ବୃତ୍ତି ଟିକସ ଉଚ୍ଛେଦକୁ ଶିଳ୍ପସଂଘର ସ୍ବାଗତ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୨୦୨୬-୨୭ ଆର୍ଥିକ ବର୍ଷର ବଜେଟ୍‌ରେ ବୃତ୍ତି ଟିକସକୁ ଉଚ୍ଛେଦ କରିଛନ୍ତି। ସେହି ନିଷ୍ପତ୍ତିିକୁ ଶିଳ୍ପ ସଂଘ ଓସ୍‌ମି ପକ୍ଷରୁ ସ୍ବାଗତ କରାଯାଇଛି। ଓସ୍‌ମି ପକ୍ଷରୁ କୁହାଯାଇଛି ଯେ ଏହି ଟିକସ ଉଚ୍ଛେଦ କରିବାକୁ ଆମେ … Read More

ଭବାନୀପାଟଣା ଫରେଷ୍ଟର ତଥା ବହୁ ବେନାମୀ ଗାଡ଼ିର ମାଲିକ ଭାଗବତ ଭୂଷଣ ବେହେରାଙ୍କୁ ଗିରଫ କଲା ଭିଜିଲାନ୍ସ

ଭବାନୀପାଟଣା: କଳାହାଣ୍ଡିଜିଲ୍ଲା ଭବାନୀପାଟଣା ଉତ୍ତର ବନଖଣ୍ଡ ରେଞ୍ଜର ଭଟାଙ୍ଗପଦର ଫରେଷ୍ଟର ଭାଗବତ ଭୂଷଣ ବେହେରାଙ୍କୁ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଗିରଫ କରିଛି। ଆଜି ତାଙ୍କୁ ଭବାନୀପାଟଣା ଭିଜିଲାନ୍ସ ସ୍ପେଶାଲ ଜଜ୍‌ଙ୍କ ସମ୍ମୁଖରେ ହାଜର କରାଯିବ। ଭବାନୀପାଟଣା ଭିଜିଲାନ୍ସ … Read More

ଥାଇଲାଣ୍ଡରେ ୬ମାସ ଫସିଲେ ଓଡ଼ିଆ ଶ୍ରମିକ; ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ପରେ ଉଦ୍ଧାର

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶ କ୍ରମେ ଥାଇଲାଣ୍ଡରେ ଫସି ରହିଥିବା ୬ଜଣ ଓଡ଼ିଆ ଯୁବକଙ୍କ ମଧ୍ୟରୁ ୪ଜଣ ଓଡ଼ିଆ ଯୁବକମାନଙ୍କୁ ଓଡ଼ିଶାକୁ ଫେରାଇ ଅଣାଯାଇଛି। ଆଜି ଜୟନ୍ତ କୁମାର ମଲ୍ଲିକ, ହେମନ୍ତ କୁମାର ବେହେରା, ମନରଞ୍ଜନ ସାହୁ ଓ … Read More

ଭୁବନେଶ୍ୱରରେ ଖୋଲିବ ଭିଏଫଏସ ଗ୍ଲୋବାଲ ଭିସା ଆପ୍ଲିକେସନ ସେଣ୍ଟର: ଧର୍ମେନ୍ଦ୍ର

ନୂଆଦିଲ୍ଲୀ/ଭୁବନେଶ୍ୱର: ଆସନ୍ତା ଏପ୍ରିଲ ୧ ତାରିଖ ଅର୍ଥାତ୍ ‘ଓଡ଼ିଶା ଦିବସ’ ଅବସରରେ ଭୁବନେଶ୍ୱରରେ ଏକ ‘ଭିଏଫଏସ ଗ୍ଲୋବାଲ ଭିସା ଆପ୍ଲିକେସନ ସେଣ୍ଟର’ କାର୍ଯ୍ୟକ୍ଷମ ହେବାକୁ ଯାଉଛି ବୋଲି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ପତ୍ର ଲେଖି ଭିଏଫଏସ ଗ୍ଲୋବାଲ ଗ୍ରୁପର ପ୍ରତିଷ୍ଠାତା … Read More

କୃଷକ ଓ କୃଷିକାର୍ଯ୍ୟକୁ ଅଧିକ ଲାଭାନ୍ୱିତ କରିବା ପାଇଁ ସରକାର ପ୍ରତିବଦ୍ଧ: ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଲୋକସେବା ଭବନରେ କୃଷି କ୍ଷେତ୍ରରେ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସର ବ୍ୟବହାର ନେଇ ଏକ ଆଲୋଚନା ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଅଛି। ଏଥିରେ କୃଷି ବିଭାଗ କମିସନର ତଥା ଶାସନ ସଚିବ ସଚିନ ରାମଚନ୍ଦ୍ର ଜାଧବ, କୃଷି ନିର୍ଦ୍ଦେଶକ … Read More

ସପ୍ତମ ଶ୍ରେଣୀ ଛାତ୍ରୀ ଦୁଷ୍କର୍ମ ମାମଲା: ୫ ବିଦ୍ୟାଳୟ କର୍ମଚାରୀ ଗିରଫ, ଶିକ୍ଷୟିତ୍ରୀ ମଧ୍ୟ ସାମିଲ

ରାଜକନିକା: କେନ୍ଦ୍ରାପଡ଼ାଜିଲ୍ଲା ରାଜକନିକା ଥାନା ଅନ୍ତର୍ଗତ ଓଳାଭର ଅଞ୍ଚଳରେ ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ଦୀର୍ଘ ଦିନ ଧରି ଦୁଷ୍କର୍ମ ମାମଲାରେ ୩ଜଣ ଶିକ୍ଷକ ଏବଂ ଜଣେ ପିଅନ ଗିରଫ ହୋଇଛନ୍ତି। ଏହି ମାମଲାରେ ସଂପୃକ୍ତ ଥିବା ଜଣେ ଶିକ୍ଷୟିତ୍ରୀଙ୍କ ମଧ୍ୟ ପୁଲିସ … Read More

ବଜେଟକୁ ନୈରାଶ୍ୟଜନକ ବୋଲି କହିଲେ ବିରୋଧୀ ବିଜେଡି ଓ କଂଗ୍ରେସ

ଭୁବନେଶ୍ବର: ଆସିଲା ଚଳିତ ଆର୍ଥିକ ବର୍ଷର ବଜେଟ । ୨ ଘଣ୍ଟା ଧରି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବଜେଟ ଉପସ୍ଥାପନ କରିବା ପରେ ଏଥରର ବଜେଟକୁ ଚିରାଚରିତ ଢଙ୍ଗରେ ନୈରାଶ୍ୟଜନକ ବୋଲି କହିଛନ୍ତି ବିରୋଧୀ ବିଜେଡି ଓ କଂଗ୍ରେସ । ବଜେଟକୁ … Read More

୩ ଲକ୍ଷ ୧୦ ହଜାର କୋଟିର ବଜେଟ୍; ଜାଣନ୍ତୁ କେଉଁ ବିଭାଗ ପାଇଁ କେତେ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ କରିଛନ୍ତି । ରାଜ୍ୟ ସରକାର ୩ ଲକ୍ଷ ୧୦ ହଜାର କୋଟି ଟଙ୍କାର ବଜେଟ୍ ଆଗତ କରିଛନ୍ତି । ଗତବର୍ଷ ତୁଳନାରେ ବଜେଟ ଆକାରରେ … Read More

୨୦୨୬-୨୭ ଆଥିକ ବର୍ଷ ପାଇଁ ବଜେଟ୍ ଉପସ୍ଥାପିତ, ଗତ ବର୍ଷ ତୁଳନାରେ ୬.୯ ପ୍ରତିଶତ ବୃଦ୍ଧି

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ ୨୦୨୬-୨୭ ଆଥିକ ବର୍ଷ ପାଇଁ ବଜେଟ୍‌ ଉପସ୍ଥାପନ କରିଛନ୍ତି । ମୋଟ ୩ ଲକ୍ଷ ୧୦ ହଜାର କୋଟି ଟଙ୍କାର ବଜେଟ୍ ଉପସ୍ଥାପନା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଗତବର୍ଷ … Read More

ବଜେଟରେ ୧୬ଟି ନୂଆ କାର୍ଯ୍ୟକ୍ରମକୁ ଅନୁମୋଦନ, ଭିବୀ ଜି ରାମ ଜି ଯୋଜନା ପାଇଁ ୫ହଜାର ୫ଶହ ୭୫ କୋଟି ଟଙ୍କା

ଭୁବନେଶ୍ୱର : ରାଜ୍ୟ ବଜେଟ 2026-27 ଉପ ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ । ବଜେଟ ଆକାର 3 ଲକ୍ଷ 10 ହଜାର କୋଟି । ପ୍ରଶାସନିକ ଖର୍ଚ୍ଚ 1 ଲକ୍ଷ 14 ହଜାର କୋଟି । କାର୍ଯ୍ୟକ୍ରମ ଖର୍ଚ୍ଚ 1 ଲକ୍ଷ 80 … Read More