ନଵନିର୍ମାଣ କୃଷକ ସଂଗଠନର ୮ ଘଣ୍ଟିଆ ଓଡ଼ିଶା ବନ୍ଦ ପାଳନ, କିଛି ଜିଲ୍ଲାରେ ଦେଖିବାକୁ ମିଳିଲା ପ୍ରଭାବ
ଭୁବନେଶ୍ବର: ଧାନକିଣା ଅବ୍ୟବସ୍ଥା, ଯାନବାହନ ପ୍ରଦୂଷଣ ସାର୍ଟିଫିକେଟ୍ ଆଳରେ ମାତ୍ରାଧିକ ତଣ୍ଡ ଆଦାୟ, ଟାଟା କମ୍ପାନିର ମନମାନି ବିରୋଧରେ ଆଜି ଓଡ଼ିଶା ବନ୍ଦ ଡାକରା ଦେଇଛି ନବନିର୍ମାଣ କୃଷକ ସଂଗଠନ। ଆଜି ସକାଳ ୬ଟାରୁ ଦିନ ୨ଟା ପର୍ଯ୍ୟନ୍ତ ୮ ଘଣ୍ଟିଆ … Read More
