ଦିଲ୍ଲୀରେ ପହଞ୍ଚିଲେ ୟୁରୋପୀୟ କମିଶନର ଅଧ୍ୟକ୍ଷ; ଗଣତନ୍ତ୍ର ଦିବସ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ

ନୂଆଦିଲ୍ଲୀ: ଦିଲ୍ଲୀରେ ପହଞ୍ଚିଛନ୍ତି ୟୁରୋପୀୟ କମିଶନର ଅଧ୍ୟକ୍ଷ ଉର୍ସୁଲା ଭନ୍ ଡେର୍ ଲେଏନ୍ । ୭୭ତମ ଗଣତନ୍ତ୍ର ଦିବସ ସମାରୋହରେ ମୁଖ୍ୟ ଅତିଥି ଭାବରେ ଯୋଗଦେବେ ଲେଏନ୍ । ୭୭ତମ ଗଣତନ୍ତ୍ର ଦିବସର ମୁଖ୍ୟ ଅତିଥି ଭାବରେ ଲେଏନ୍ ଏବଂ ୟୁରୋପୀୟ … Read More

ଅମୃତସର-ଦିଲ୍ଲୀ ରେଳ ଧାରଣାରେ ବିସ୍ଫୋରଣ; ଲୋକୋ ପାଇଲଟ୍ ଆହତ

ପଞ୍ଜାବ: ସାଧାରଣତନ୍ତ୍ର ଦିବସର ଦିନକ ପୂର୍ବରୁ ପାକିସ୍ତାନ ସୀମାନ୍ତ ରାଜ୍ୟରେ ବଡ ଧରଣର ବିସ୍ଫୋରଣ ଘଟିଛି । ରେଳ ଧାରଣାରେ ବିସ୍ଫୋରଣ ଘଟି ଲୋକ ପାଇଲଟ ଆହତ ହୋଇଛନ୍ତି । ପଞ୍ଜାବର ଫତେଗଡ଼ ସାହିବ ଜିଲ୍ଲାର ଖାନପୁର ଗ୍ରାମ ନିକଟରେ ଗତକାଲି … Read More

ଛିଡା ହୋଇ ଗାଇବାକୁ ପଡିବ ‘ବନ୍ଦେ ମାତରାମ୍‌’

ନୂଆଦିଲ୍ଲୀ: କେନ୍ଦ୍ର ସରକାର ଜାତୀୟ ସଙ୍ଗୀତ “ଜନ ଗଣ ମନ” ପରି ଜାତୀୟ ଗୀତ “ବନ୍ଦେ ମାତରମ୍” ପାଇଁ ନିୟମ ଆଣିବାକୁ ବିଚାର କରୁଛନ୍ତି। ଏହି ମାସର ଆରମ୍ଭରେ ଏକ ଉଚ୍ଚସ୍ତରୀୟ ବୈଠକରେ ଏହି ପ୍ରସଙ୍ଗ ଉପରେ ଆଲୋଚନା ହୋଇଥିଲା। ବଙ୍କିମ … Read More

୬୧ ହଜାର ଯୁବକ, ଯୁବତୀଙ୍କୁ ଚାକିରି ବାଣ୍ଟିଲେ ମୋଦୀ

ନୂଆଦିଲ୍ଲୀ: ନିଯୁକ୍ତିପତ୍ର ପାଇଲେ ୬୧ହଜାରରୁ ଅଧିକ ଯୁବକ, ଯୁବତୀ । ଆଜି ୧୮ତମ ରୋଜଗାର ମେଳା ଅବସରରେ ଏହି ନିଯୁକ୍ତିପତ୍ର ବାଣ୍ଟିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ବିଭିନ୍ନ ସରକାରୀ ବିଭାଗରେ ନବନିଯୁକ୍ତ ଯୁବକ ଯୁବତୀଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରାଯାଇଛି … Read More

ନଭି ମୁମ୍ବାଇ ନଗର ନିଗମ ଅଧିକାରୀଙ୍କୁ ହାଇକୋର୍ଟଙ୍କ ଚେତାବନୀ, ପ୍ରଦୂଷଣ କମ୍ ନ ହେଲେ ମିଳିବନି ଦରମା

ମୁମ୍ବାଇ : ମୁମ୍ବାଇରେ ବାୟୁ ପ୍ରଦୂଷଣ ବୃଦ୍ଧିକୁ ନେଇ ବମ୍ବେ ହାଇକୋର୍ଟ ମୁମ୍ବାଇ ଏବଂ ନଭି ମୁମ୍ବାଇ ନଗର ନିଗମ ଅଧିକାରୀଙ୍କୁ କଠୋର ଚେତାବନୀ ଦେଇଛନ୍ତି । ଯଦି ଅଧିକାରୀମାନେ ପ୍ରଦୂଷଣ କମ୍ କରିବା ଲାଗି ଉଦ୍ଦିଷ୍ଟ ଆଦେଶ ପାଳନ ନ କରିବେ … Read More

ଝିଅକୁ ପିଟି ପିଟି ହତ୍ୟା କଲା ବାପା

ହରିୟାଣା : ନିଜ ଜନ୍ମ କଲା ଝିଅକୁ ହତ୍ୟା କଲା ବାପା । ହୋମୱାର୍କ ନ କରିବାରରୁ ୪ବର୍ଷର ଝିଅକୁ ପିଟି ପିଟି ହତ୍ୟା କଲା । ହରିୟାଣା ଫରିଦାବାଦରେ ଚାଞ୍ଚଲ୍ୟ । ଫରିଦାବାଦର ସେକ୍ଟର ୫୮ରେ ଦେଖିବାକୁ ମିଳିଛି ଏପରି ଏକ … Read More

ସାଧାରଣତନ୍ତ୍ର ଦିବସ ପାଇଁ ଦିଲ୍ଲୀରେ ୬ ସ୍ତରୀୟ ସୁରକ୍ଷା ବ୍ୟବସ୍ଥା

ନୂଆଦିଲ୍ଲୀ : ସାଧାରଣତନ୍ତ୍ର ଦିବସ ପାଳନ ପୂର୍ବରୁ ଅଭେଦ୍ୟ ଦୁର୍ଗରେ ପରିଣତ ହୋଇଛି ରାଜଧାନୀ ଦିଲ୍ଲୀ ।  ଆକାଶରୁ ପାତାଳ ଜଗିଛି ପୋଲିସ ।  ସମ୍ଭାବ୍ୟ ଅଘଟଣକୁ ଏଡାଇବାକୁ ଦିଲ୍ଲୀରେ ୬ ସ୍ତରୀୟ ସୁରକ୍ଷା ଚକ୍ରବ୍ୟୂହ ରଚିଛନ୍ତି ସୁରକ୍ଷାକର୍ମୀ ।  କେନ୍ଦ୍ର ସରକାର … Read More

ତେଲେଙ୍ଗାନାରେ ପୁଣି ୩ଶହ ବୁଲା କୁକୁରଙ୍କୁ ହତ୍ୟା

ତେଲେଙ୍ଗାନା : ସୀମା ଟପିଲା ବର୍ବରତା । ପୁଣି ୩ଶହ କୁକୁରଙ୍କୁ ହତ୍ୟା । ମାସକରେ ତେଲେଙ୍ଗାନାରେ ୯ଶହ କୁକୁରଙ୍କୁ ହତ୍ୟା । ତେଲେଙ୍ଗାନା ଜଗତିଆଲ ଜିଲ୍ଲା ପେଗଡାପାଲିରେ ଏକ ଗାତରୁ ୩ ଶହ କୁକୁରଙ୍କ ମୃତଦେହ ଉଦ୍ଧାର କରାଯାଇଛି । କୁକୁରଙ୍କୁ … Read More

ଇଣ୍ଡୋନେସିଆରେ ଭୂସ୍ଖଳନ, ୭ ମୃତ ଓ ୮୨ ନିଖୋଜ

ଇଣ୍ଡୋନେସିଆ : ଇଣ୍ଡୋନେସିଆରେ ଭୟଙ୍କର ଭୂସ୍ଖଳନ । ପଶ୍ଚିମ ଜାଭାର ବାନ୍ଦୁଙ୍ଗ ଅଞ୍ଚଳରେ ଘଟିଥିବା ଏହି ଭୂସ୍ଖଳନରେ ୭ ଜଣଙ୍କ ମୃତ୍ୟୁ ହୋଇଛି । ୮୨ରୁ ଅଧିକ ଲୋକ ନିଖୋଜ ଥିବାରୁ ଆଗକୁ ମୃତ୍ୟୁ ସଂଖ୍ୟା ବଢିବାର ଆଶଙ୍କା ରହିଛି । ଘଟଣାସ୍ଥଳରେ … Read More

ଶ୍ରମ ଅଧିକାରୀ ପରିଚୟ ଦେଇ ମହିଳାଙ୍କଠାରୁ ୩୦ ଲକ୍ଷରୁ ଅଧିକ ଟଙ୍କା ଲୁଟ୍; ଲେଟି ଲୁଟେରାକୁ ବାନ୍ଧିଲା ପୋଲିସ

ଉଦଳା : ନିଜକୁ ଶ୍ରମ ବିଭାଗର ବଡ଼ ଅଧିକାରୀ କହି ମହିଳାମାନଙ୍କୁ ଟାର୍ଗେଟ କରି ଲୁଟୁଥିଲା ମହିଳା । ହେଲେ ଅଭିଯୋଗ ପରେ ଖୋଲିଯାଇଛି ଫୋର ଟୋଣ୍ଟି ମହିଳାଙ୍କ ଅସଲ ମୁଖା । ଆଉ ଏବେ ପୋଲିସ କବଜାରେ ଠକ ମହିଳା । … Read More