଏ ଦିନରେ ଦୁଇ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ । ରଣପୁର ଥାନା ଅଞ୍ଚଳରେ ଜଣେ ନାବାଳିକା ଗଣଦୁଷ୍କର୍ମର ଶିକାର ହୋଇଥିବାବେଳେ ଶରଣକୂଳ ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଜଣେ ନାବାଳକ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି । ରଣପୁର … Read More

ଦୁଇ ଦିନ ପରେ ମାଘ ବୁଡ଼, ଚନ୍ଦ୍ରଭାଗା ତୀର୍ଥ ପୁଷ୍କରିଣୀରେ ଭାସୁଛନ୍ତି କୁଢ କୁଢ ମଲା ମାଛ

କୋଣାର୍କ : ଦୁଇ ଦିନ ପରେ ମାଘ ବୁଡ଼ । ଚନ୍ଦ୍ରଭାଗା ତୀର୍ଥ ପୁଷ୍କରିଣୀରେ ମରି ଭାସୁଛନ୍ତି କୁଢ କୁଢ ମୀନ ମାଛ । ପାଣିକୁ ବିଶୋଧିତ କରିବାକୁ ଚୂନ ବଦଳରେ ବ୍ଲିଚିଂ ପକାଯାଇଥିବାରୁ ଏଭଳି ଅବସ୍ଥା ଅଭିଯୋଗ ହୋଇଛି । ମାଘ … Read More

ଝିଅ ଜନ୍ମ ହେବାରୁ ବୋହୂକୁ ପୋଡି ମାରି ଦେବାକୁ ଉଦ୍ୟମ

ପଟ୍ଟାମୁଣ୍ଡାଇ: ଅଭାବନୀୟ, ଅମାନବୀୟ । ଝିଅ ହେବାରୁ ବୋହୂକୁ ମାରିଦେବାକୁ ଉଦ୍ୟମ ଅଭିଯୋଗ । କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ଡାମରପୁର ଗାଁରେ ଅଭାବନୀୟ ଘଟଣା ।  ଝିଅ ହେବାରୁ ବୋହୂକୁ ପୋଡି ମାରିଦେବାକୁ ଉଦ୍ୟମ କରିଥିଲେ ଶ୍ବଶୁର ଘର ଲୋକ। ଗତ କାଲି … Read More

ମାଟି ଅତଡ଼ା ଧସି ପୋତି ହୋଇଗଲେ ୨ଶ୍ରମିକ, ଉଦ୍ଧାର ପରେ ଭେଟିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ସମ୍ବଲପୁର: ମାଟି ତଳୁ ଉଦ୍ଧାର ହେଲେ ୨ଶ୍ରମିକ ।  ସମ୍ବଲପୁର ଧନୁପାଲି ଥାନା ଭତରା ଶଙ୍କର ମଠ ରାସ୍ତାରେ ଅଘଟଣ ।  ସ୍ଵରେଜ ବୋର୍ଡ ଦ୍ୱାରା କାମ ଚାଲିଥିବା ବେଳେ ମାଟି ଅତଡ଼ା ଧସି ପୋତି ହୋଇଗଲେ ୨ ଜଣ ଶ୍ରମିକ ।  … Read More

ରାଜ୍ୟ ସଭା ନିର୍ବାଚନରେ ପ୍ରାର୍ଥୀ ଦେବ କଂଗ୍ରେସ: ଭକ୍ତ ଦାସ

ଭୁବନେଶ୍ବର: ଆସନ୍ତା ଏପ୍ରିଲରେ ଖାଲି ହେଉଛି ୧୦ ରାଜ୍ୟର ୩୭ ଆସନ । ସେଥିମଧ୍ୟରୁ ଓଡ଼ିଶାର ୪ଟି ଆସନ ଖାଲି ହେବାକୁ ଯାଉଛି । ରାଜ୍ୟ ସଭା ନିର୍ବାଚନରେ କଂଗ୍ରେସ ପ୍ରାର୍ଥୀ ଦେବ । ଏନେଇ ସୂଚନା ଦେଇଛନ୍ତି ପିସିସି ସଭାପତି … Read More