ମହୁମାଛି ଆକ୍ରମଣରେ ଜଣେ ମୃତ, ୬ ଆହତ

ଭୁବନେଶ୍ବର: ମହୁମାଛି ନେଲା ଜୀବନ ।  କେନ୍ଦ୍ରାପଡା ଜିଲ୍ଲା ରାଜକନିକା ଥାନା ଜାଗୁଳାଇପଡା ଗାଁରେ ଅଘଟଣ ଘଟିଛି ।  ମୃତକ ହେଲେ ବୈଲୋଚନ ବିଶ୍ବାଳ ।  ଗତକାଲି ମହୁମାଛି ଆକ୍ରମଣରେ ୬ଜଣ ଆହତ ହୋଇଥିଲେ ।  ସମସ୍ତଙ୍କୁ ରାଜକନିକା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି … Read More

ଆରଆଇଙ୍କୁ ବାଲି ମାଫିଆଙ୍କ ଆକ୍ରମଣ

ଜଳେଶ୍ବର: ଆରଆଇଙ୍କୁ ବାଲି ମାଫିଆଙ୍କ ଆକ୍ରମଣ । ବାଲେଶ୍ବର ଜିଲ୍ଲା ବାଲିଆପାଳ ତହସିଲ ଅଧିନ ଶ୍ରୀରାମପୁର ଆରଆଇ ସରୋଜିନୀ ଟୁଡୁଙ୍କୁ ବାଲି ମାଫିଆଙ୍କ ଆକ୍ରମଣ ଅଭିଯୋଗରେ ତଦନ୍ତ ଚଳାଇଛି ପୋଲିସ । ମାଫିଆଙ୍କ ବିରୋଧରେ କାର୍ଯ୍ଯାନୁଷ୍ଠାନ ପାଇଁ ବାଲିଆପାଳ ଥାନାରେ ଲିଖିତ ଅଭିଯୋଗ … Read More

ଭିନ୍ନକ୍ଷମ ଯୁବତୀଙ୍କୁ ଦୁଷ୍କର୍ମ, ୩ ଗିରଫ

ବରଗଡ଼: ମାନସିକ ଭିନ୍ନକ୍ଷମ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ । ବାପ, ପୁଅ ଓ ଜ୍ବାଇଁ ଗିରଫ। ବରଗଡ଼ ଜିଲ୍ଲା ଭେଡେନ ଥାନା ରେମଣ୍ଡା ପଂଚାୟତରେ ଚାଞ୍ଚଲ୍ୟ । ଜଣେ ମାନସିକ ଭିନ୍ନକ୍ଷମ ଯୁବତୀଙ୍କୁ ୩ଜଣ ମିଶି ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି । … Read More

ପୋଲିସ ଘରୁ, ଲୁଟିନେଲେ ଲକ୍ଷାଧିକ ଟଙ୍କା ଓ ଅଳଙ୍କାର

ଯାଜପୁର: ପୋଲିସ ଘରେ କଳାକନା ବୁଲାଇଲେ ଦୁର୍ବୃତ୍ତ । ଦିନ ଦ୍ୱିପ୍ରହରରେ ଲୁଟିନେଲେ ଲକ୍ଷାଧିକ ଟଙ୍କା ସହ ସୁନା ରୁପା ଅଳଙ୍କାର । ଯାଜପୁର ଜିଲ୍ଲା ଧର୍ମଶାଳା ଥାନା ଜାରକା ଝାଲସୁଖା ସ୍ଥିତ ଜଣେ ପୋଲିସ କର୍ମଚାରୀଙ୍କ ଘରୁ ଲୁଟ ହୋଇଛି ।  … Read More

ଆସନ୍ତାକାଲି ଜାଗର; ଲୋକନାଥ ପୀଠରେ ଭୋର ୪ ଟାରେ ଉଠିବ ମହାଦୀପ

ପୁରୀ: ଆସନ୍ତାକାଲି ଜାଗର । ପୁରୀର ପ୍ରସିଦ୍ଧ ଲୋକନାଥ ପୀଠରେ ମହାଶିବରାତ୍ରୀ ପାଇଁ ବ୍ୟାପକ ପ୍ରସ୍ତୁତି । ଭୋର ୪ ଟାରେ ମହାଦୀପ ଉଠିବ । ଶୃଙ୍ଖଳିତ ନୀତିକାନ୍ତି ସହିତ ଭକ୍ତମାନେ କିଭଳି ଶୃଙ୍ଖଳିତ ଓ ସୁରକ୍ଷିତ ଭାବେ ଦର୍ଶନ କରିପାରିବେ ସେନେଇ … Read More

ଇରାନ ଅଭିମୁଖେ ଯାତ୍ରା କରିବ ଦ୍ୱିତୀୟ ଆମେରିକୀୟ ଯୁଦ୍ଧ ବିମାନ ଜାହାଜ

ନୂଆଦିଲ୍ଲୀ: ଇରାନ ଆମେରିକା ୟୁଦ୍ଧ ଆଶଙ୍କା ମଧ୍ୟରେ ଆମେରିକାର ଏକ ବଡ଼ କାର୍ଯ୍ୟକଳାପ ସାମନାକୁ ଆସିଛି। ବିଶ୍ୱର ସର୍ବବୃହତ ବିମାନ ବାହକ ଜାହାଜକୁ ପଶ୍ଚିମ ଏସିଆକୁ ପଠାଇବ ଆମେରିକା। ପୂର୍ବରୁ ଥିବା ଅନ୍ୟ ଏକ ବିମାନକୁ ସମର୍ଥନ କରିବ ଏହି ଜାହାଜ। … Read More

ହଟ୍ଟଗୋଳ ପରେ ଗୃହ ମୁଲତବୀ: ହରଦୀପ ପୁରୀଙ୍କ ନାଁରେ ସ୍ଲୋଗାନ

ନୂଆଦିଲ୍ଲୀ: ଶୁକ୍ରବାର ବଜେଟ ଅଧିବେଶନର ପ୍ରଥମ ପର୍ଯ୍ୟାୟର ଶେଷ ଦିନ । ଆଜି ବି ଗୃହରେ ହଟ୍ଟଗୋଳ ଯୋଗୁଁ ଲୋକସଭାରେ ପ୍ରଶ୍ନକାଳ ବାଧାପ୍ରାପ୍ତ ହୋଇଥିଲା। ପାଞ୍ଚ ମିନିଟ୍ ଅଧିବେଶନ ସମୟରେ ବିରୋଧୀ ସାଂସଦମାନେ ହଟ୍ଟଗୋଳ କରିବା ସହ କେନ୍ଦ୍ରମନ୍ତ୍ରୀ ହରଦୀପ ପୁରୀଙ୍କ ଇସ୍ତଫା … Read More

ସେବା ତୀର୍ଥ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ, ଗୁରୁତ୍ବପୂର୍ଣ୍ଣ ଫାଇଲରେ କଲେ ଦସ୍ତଖତ

ନୂଆଦିଲ୍ଲୀ : PMOର ନୂଆ ଠିକଣା ସେବା ତୀର୍ଥ । ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଦେଶ ସ୍ବାଧୀନ ହେବା ପରେ ପ୍ରଥମ ଥର ପାଇଁ ନୂଆ ଠିକଣା ପାଇଛି ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ। ଆନୁଷ୍ଠାନିକ ଭାବେ ସେବା ତୀର୍ଥ ଏବଂ … Read More

ଗୋଟିଏ ପରିବାରର ୪ ସଦସ୍ୟଙ୍କ ସମେତ ୬ ଜଣଙ୍କୁ ଦଳିମାରିଲା ଦନ୍ତା

ଝାଡ଼ଖଣ୍ଡ : ଜଙ୍ଗଲୀ ହାତୀ ପଲଙ୍କ ହାବୁଡରେ ପଡ଼ିଗଲେ ପୂରା ପରିବାର । ଗୋଟିଏ ପରିବାରର ଚାରି ଜଣ ସଦସ୍ୟଙ୍କ ସମେତ ଅତି କମରେ ୬ ଜଣଙ୍କୁ ଦଳି ମାରିଦେଇଛି ହାତୀ । ଝାଡ଼ଖଣ୍ଡର ହଜାରୀବାଗ ଜିଲ୍ଲାରେ ଏହି ଦୁଃଖଦ ଘଟଣା ଘଟିଛି … Read More

ପାର୍ଟିରୁ ଫେରିବା ବେଳେ ୬ ଜଣଙ୍କ ଉପରେ କାର ମଡ଼ାଇଦେଲା ଦ୍ଵାଦଶ ଶ୍ରେଣୀ ଛାତ୍ର

ଲକ୍ଷ୍ନୌ : ଲକ୍ଷ୍ନୌରେ ଛାତିଥରା ଦୁର୍ଘଟଣା । ୬ ଜଣଙ୍କୁ ଚାପିଦେଲା ଦ୍ଵାଦଶ ଶ୍ରେଣୀ ଛାତ୍ର । ଗାର୍ଲଫ୍ରେଣ୍ଡ୍ ସହ ଫେୟାରୱେଲ୍ ପାର୍ଟି ସାରି ଫେରିବା ବେଳେ ଘଟାଇଲା ଭୟଙ୍କର ଦୁର୍ଘଟଣା । ତେବେ ଦୁର୍ଘଟଣା ଘଟାଇବା ପରେ ଛାତ୍ର ଜଣଙ୍କ ଫେରାର୍ … Read More