ମା ବୈଷ୍ଣୋ ଦେବୀ ମନ୍ଦିର ଉପରେ ବଡ଼ ଆତଙ୍କୀ ଆକ୍ରମଣର ସତର୍କତା

ନୂଆଦିଲ୍ଲୀ : ଦିଲ୍ଲୀ ପରେ ଜମ୍ମୁ-କାଶ୍ମୀରରେ ଆତଙ୍କବାଦୀ ଆକ୍ରମଣର ସତର୍କତା ଜାରି ହୋଇଛି। ଚାନ୍ଦନୀ ଚୌକ ଏବଂ ଲାଲକିଲ୍ଲା ବ୍ୟତୀତ ମା ବୈଷ୍ଣୋ ଦେବୀଙ୍କ ମନ୍ଦିରରେ ଆତଙ୍କବାଦୀ ଆକ୍ରମଣର ସତର୍କତା ଜାରି କରାଯାଇଛି। ଗୁଇନ୍ଦା ସୂଚନା ପାଇବା ପରେ, ଗୁଇନ୍ଦା ସଂସ୍ଥାଗୁଡ଼ିକ … Read More

ବିଜେପିରେ ମିଶିଲେ ଭୂପେନ ବୋରା

ନୂଆଦିଲ୍ଲୀ : କଂଗ୍ରେସକୁ ବଡ଼ ଝଟ୍‌କା। ଭାରତୀୟ ଜନତା ପାର୍ଟିରେ ମିଶିଲେ ଭୂପେନ ବୋରା। ବିଜେପି ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡାଙ୍କ ଉପସ୍ଥିତିରେ ସେ ବିଜେପିରେ ସାମିଲ ହୋଇଛନ୍ତି। ଆସାମ କଂଗ୍ରେସର ପୂର୍ବତନ ରାଜ୍ୟ ସଭାପତି ଥିଲେ ଭୂପେନ ବୋରା। ୨୦୨୧ରୁ ୨୦୨୫ … Read More

ଓଡିଶାର ଯୁବ ଚାଷୀ ହିରୋଦଙ୍କୁ ମୋଦୀଙ୍କ ପ୍ରଶଂସା

ନୂଆଦିଲ୍ଲୀ:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ମନ କି ବାତର ୧୩୧ତମ ଏପିସୋଡ୍‌ରେ ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି। ଏଥର ସେ ଓଡ଼ିଶାର ଜଣେ ଯୁବ ଚାଷୀ ହିରୋଦ ପଟେଲଙ୍କ କାହାଣୀ ବାଣ୍ଟିଛନ୍ତି। ହିରୋଦଙ୍କ ଚାଷ ଶୈଳୀକୁ ପ୍ରଶଂସା କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ। ବାପା … Read More

ହସ୍ପିଟାଲରେ ଶରଦ ପାଓ୍ବାର

ନୂଆଦିଲ୍ଲୀ:ଏନସିପି ଅଧ୍ୟକ୍ଷ ତଥା ରାଜ୍ୟସଭା ସାଂସଦ ଶରଦ ପାଓ୍ବାରଙ୍କ ସ୍ଵାସ୍ଥ୍ୟଗତ ସମସ୍ୟା ପାଇଁ ପୁଣେର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ସେ ସାମାନ୍ୟ ଡିହାଇଡ୍ରେସନ୍ ରେ ପୀଡ଼ିତ ଥିବା ନେଇ ଚିକିତ୍ସା କରୁଥିବା ଡାକ୍ତର ସୂଚନା ଦେଇଛନ୍ତି । … Read More

ସୁରକ୍ଷାବାହିନୀଙ୍କୁ ବଡ଼ ସଫଳତା, ୩ଆତଙ୍କୀ ନିହତ

ନୂଆଦିଲ୍ଲୀ : ସୁରକ୍ଷାବାହିନୀଙ୍କୁ ବଡ଼ ସଫଳତା ମିଳିଛି। ଜମ୍ମୁ-କାଶ୍ମୀରର କିସ୍ତୱାଡ ଜିଲ୍ଲାର ଏକ ଦୂର ଦୂରାନ୍ତ ଅଞ୍ଚଳରେ ରବିବାର ସୁରକ୍ଷାବାହିନୀ ସହ ଏନକାଉଣ୍ଟରରେ ପାକିସ୍ତାନର ଜୈଶ-ଏ-ମହମ୍ମଦ ସହ ସଂପୃକ୍ତି ଦୁଇ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଛି। ସେନାର ସୂଚନା ଅନୁସାରେ ,ଆତଙ୍କବାଦୀ ଚଟରୁ … Read More

୨୬ରେ ଆସିବେ ମହାନଦୀ ଟ୍ରିବ୍ୟୁନାଲ ଟିମ୍

ଭୁବନେଶ୍ଵର:ଆସନ୍ତା ୨୬ ତାରିଖରେ ଓଡିଶା ଗସ୍ତରେ ଆସିବେ ମହାନଦୀ ଟ୍ରିବ୍ୟୁନାଲ ଟିମ୍।ଫେବ୍ରୁଆରୀ ୨୬ ତାରିଖରୁ ମାର୍ଚ୍ଚ ୨ ପର୍ଯ୍ୟନ୍ତ, ସେମାନଙ୍କର ୪ ଦିନିଆ  ଓଡିଶା ଗସ୍ତ ରହିଛି। ଏଥିରେ ଟ୍ରିବ୍ୟୁନାଲ ଅଧ୍ୟକ୍ଷ ଓ ସଦସ୍ୟଙ୍କ ସହ ୧୦ ଜଣିଆ ଟିମ୍ ରେ … Read More

ଛାତ୍ରୀ ଗଣଦୁଷ୍କର୍ମ: ରେଡ୍‌ ଫ୍ଲାଗ୍ କଲା କ୍ରାଇମବ୍ରାଞ୍ଚ

କେନ୍ଦ୍ରାପଡ଼ା : କେନ୍ଦ୍ରାପଡ଼ା ଜିଲା ରାଜକନିକା ଥାନା ଅଞ୍ଚଳରେ ଘଟିଥିବା ୭ମ ଶ୍ରେଣୀ ଛାତ୍ରୀ ବଳାତ୍କାର ଘଟଣାକୁ ଗୁରୁତର ସହ ନେଇ ରେଡ୍‌ ଫ୍ଲାଗ୍‌ ଅନ୍ତର୍ଭୁକ୍ତ କରିଛି କ୍ରାଇମବ୍ରାଞ୍ଚ। ଜଣେ ସିନିୟର ଅଫିସରଙ୍କ ତତ୍ତ୍ଵାବଧାନରେ ତଦନ୍ତର ଅନୁଧ୍ୟାନ ହେବ। ଏବଂ ନ୍ୟାୟିକ … Read More

ଓଡିଶା କ୍ରିକେଟ ଆସୋସିଏସନ ନିର୍ବାଚନ କଳି

କଟକ : ତେଜିଲା ଓଡିଶା କ୍ରିକେଟ ଆସୋସିଏସନ ନିର୍ବାଚନ କଳି। ଜେନେରାଲ ବଡି ବୈଠକକୁ ବୟକଟ କରିଛନ୍ତି ଲଳିତେନ୍ଦୁ ବିଦ୍ୟାଧର ମହାପାତ୍ର। ବୈଠକକୁ ବୟକଟ କରି ଗଣମାଧ୍ୟମ ଆଗରେ ବର୍ଷିଲେ ଲଳିତେନ୍ଦୁ । ନିୟମକୁ ଉଲଘଂନ କରି ନିର୍ବାଚନ ଘୁଞ୍ଚାଇବାକୁ ଚେଷ୍ଟା … Read More

ମୃତ ପୁଲିସ ପରିବାରକୁ ୫ଲକ୍ଷ ସହୟତା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର : ଝାରସୁଗୁଡ଼ାରେ ଘଟିଥିବା ଦୁଃଖଦ ସଡ଼କ ଦୁର୍ଘଟଣାରେ ୫ ଜଣ କର୍ତ୍ତବ୍ୟରତ ପୋଲିସ କର୍ମଚାରୀଙ୍କ ପ୍ରାଣହାନି ଘଟଣା ​‌ଦୁଃଖପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହାନଚରଣ ମାଝୀ । ସେ ତାଙ୍କ ଟ୍ବିଟରରେ ହ୍ୟାଣ୍ତଲେ​‌ରେ ଉଲ୍ଲେଖ କରିଛନ୍ତି ଯେ ଏହି ଘଟଣା ଅତ୍ୟନ୍ତ … Read More

ରାଜନଗର ନାବାଳିକା ଗଣଦୁଷ୍କର୍ମ ଘଟଣାରେ ରାଜ୍ୟ ସରକାରଙ୍କ ଉପରେ ବର୍ଷିଲା ବିଜେଡି

ଭୁବନେଶ୍ୱର:ରାଜ୍ୟରେ ଡବଲ ଇଞ୍ଜିନ ସରକାର କ୍ଷମତାକୁ ଆସିବା ପରେ, ଆଇନ ଶୃଙ୍ଖଳା ପରିସ୍ଥିତି ବିଗିଡିଯିବା ସହିତ ମହିଳା ସୁରକ୍ଷା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇ ପଡିଛି ବୋଲି ବିଜୁ ଜନତା ଦଳ ଅଭିଯୋଗ କରିଛି । ପରିସ୍ଥିତିରେ ସୁଧାର ଆସିବା ପରିବର୍ତ୍ତେ ଦିନକୁ … Read More