୩ ମାସ ମଧ୍ୟରେ ରତ୍ନଭଣ୍ଡାର ଗଣତିମଣତି ଶେଷ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ
କଟକ : ପୁରୀ ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତିମଣତି ପାଇଁ ହାଇକୋର୍ଟଙ୍କ ୩ ମାସର ଡେଡ୍ ଲାଇନ । ୧୯୭୮ର ଗଣତି ମଣତି ସହିତ ବର୍ତ୍ତମାନର ଗଣତି ମଣତି ମେଳ କରିବାକୁ କୋର୍ଟଙ୍କ ନିର୍ଦ୍ଦେଶ ରହିଛି । ସେହିପରି ରତ୍ନ ଭଣ୍ଡାର ଚାବି ହଜିବା … Read More
