ଉତ୍ତର ଘୁମୁସର ବନଖଣ୍ଡରେ କୃଷ୍ଣସାର ମୃଗ ଗଣନା

ଭଂଜନଗର : ଗଂଜାମ ଜିଲ୍ଲା ଭଂଜନଗର – ଉତ୍ତର ଘୁମୁସର ବନଖଣ୍ଡରେ ବିଶ୍ବ ବିରଳ ବନ୍ୟପ୍ରାଣୀ କୃଷ୍ଣସାର ମୃଗ ଗଣନା ଆରମ୍ଭ ହୋଇଛି । ବିଭାଗୀୟ ଅଧିକାରୀଙ୍କ ତତ୍ତ୍ୱାବଧାନରେ ବନଖଣ୍ଡର ମୁଜାଗଡ, ତାରାସିଙ୍ଗି, ଜଗନ୍ନାଥପ୍ରସାଦ ଏବଂ କେନ୍ଦ୍ରୀୟ ବନାଞ୍ଚଳରେ ୧୮ଟି ଟିମକୁ ନେଇ … Read More

ଗଣଦୁଷ୍କର୍ମ ମାମଲା, ୬ ଅଭିଯୁକ୍ତଙ୍କୁ ୨୦ ବର୍ଷ ଜେଲ୍ ଦଣ୍ଡାଦେଶ

ବ୍ରହ୍ମପୁର : ଏକ ଗଣଦୁଷ୍କର୍ମ ମାମଲାର ବିଚାର କରି ବ୍ରହ୍ମପୁର ପୋକ୍ସୋ ସ୍ୱତନ୍ତ୍ର ଜଜ୍ ପ୍ରଣତି ପଟନାୟକ ୬ ଅଭିଯୁକ୍ତଙ୍କୁ ୨୦ ବର୍ଷ ଜେଲ୍ ଦଣ୍ଡାଦେଶ ଶୁଣାଇଛନ୍ତି ।  ଅଭିଯୁକ୍ତମାନେ ହେଲେ ରୁତୁନ୍ କୁମାର ଦାସ, ରୁଦ୍ର ଜେନା, ଅଭିଳାଶ ପଲେଇ, ଜୁମନ୍ … Read More

ବିଚ୍ ରାସ୍ତାରେ ଯୁବକଙ୍କ ଆତଙ୍କରାଜ, ଖଣ୍ଡା ଧରି ମାଗୁଛନ୍ତି ଟଙ୍କା

ବ୍ରହ୍ମପୁର: ବିଚ୍ ରାସ୍ତାରେ ଖଣ୍ଡା ଧରି ଯୁବକଙ୍କ ଆତଙ୍କରାଜ । ଟଙ୍କା ମାଗୁଛନ୍ତି ନହେଲେ ହାଣିବେ ବୋଲି ଧମକ ଦେଉଛନ୍ତି । ବ୍ରହ୍ମପୁର ସୁବାରାଓ ଛକ ନିକଟରେ ଏପରି ଏକ ଘଟଣାର ଭିଡ଼ିଓ ସିସିଟିଭିରେ କଏଦ ହୋଇଛି । ଯେଉଁଥିରେ ଦେଖିବାକୁ ମିଳିଛି … Read More

ଡାହାଣୀ ସନ୍ଦେହରେ ମା’କୁ ହତ୍ୟା କଲା ପୁଅ

ମୟୂରଭଞ୍ଜ: ଅନ୍ଧ ବିଶ୍ୱାସର କରୁଣ ପରିଣତି । ଡାହାଣୀ ସନ୍ଦେହରେ ଜନ୍ମକଲା ମା’କୁ କଟୁରୀରେ ହାଣି ହତ୍ୟା କଲା ଜହ୍ଲାଦ ପୁଅ । ମୟୂରଭଞ୍ଜ ଜିଲ୍ଲା ବେତନଟୀ ଥାନା ଭଳିଆଡ଼ିହା ପଞ୍ଚାୟତ କଲରାଫୁଲିଆ ଗାଁରେ ଏହି ଘଟଣା ଘଟିଛି । ଅଭିଯୁକ୍ତ ପୁଅ … Read More

ଆସିବେ ରାଷ୍ଟ୍ରପତି, ୪ରୁ ୬ ତାରିଖ ପର୍ଯ୍ୟନ୍ତ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଶିମିଳିପାଳ

ଭୁବନେଶ୍ବର: ରାଷ୍ଟ୍ରପତି ଗସ୍ତକୁ ଆଖିଆଗରେ ରଖି ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଶିମିଳିପାଳ ଅଭୟାରଣ୍ୟ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶିମିଳିପାଳ ଆସିବାକୁ ଥିବାରୁ ଦୁଇ ଦିନ ଏହା ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ। ତେବେ ଆସନ୍ତା ଫେବୃଆରୀ ୪ରୁ ୬ ତାରିଖ … Read More

କମିବାର ନାଁ ନେଉନି ସୁନା ଓ ରୁପା ଦର, ରୂପା ୪ଲକ୍ଷ, ସୁନା ୧.୭ଲକ୍ଷ ଟପିଲା

ନୂଆଦିଲ୍ଲୀ: ଦେଶରେ ସୁନା ଓ ରୁପା ଦାମ୍ କମିବାର ନାଁ ନେଉନି । ଗତ ୨୭ ତାରିଖ ଅପେକ୍ଷା ଆଜି ଦେଶରେ ସୁନା ଦାମ୍ ଗ୍ରାମ ପିଛା ୫୧୪ ଟଙ୍କା ବୃଦ୍ଧି ପାଇ ୧.୬ଲକ୍ଷ ପାର୍ କରିଛି । ରୂପା ଦାମ୍ … Read More

୩​‌ରେ ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି, ସମୀକ୍ଷା କଲେ କ୍ରାଇମବ୍ରାଞ୍ଚ ଡିଜି

ଭୁବନେଶ୍ବର: ଆସନ୍ତା ମାସ ୩ତାରିଖ​ରେ ବା​‌ଲେଶ୍ଵର ଗସ୍ତ କରିବେ ରାଷ୍ଟ୍ରପତି। ଏହା ପୂର୍ବରୁ ଜିଲା ଏସିପି କାର୍ଯ୍ୟାଳୟରେ ସୁରକ୍ଷା ବ୍ୟବସ୍ଥା ତଦାରଖ କରିଛନ୍ତି କ୍ରାଇମବ୍ରାଞ୍ଚ ଡିଜି।ଏହି ବୈଠକରେ ପୂର୍ବାଞ୍ଚଳ ଡିଆଇଜି, ଏସିପିଙ୍କ ସହ ଜିଲାର ବରିଷ୍ଠ ପୁଲିସ ଅଧିକାରୀମାନେ ଉପସ୍ଥିତ ଥିଲେ। … Read More

ବେଆଇନ LPG ଗ୍ୟାସ ସିଲିଣ୍ଡର କାରଖାନା ଉପରେ ଚଢ଼ାଉ

ବାଲେଶ୍ବର: ବାଲେଶ୍ବର ଜିଲ୍ଲା ଭୋଗରାଇ ବ୍ଲକ ଶୁଆଶୁନିରେ ଥିବା ବେଆଇନ ଏଲପିଜି ଗ୍ୟାସ ଟାଙ୍କି କାରଖାନା ଠାବ ହୋଇଛି। ଏହି ବେଆଇନ କାରଖାନା ଉପରେ ଯୋଗାଣ ବିଭାଗ ରେଡ୍ କରିଛି। ରେଡ୍ ବେଳେ କାରଖାନାରୁ ୫୦୦ରୁ ଅଧିକ ଚୋରା ଗ୍ୟାସ୍ ଟାଙ୍କି … Read More

ଆସନ୍ତା ୨ଦିନରେ ୨ରୁ ୩ ଡିଗ୍ରୀ ଆହୁରି ବଢ଼ିବ ତାପମାତ୍ରା, କୁହୁଡି ପାଇଁ ୬ ଜିଲ୍ଲାକୁ ୱେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ରାଜ୍ୟରେ ଆହୁରି ବଢ଼ିବ ରାତି ତାପମାତ୍ରା ଏବଂ କମିଯିବ ଶୀତ। ଆସନ୍ତା ୨ଦିନରେ ୨ରୁ ୩ ଡିଗ୍ରୀ ତାପମାତ୍ରା ଆହୁରି ବଢ଼ିବ। ଫେବ୍ରୁଆରୀ ୧ ଯାଏ ରାଜ୍ୟର ଅନେକ ସ୍ଥାନରେ କୁହୁଡ଼ି ରହିବା ସହ କାକର ପଡ଼ିବ। ଆଜି ୬ … Read More

ମୃତକଙ୍କ ନାଁରେ ଚାଉଳ ଉଠାଉଥିବା ବ୍ୟକ୍ତିଙ୍କୁ ଯୋଗାଣ ମନ୍ତ୍ରୀଙ୍କ ତାଗିଦ

ଭୁବନେଶ୍ଵର: ଯେଉଁ ରାସନକାର୍ଡ ଉପଭୋକ୍ତା ମାନେ ମୃତ ବ୍ୟକ୍ତିଙ୍କ ନାଁରେ ଚାଉଳ ଉଠାଉଥିବେ ସେମାନଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ହେବ ବୋଲି ଚେତାବନୀ ଦେଇଛନ୍ତି ଯୋଗାଣ ମନ୍ତ୍ରୀ । ସେ କହିଛନ୍ତି ମୃତ ବ୍ୟକ୍ତିଙ୍କ ନାଁରେ ଯେତିକି ଚାଉଳ ଉଠିଥିବ,ତାହା ଦେଢ଼ଗୁଣା … Read More