ମୁଖ୍ୟମନ୍ତ୍ରୀଙ୍କୁ ଚୂଡ଼ାନ୍ତ ରିପୋର୍ଟ ପ୍ରଦାନ କଲେ ଷଷ୍ଠ ରାଜ୍ୟ ବେତନ କମିସନ

ଭୁବନେଶ୍ୱର: ଷଷ୍ଠ ରାଜ୍ୟ ଅର୍ଥ କମିସନର ଲୋକସେବା ଭବନ ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଚୂଡ଼ାନ୍ତ ରିପୋର୍ଟ ପ୍ରଦାନ କରିଛନ୍ତି। କିଛି ଦିନ ପୂର୍ବରୁ ଏହି ରିପୋର୍ଟ ରାଜ୍ୟପାଳ ଡ. ହରିବାବୁ କମ୍ଭମପାଟିଙ୍କୁ ପ୍ରଦାନ କରାଯାଇଥିଲା। ଆଜି ମୁଖ୍ୟମନ୍ତ୍ରୀ ‘ସମୀକ୍ଷା’ … Read More

‘ୱିଙ୍ଗସ ଇଣ୍ଡିଆ’ରେ ଅଂଶଗ୍ରହଣ କଲେ ଓଡ଼ିଶା ସରକାର; ଦକ୍ଷତା ବିକାଶ ଆଭିମୁଖ୍ୟକୁ ଆଗକୁ ବଢ଼ାଇବା ପାଇଁ ବୁଝାମଣାପତ୍ର ସ୍ବାକ୍ଷରିତ

ଭୁବନେଶ୍ବର: ଇଦ୍ରାବାଦର ବେଗୁମପେଟ୍ ଠାରେ ଆୟୋଜିତ ଏସିଆର ସବୁଠାରୁ ବଡ଼ ବେସାମରିକ ବିମାନ ଚଳାଚଳ କାର୍ଯ୍ୟକ୍ରମ ‘ୱିଙ୍ଗସ ଇଣ୍ଡିଆ ୨୦୨୬’ରେ ଓଡ଼ିଶା ସରକାର ଅଂଶଗ୍ରହଣ କରିଛନ୍ତି। ଭାରତର ବିମାନ ଚଳାଚଳ କ୍ଷେତ୍ରରେ ରାଜ୍ୟର ବଢୁଥିବା ଭୂମିକାକୁ ପ୍ରତିଫଳିତ କରି ଏହି ପାଭିଲିୟନର … Read More

ଅଜିତଙ୍କୁ ଝୁରୁଛନ୍ତି ସମର୍ଥକ; ଆହତଙ୍କ ସାହାଯ୍ୟ ପାଇଁ ପ୍ରୋଟୋକଲ୍ ଭାଙ୍ଗିଥିଲେ

ମହାରାଷ୍ଟ୍ର : ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ୍ ପାୱାରଙ୍କ ଆଜି ଦେହାନ୍ତ ହୋଇଛି । ବାରାମତିର ଏୟାରଷ୍ଟ୍ରିପ୍ ନିକଟରେ ଏକ ବିମାନ ଦୁର୍ଘଟଣାରେ ତାଙ୍କର ମୃତ୍ୟୁ ଘଟିଛି । ତାଙ୍କ ମୃତ୍ୟୁ ଖବର ଶୁଣିବା ପରେ ତାଙ୍କ ପରିବାର ଏବଂ ସମର୍ଥକମାନେ ମର୍ମାହତ ହୋଇପଡିଛନ୍ତି … Read More

ବିମାନ ଦୁର୍ଘଟଣାରୁ ଅଳ୍ପକେ ବଞ୍ଚିଲେ ରାଜସ୍ଥାନର ପୂର୍ବତନ ଉପମୁଖ୍ୟମନ୍ତ୍ରୀ

ରାଜସ୍ଥାନ : ଆଜି ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ୍ ପାୱାରଙ୍କ ବିମାନ ଦୁର୍ଘଟଣା ପରେ ପୂର୍ବତନ ପଞ୍ଜାବ ଉପମୁଖ୍ୟମନ୍ତ୍ରୀ ଏବଂ ରାଜସ୍ଥାନ କଂଗ୍ରେସ ପ୍ରଭାରୀ ସୁଖଜିନ୍ଦର ସିଂ ରନ୍ଧାୱାଙ୍କୁ ନେଇ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନ ଏବେ ଜୟପୁରରେ ଲ୍ୟାଣ୍ଡିଂ କରିପାରିନଥିଲେ । … Read More

ପ୍ରଥମ ଅବତରଣ ବିଫଳ ପରେ ମାନୁଆଲ୍ ପଦ୍ଧତିରେ ଅବତରଣ କରିବାକୁ ଚେଷ୍ଟା କରିଥିଲେ ପାଇଲଟ

ମହାରାଷ୍ଟ୍ର : VT-SSK ବିମାନଟି ଆଜି ସକାଳ ପ୍ରାୟ ୮:୧୦ ସମୟରେ ମୁମ୍ବାଇରୁ ବାରାମତୀ ଅଭିମୁଖେ ବାହାରିଥିଲା । ପ୍ରାୟ ୮:୪୫ ସମୟରେ ବାରାମତୀ ଏୟାରପୋର୍ଟରେ ଅବତରଣ କରିବା ବେଳେ ଏହା ରନୱେରୁ ବାହାରକୁ ଖସିଯାଇଥିଲା । ପୁଣେ-ବାରାମତୀ ଅଞ୍ଚଳରେ ପ୍ରବଳ କୁହୁଡ଼ି … Read More

ଆମେରିକାରେ ବରଫ ଝଡ଼, ଗଲାଣି ୪୦ରୁ ଅଧିକ ଜୀବନ

ଆମେରିକା : ଆମେରିକାରେ ଗତ ଜାନୁଆରୀ ୨୫ତାରିଖରୁ ଆରମ୍ଭ ହୋଇଥିବା ବରଫ ଝଡ ଏବେ ଅଧିକ ଘାତକ ହେବାରେ ଲାଗିଲାଣି । ଏହା ଏବେସୁଦ୍ଧା ୪୨ଟି ଜୀବନ ନେଇ ସାରିଥିବା ବେଳେ ଜନଜୀବନ ଏକପ୍ରକାର ଠପ୍ ହୋଇଯାଇଛି । ପ୍ରବଳ ବରଫପାତ ସାଙ୍ଗକୁ … Read More

ଭିତ୍ତିଭୂମି ବିକାଶ କ୍ଷେତ୍ରରେ ଭାରତ ଆଗରେ ରହିଛି: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ନୂଆଦିଲ୍ଲୀ : ଆରମ୍ଭ ହେଲା ସଂସଦର ବଜେଟ ଅଧିବେଶନ ।  ପ୍ରଥମ ଦିନରେ ଅଭିଭାଷଣ ରଖିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।  କହିଛନ୍ତି, ପ୍ରତି କ୍ଷେତ୍ରରେ ଦେଶ ଆଗକୁ ବଢ଼ୁଛି, ସାରା ବିଶ୍ବରେ ଭାରତର ଚର୍ଚ୍ଚା ହେଉଛି। ଭିତ୍ତିଭୂମି ବିକାଶ କ୍ଷେତ୍ରରେ ଭାରତ … Read More

ଅଜିତ ପାୱାରଙ୍କ ଦେହାନ୍ତରେ ଶୋକ ପ୍ରକାଶ କଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

ମହାରାଷ୍ଟ୍ର : ମହାରାଷ୍ଟ୍ର ବାରାମତିରେ ମହାରାଷ୍ଟ୍ର ଉପ ମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାରେ ମୃତ୍ୟୁ ହୋଇଛି । ଉପମୁଖ୍ୟମନ୍ତ୍ରୀଙ୍କ ଦେହାନ୍ତ ପରେ ରାଜନୈତିକ ମହଲରେ ଖେଳିଯାଇଛି ଶୋକର ଛାୟା । ଅଜିତଙ୍କ ବିୟୋଗରେ ଗଭୀର ଶୋକବ୍ୟକ୍ତ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ … Read More

ବ୍ରହ୍ମପୁତ୍ରରେ ବୁଡ଼ିଲା ଡଙ୍ଗା, ୬ ନିଖୋଜ

ଆସାମ : ଆସାମ ବାରପେଟା ଜିଲ୍ଲାରେ ବ୍ରହ୍ମପୁତ୍ର ନଦୀରେ ଏକ ଡଙ୍ଗା ବୁଡ଼ି ଛଅ ଜଣ ନିଖୋଜ ହୋଇଥିବା ଖବର ମିଳିଛି। ୨୨ ଜଣ ଏକ ଡଙ୍ଗାରେ ବ୍ରହ୍ମପୁତ୍ର ନଦୀରେ ଯାଉଥିବା ବେଳେ ବୁଡ଼ିଯାଇଥିଲା । ଏନଡିଆରଏଫ ଓ ଏସଡିଆରଏଫଙ୍କ ସହ ସ୍ଥାନୀୟ … Read More

ଗୁରୁଗ୍ରାମର ଏକାଧିକ ସ୍କୁଲକୁ ବୋମା ଧମକ

ଗୁରୁଗ୍ରାମ: ଦିଲ୍ଲୀ ସଂଲଗ୍ନ ଗୁରୁ ଗ୍ରାମର ଅନେକ ପ୍ରମୁଖ ସ୍କୁଲକୁ ବୋମା ଧମକ ମିଳିଛି। ଫଳରେ ଉତ୍ତେଜନା ସୃଷ୍ଟି ହୋଇଛି। ପୋଲିସ କହିଛି ଯେ ସୂଚନା ପାଇବା ପରେ ସ୍କୁଲ ପରିଚାଳନା, ପୋଲିସ ବିଭାଗ ଏବଂ ଜିଲ୍ଲା ପ୍ରଶାସନ ସତର୍କ ଅଛନ୍ତି। … Read More