ଓମଫେଡ୍ ବୁଥରେ ଗୁଟଖା ବିକିଲେ ଲାଇସେନ୍ସ ବାତିଲ ନେଇ ବିଏମସିର ଚେତାବନୀ
ଭୁବନେଶ୍ବର: ଓମଫେଡ୍ ବୁଥରେ ଗୁଟଖା ବିକିଲେ ଆକ୍ସନ । ଭେଣ୍ଡିଂ ଜୋନ୍, ଓମଫେଡ୍ ବୁଥରେ ଗୁଟଖା ବିକିଲେ ଆକ୍ସନ । ଲାଇସେନ୍ସ ବାତିଲ ନେଇ ଚେତାବନୀ ଦେଇଛି ବିଏମସି| ବିଏମସି ଅଞ୍ଚଳରେ ଗୁଟଖା ବିକ୍ରି ହେବ ସମ୍ପୂର୍ଣ୍ଣ ନିଷେଧ । ଜୋରଦାର୍ … Read More
